Independence Day

ବିଶାଖାପାଟଣା ଲଜ୍ଜା: ନାବାଳିକାକୁ ଗଣଦୁଷ୍କର୍ମ କରିବା ଅଭିଯୋଗରେ ୧୧ ଜଣ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ଜଣେ ନାବାଳିକାକୁ ତିନିଦିନ ଧରି ଗଣଦୁଷ୍କର୍ମ କରିବା ଘଟଣା ଏବେ ସାରା ଦେଶକୁ ଲଜ୍ଜିତ କରିଛି। ଏଭଳି ଏକ ଲଜ୍ଜାକର ତଥା ଅମାନବୀୟ ଘଟଣା ଘଟିଛି ଆନ୍ଧ୍ରପ୍ରଦେଶର...

ବାଜ୍ୟାପ୍ତ ହେବ ଅର୍ଥତତ୍ତ୍ୱର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ନିର୍ଦ୍ଦେଶ ଦେଲେ କଟକ ସ୍ଵତନ୍ତ୍ର ଓପିଆଇଡି କୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ବାଜ୍ୟାପ୍ତ ହେବ ଅର୍ଥତତ୍ତ୍ୱର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି। ସମ୍ପତ୍ତି ବାଜ୍ୟାପ୍ତ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ଵତନ୍ତ୍ର ଓପିଆଇଡି କୋର୍ଟ। ୨ କୋଟି ୧୭ ଲକ୍ଷ ୨୦ ହଜାର...

ଲୋକାର୍ପିତ ହେଲା ବହୁ ପ୍ରତୀକ୍ଷିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ

ଓଡ଼ିଶାଲାଇଭ୍ ବ୍ୟୁରୋ ବଲାଙ୍ଗିରର ବିକାଶରେ ଯୋଡ଼ି ହେଲା ନୂଆ ଅଧ୍ୟାୟ - ମୁଖ୍ୟମନ୍ତ୍ରୀ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଳ ସେଚନ ପ୍ରକଳ୍ପ ଦ୍ଵାରା ଉପକୃତ ହେବେ ବଲାଙ୍ଗିର ଓ...

ବୈଦେଶିକ ମନ୍ତ୍ରାଳୟର ନୂଆ ମୁଖପାତ୍ର ହେଲେ ରଣଧୀର ଜୈସୱାଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ବୈଦେଶିକ ମନ୍ତ୍ରାଳୟର ନୂଆ ମୁଖପାତ୍ର ହୋଇଛନ୍ତି ରଣଧୀର ଜୈସୱାଲ। ତାଙ୍କୁ ବର୍ତ୍ତମାନ ମନ୍ତ୍ରାଳୟର ମୁଖପାତ୍ର ଥିବା ଅରିନ୍ଦମ ବାଗଚିଙ୍କ ସ୍ଥାନରେ ଏହି ନୂଆ ଦାୟିତ୍ଵ ମିଳିଛି। ଏନେଇ ବୈଦେଶିକ ମନ୍ତ୍ରାଳୟ...

ଦ୍ଵିତୀୟ ଟେଷ୍ଟରେ ଟିମ୍ ଇଣ୍ଡିଆର ଘାତକ ବୋଲିଂ, ଦକ୍ଷିଣ ଆଫ୍ରିକା ୫୫ ରନରେ ଅଲଆଉଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ଵିତୀୟ ଟେଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହୋଇଛି। କେପଟାଉନରେ ଖେଳାଯାଉଥିବା ଏହି ଟେଷ୍ଟରେ ଦକ୍ଷିଣ ଆଫ୍ରିକା ବଡ଼ ବ୍ୟାଟିଂ ବିପର୍ଜୟର ସାମ୍ନା କରିଛି। ଟିମ୍...

ବଢ଼ୁଛି କୋଭିଡ ମାମଲା: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଛୁଇଁଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା...

ଆଦାନୀ-ହିଣ୍ଡେନବର୍ଗ ମାମଲା: ସେବି ତଦନ୍ତରେ ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଦାନୀ-ହିଣ୍ଡେନବର୍ଗ ମାମଲାରେ ‘ସିକ୍ୟୁରିଟିଜ୍‌ ଆଣ୍ଡ୍‌ ଏକ୍ସଚେଞ୍ଜ୍‌ ବୋର୍ଡ ଅଫ୍‌ ଇଣ୍ଡିଆ’ (ସେବି) ଚଳାଇଥିବା ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି ସୁପ୍ରିମକୋର୍ଟ। ବୁଧବାର ଉକ୍ତ ପ୍ରସଙ୍ଗରେ ଆବେଦନର ଶୁଣାଣି କରି ସର୍ବୋଚ୍ଚ...

ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ପୁଣି ଜଣେ ଆହତଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍‌ ହସ୍ପିଟାଲର ତୃତୀୟ ମହଲାରେ ଗତ ବର୍ଷ ଡିସେମ୍ବର ୨୯ ତାରିଖରେ ବିସ୍ଫୋରଣ ଘଟି ୪ ଜଣ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ପୁଣି ଜଣେ ଆହତଙ୍କର...

ଓଡ଼ିଶାରେ ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ବଢ଼ିଲା ମାସିକ ଷ୍ଟାଇପେଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ନର୍ସିଂ, ଫାର୍ମାସି ତଥା ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ବୃଦ୍ଧି ହୋଇଛି। ଏହି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁମୋଦନ ମିଳିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର...

ଓଡ଼ିଶାରେ ବଢ଼ୁଛି କୁହୁଡ଼ି, ୧୧ ଜିଲ୍ଲାରେ ଜାରି ହେଲା ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଶୀତ କମୁଥିବାବେଳେ କୁହୁଡ଼ି ବଢ଼ିବାରେ ଲାଗିଛି। କିଛି ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ସକାଳୁ ଘନ କୁହୁଡ଼ି ପଡ଼ୁଥିବା ଦେଖିବାକୁ ମିଳୁଛି। ଏଥିପାଇଁ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ...