ବଦଳିଲା ନାଁ, କଳାହାଣ୍ଡି ବିଶ୍ୱବିଦ୍ୟାଳୟ ହେଲା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଦଳିଳା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଭାବେ ଜଣାଯିବ।
କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନାମରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ନାମରେ ନାମିତ କରାଯାଇଛି। ଏବେ ଏହା...
ଶିମିଳିପାଳରେ ପାଟ୍ରୋଲିଂ ପାଇଁ ମୁତୟନ ହେବ ୧୪ଟି ଆଧୁନିକ ଗାଡ଼ି
ଓଡ଼ିଶାଲାଇଭ୍ ବ୍ୟୁରୋ
ମୟୂରଭଞ୍ଜର ଶିମିଳିପାଳ ଅଭୟାରଣ୍ୟରେ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ବ୍ୟାପକ କରିବା ଲାଗି ମୁତୟନ ହେବ ଆଧୁନିକ ବାହନ। ଅଭୟାରଣ୍ୟରେ ପାଟ୍ରୋଲିଂ ପାଇଁ ୧୪ଟି ନୂଆ ବୋଲେରୋ କ୍ୟାମ୍ପର୍ସ ଗାଡ଼ି ନିୟୋଜିତ ହେବ। ଓଡ଼ିଶା...
ଓଡ଼ିଶାରେ ଦିନକୁ ଦିନ ବଢ଼ୁଛି କୋଭିଡ୍ ସଂକ୍ରମଣ, ଚିହ୍ନଟ ହେଲେ ୫ ନୂଆ ଆକ୍ରାନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଦିନକୁ ଦିନ ବଢ଼ିବାରେ ଲାଗିଛି କୋଭିଡ୍ ସଂକ୍ରମଣ। ଗୁରୁବାର ରାଜ୍ୟରେ ଆଉ ୫ ଜଣ ନୂଆ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ...
ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମାଓବାଦୀ କ୍ୟାମ୍ପ ଠାବ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ଦୀର୍ଘ ଦିନର ବ୍ୟବଧାନ ପରେ କୋରାପୁଟ ଜିଲ୍ଲାରେ ପୁଣି ସକ୍ରିୟ ହୋଇଛି ଲାଲବାହିନୀ। ଗୁରୁବାର ଦିନ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାରେ ମାଓବାଦୀ କ୍ୟାମ୍ପ ଠବ ହେବା ସହ ସେଠାରୁ ବିପୁଳ ପରିମାଣ...
କୋରାପୁଟ ତାନସିଂ ନଦୀରେ ଓଲଟିଲା ଡଙ୍ଗା, ୫ ଜଣ ନିଖୋଜ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟ ଜିଲ୍ଲା ପାଡ଼ୁଆ ଥାନା ଅନ୍ତର୍ଗତ କୁଲାସିଂ ପଞ୍ଚାୟତ ତାନସିଂ ନଦୀରେ ଡଙ୍ଗା ଓଲଟି ପଡ଼ିବାରୁ ୫ ଜଣ ନିଖୋଜ ହୋଇଯାଇଛନ୍ତି।
ମଙ୍ଗଳବାର ଦିନ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ତାନସିଂ...
ଓଡ଼ିଶା ଜୁଡିସିଆଲ ସର୍ଭିସ ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ବାରିପଦାର ଚେତନ ଲାଢ଼ା
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ଵାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ) ପରୀକ୍ଷା ୨୦୨୨ରେ ସଫଳତା ହାସଲ କରିଛନ୍ତି ମୟୂରଭଞ୍ଜର ଚେତନ ଲାଢ଼ା। ଚେତନ ସଫଳତା...
କତାର: ୮ ପୂର୍ବତନ ଭାରତୀୟ ନୌସୈନିକଙ୍କ ମୃତ୍ୟୁଦଣ୍ଡ ଉପରେ ଲାଗିଲା ରୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
କତାରରେ ମୃତ୍ୟୁ ଦଣ୍ଡାଦେଶ ପାଇଥିବା ୮ ଜଣ ପୂର୍ବତନ ଭାରତୀୟ ନୌସେନା କର୍ମଚାରୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଗୁରୁବାର କତାରର ଏକ ଅଦାଲତ ସମସ୍ତ ୮ ଜଣଙ୍କ ମୃତ୍ୟୁଦଣ୍ଡ ଉପରେ ରୋକ...
ନୟାଗଡ଼ରେ ଆହତ ଦନ୍ତାହାତୀର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲା ରଣପୁର ବନାଞ୍ଚଳରେ ଗୋଟିଏ ଆହତ ଦନ୍ତାହାତୀର ମୃତ୍ୟୁ ହୋଇଛି। ଦନ୍ତାହାତୀଟିର ଗୋଡ଼ରେ ଆଘାତ ଲାଗିଥିବାରୁ ଗତ ୩ ଦିନ ଧରି ନନ୍ଦନକାନନର ବିଜେଶଷଜ୍ଞ ଦଳ...
ଭାରତୀୟ କ୍ରିକେଟ ଟିମର ମ୍ୟାନେଜର ହେଲେ ଓଡ଼ିଶାର ସତବୀର ସିଂ ରିୟର
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ କ୍ରିକେଟ ଟିମର ମ୍ୟାନେଜର ହୋଇଛନ୍ତି ଓଡ଼ିଶାର ସତବୀର ସିଂ ରିୟର। ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଟେଷ୍ଟ ସିରିଜ୍ ପାଇଁ ତାଙ୍କୁ ଟିମ ଇଣ୍ଡିଆର ମ୍ୟାନେଜର ପଦ ପାଇଁ ବିସିସିଆଇ ପକ୍ଷରୁ ମନୋନୀତ କରାଯାଇଛି। ଏନେଇ ଓଡ଼ିଶା କ୍ରିକେଟ...
ଓଡ଼ିଶାରେ ଧୀରେ ଧୀରେ କମୁଛି ଶୀତ, ୧୦ ଡିଗ୍ରୀ ତଳେ ୫ଟି ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଧୀରେ ଧୀରେ ପାରଦ ଉପରକୁ ଉଠୁଥିବାବେଳେ ଶୀତର ପ୍ରକୋପ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବା ଆକଳନ କରିଛି...





















