Independence Day

କଟକ: ନିଶ୍ଚିନ୍ତକୋଇଲିରେ ବସ୍-ଟ୍ରକ ମୁହାଁମୁହିଁ ଧକ୍କା, ୩ ଯାତ୍ରୀ ମୃତ ଏବଂ ୪୦ରୁ ଅଧିକ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ମଙ୍ଗଳବାର ଏଠାରେ ବସ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେହିପରି ଦୁର୍ଘଟଣାରେ ୪୦ରୁ...

ଓଡ଼ିଶାରେ ୨୪୫୩ଟି ଫାର୍ମାସିଷ୍ଟ ଓ ସ୍ଵାସ୍ଥ୍ୟ କର୍ମୀ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଜାନୁଆରି ୧୬ ଶେଷ...

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବିଭିନ୍ନ ସରକାରୀ ଡାକ୍ତରଖାନା ଓ ସ୍ଵାସ୍ଥ୍ୟ କେନ୍ଦ୍ରରେ ଖାଲି ଥିବା ‘ଫାର୍ମାସିଷ୍ଟ’ ଓ ଅନ୍ୟାନ୍ୟ ‘ସ୍ଵାସ୍ଥ୍ୟ କର୍ମୀ’ ପଦବୀ ପାଇଁ ଅନେକ ସଂଖ୍ୟାରେ ନିଯୁକ୍ତି ସୁଯୋଗ ରହିଛି। ଏନେଇ ୨,୪୫୩ଟି...

ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ନୂଆବର୍ଷରୁ ଲାଗୁ ହେବ ନୂଆ ନିୟମ: ଓମ୍‌ଫେଡ ଘିଅରେ ପ୍ରସ୍ତୁତ ହେବ କୋଠ ଭୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷରୁ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଲାଗୁ ହେବ ନୂଆ ନିୟମ। ଏଣିକି ଓମ୍‌ଫେଡ ଘିଅରେ ଶ୍ରୀଲିଙ୍ଗରାଜଙ୍କ କୋଠ ଭୋଗ ରନ୍ଧା ହେବ। ଆସନ୍ତା ୧୫ ଦିନ ମଧ୍ୟରେ ସେବାୟତଙ୍କ ପରିଚୟପତ୍ର ପାଇଁ...

ବୁର୍ଲା ମେଡିକାଲରେ ହେଲା ବୋରୱେଲରୁ ଉଦ୍ଧାର ଶିଶୁ କନ୍ୟାର ନାମକରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ଲାରିପାଲି ଗାଁ ନିକଟ ଜଙ୍ଗଲରେ ଥିବା ପରିତ୍ୟକ୍ତ ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଏକୋ ଏକୋଇଶିଆ ସହ ନାମକରଣ କରାଯାଇଛି। ବୁର୍ଲା ଭୀମସାର...

ନୂଆବର୍ଷରେ ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ଜାପାନ, ବଡ଼ଧରଣର ସୁନାମି ପାଇଁ ଆଲର୍ଟ ଜାରି

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷରେ ଶକ୍ତିଶାଳୀ ଭୂମିକମ୍ପରେ ଥରିଯାଇଛି ଜାପାନ। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୬ ରହିଥିଲା। ତେବେ ଭୂମିକମ୍ପରେ କୌଣସି ଲୋକଙ୍କ ଜୀବନହାନି ହୋଇନଥିଲେ ମଧ୍ୟ ଦେଶରେ ବଡ଼ ସୁନାମି ଆସିବାର ଆଶଙ୍କା...

ରାଜ୍ୟରେ ବଢ଼ୁଛି କୋଭିଡ ମାମଲା: ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଛୁଇଁଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଧୀରେ ଧୀରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା...

ଜାନୁଆରି ୪ରୁ ଚିଲିକାରେ ପକ୍ଷୀ ଗଣନା, ନିୟୋଜିତ ହେବେ ୨୧ଟି ଟିମ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଚିଲିକା ହ୍ରଦରେ ଜାନୁଆରି ୪ ତାରିଖରୁ ଆରମ୍ଭ ହେବ ପକ୍ଷୀ ଗଣନା। ଏଥିରେ ୨୧ଟି ଟିମ୍ ନିୟୋଜିତ ହେବେ। ଚଳିତ ଶୀତ ଋତୁରେ ହ୍ରଦକୁ କେତେ ସଂଖ୍ୟାରେ ବିଦେଶୀ ପକ୍ଷୀ ଆସିଛନ୍ତି...

ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣା: ସ୍ଵାମୀଙ୍କ ଅକାଳ ବିୟୋଗ ପରେ ଆତ୍ମହତ୍ୟା କଲେ ସ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍‌ ହସ୍ପିଟାଲର ତୃତୀୟ ମହଲାରେ ଗତ ବର୍ଷ ଡିସେମ୍ବର ୨୯ ତାରିଖରେ ଏସିରେ ଗ୍ୟାସ ଫିଲିଂ ବେଳେ ବିସ୍ଫୋରଣ ଘଟି ୪ ଜଣ ଗୁରୁତର ଭାବେ ଆହତ ହୋଥିଲେ।...

ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷରେ ବହୁ ପ୍ରତୀକ୍ଷିତ ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ ହୋଇଛି। ସୋମବାର ବାରଙ୍ଗରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପର ପ୍ରଥମ...

ବରିଷ୍ଠ ନେତା ଡକ୍ଟର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ଆଦେଶ ହଟାଇଲା ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଡକ୍ଟର ଦାମୋଦର ରାଉତଙ୍କ ଉପରୁ ସୋମବାର ଦିନ ବହିଷ୍କାର ଆଦେଶ ହଟାଇଲା ବିଜୁ ଜନତା ଦଳ। ନୂଆ ବର୍ଷ ଅବସରରେ ବିଜେଡି ସୁପ୍ରିମୋ ନବୀନ...