ଆଜିଠୁ ଅଯୋଧ୍ୟାରେ ଶ୍ରୀରାମଲାଲାଙ୍କ ସର୍ବସାଧାରଣ ଦର୍ଶନ, ରାତି ୩ଟାରୁ ଲାଗିଲା ଭକ୍ତଙ୍କ ଭିଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଯୋଧ୍ୟାର ରାମ ମନ୍ଦିରରେ ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ। ସେଥିପାଇଁ ସକାଳୁ ସକାଳୁ ରାମ ମନ୍ଦିରରେ ଲାଗିଛି ଭକ୍ତଙ୍କ ଖଚାଖଚ ଭିଡ଼। ହାଡ଼ ଭଙ୍ଗା...
ଆଜି ଭାରତ ମା’ର ବୀରପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଭାରତ ମା’ର ବୀର ପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ତମ ଜୟନ୍ତୀ। ଏହି ଅବସରରେ ନେତାଜୀଙ୍କ ଅଦମ୍ୟ ସାହସ, ବୀରତ୍ୱ ଓ ଦେଶପ୍ରେମକୁ ମନେ ପକାଉଛି ସାରା...
ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୋଟ ୧୪ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ ମିଳିଛି। ଏ ସମ୍ପର୍କରେ...
ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳ, ୧୭ ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ ଦାୟିତ୍ଵ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ରାଜ୍ୟର ୪୧ ଜଣ ଆଇଏଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ଵ ଦେଇଛନ୍ତି ଓଡ଼ିଶା ସରକାର। ଏହି କ୍ରମରେ ୧୭ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳଙ୍କୁ...
ମୟୂରଭଞ୍ଜରେ ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଯାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାରେ ଜାନୁଆରି ୧୭ ତାରିଖରୁ ଆରମ୍ଭ ହୋଇଥିବା ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି। ରବିବାର...
ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍: ପ୍ରଥମ ୨ ମ୍ୟାଚରୁ ଓହରିଲେ ବିରାଟ କୋହଲୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ଓ ଇଂଲଣ୍ଡ ମଧ୍ୟରେ ଜାନୁଆରି ୨୫ ତାରିଖରୁ ଆରମ୍ଭ ହେଉଛି ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍। ତେବେ ଏହାର ପ୍ରଥମ ୨ଟି ମ୍ୟାଚ ଖେଳିବେନି ବିରାଟ କୋହଲୀ। ସେ...
ଓଡ଼ିଶାର ୨୦ ଜଣ ପୋଲିସଙ୍କୁ ରାଜ୍ୟପାଳ ପଦକ, ସାଧାରଣତନ୍ତ୍ର ଦିବସରେ ହେବେ ସମ୍ମାନିତ
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୨୪ ସାଧାରଣତନ୍ତ୍ର ଦିବସରେ ରାଜ୍ୟର ୨୦ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମିଳିବ ସମ୍ମାନଜନକ ରାଜ୍ୟପାଳ ପୋଲିସ ପଦକ। ଏନେଇ ୭ଟି ବିଭାଗରେ ରାଜ୍ୟପାଳ ପୋଲିସ ପଦକ ପାଇଁ ତାଲିକା...
ଫୁଲନଖରାଠାରେ ସମ୍ ହସ୍ପିଟାଲର ଦ୍ଵିତୀୟ କ୍ୟାମ୍ପସ ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): କଟକ-ଭୁବନେଶ୍ୱର ମଝି ଫୁଲନଖରାଠାରେ ନିର୍ମିତ ଆଇଏମଏସ ଓ ସମ ହସ୍ପିଟାଲର ଦ୍ୱିତୀୟ କ୍ୟାମ୍ପସକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ରୋଗୀଙ୍କୁ ଏହି ହସ୍ପିଟାଲ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ...
ଓଡ଼ିଶାରେ ଜାରି ରହିଛି ଶୀତଲହରୀ, ଆସନ୍ତାକାଲି ଘନ କୁହୁଡ଼ି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଶୀତଲହରୀ ଜାରି ରହିଥିବାବେଳେ କିଛି ସ୍ଥାନରେ ବର୍ଷା ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ତାପମାତ୍ରା କମିବା ସହ କୋହଲା ପାଗ ସହ ଲାଗିରହିଛି। ତେବେ ଆଗକୁ ୨ରୁ ୩ ଦିନ...
ଶୁଭ ମୁହୂର୍ତ୍ତରେ ସମ୍ପନ୍ନ ହେଲା ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା
ଓଡ଼ିଶାଲାଇଭ୍ ବ୍ୟୁରୋ
ସବୁ ପ୍ରତୀକ୍ଷାର ଅନ୍ତ ହେଲା। ଶୁଭ ମୁହୂର୍ତ୍ତରେ ଗର୍ଭଗୃହରେ ସମ୍ପନ୍ନ ହୋଇଛି ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ। ୪୮ ସେକେଣ୍ଡର ଶୁଭ ମୁହୂର୍ତ୍ତରେ ଶ୍ରୀରାମଲାଲାଙ୍କ ବିଗ୍ରହରେ ପ୍ରାଣ ପ୍ରତିଷ୍ଠା କରାଯାଇଛି। ପ୍ରଧାନମନ୍ତ୍ରୀ...





















