ନୂଆବର୍ଷ ସେଲିବ୍ରେସନ ପାଇଁ କମିଶନରେଟ ପୋଲିସର ଗାଇଡଲାଇନ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆବର୍ଷ ୨୦୨୪କୁ ସ୍ଵାଗତ କରିବା ପାଇଁ ସମସ୍ତଙ୍କ ମନରେ ଭରି ରହିଛି ଉତ୍ସାହ। ଲୋକଙ୍କ ଆଗ୍ରହକୁ ଦେଖି ବିଭିନ୍ନ ବାର୍ ଏବଂ ତାରକା ହୋଟେଲଗୁଡ଼ିକରେ ସ୍ଵତନ୍ତ୍ର ଆୟୋଜନ କରାଯିବ। ନୂଆବର୍ଷ ସେଲିବ୍ରେସନ...
ମାସେ ପରେ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ, ଆନ୍ଦୋଳନରୁ ଓହରିଲେ ସ୍ଥାନୀୟ ଗ୍ରାମବାସୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ଏକ ମାସ ଧରି ଚାଲିଥିବା ସ୍ଥାନୀୟ ଗ୍ରାମବାସୀଙ୍କ ରାସ୍ତାରୋକ ଆନ୍ଦୋଳନ ପ୍ରତ୍ୟାହୃତ ହେବାପରେ ଅଭୟାରଣ୍ୟକୁ ପୁଣି ଖୋଲାଯାଇଛି। ମୟୂରଭଞ୍ଜ...
ଓଡ଼ିଶାରେ ବଢ଼ୁଛି କୋଭିଡ୍ ସଂକ୍ରମଣ, ଚିହ୍ନଟ ହେଲେ ୨ ନୂଆ ଆକ୍ରାନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ବଢ଼ୁଛି କୋଭିଡ୍ ସଂକ୍ରମଣ। ମଙ୍ଗଳବାର ରାଜ୍ୟରେ ଆଉ ଦୁଇ ଜଣ ନୂଆ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ଏନେଇ...
‘ତୋଷାଳି’ ଜାତୀୟ ହସ୍ତଶିଳ୍ପ ମେଳା ଉଦଯାପିତ – ୩୦ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ ଆକଳନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଭୁବନେଶ୍ୱର ଜନତା ମଇଦାନରେ ଚାଲିଥିବା ୧୮ତମ ‘ତୋଷାଳି’ ଜାତୀୟ ହସ୍ତଶିଳ୍ପ ମେଳା ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ଡିସେମ୍ବର ୧୫ରୁ ଆରମ୍ଭ ହୋଇଥିବା ଏହି ଜାତୀୟ ସ୍ତରୀୟ ମେଳାରେ ୩୦...
ରାଉରକେଲାରୁ ସିଧାସଳଖ କୋଲକାତାକୁ ଉଡ଼ିବ ବିମାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲାରୁ କୋଲକାତାକୁ ସିଧାସଳଖ ଉଡ଼ିବ ବିମାନ। ଖୁବଶୀଘ୍ର ଏହି ସେବା ଆରମ୍ଭ ହେବାକୁ ଯାଉଛି।
ସପ୍ତାହକୁ ୩ ଦିନ ମଙ୍ଗଳବାର, ଗୁରୁବାର ଏବଂ ଶନିବାର ବିମାନ ଯାତ୍ରାର ଲାଭ ଉଠାଇପାରିବେ ଯାତ୍ରୀ। ଏଣିକି...
ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ୨୦୨୪ ଜାନୁଆରି ୧୭ ତାରିଖରେ ଲୋକାର୍ପିତ ହେବ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହି ସଭ୍ୟ ସମାରୋହରେ ଯୋଗ ଦେବା ଲାଗି ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ଦେବ ନିମନ୍ତ୍ରଣ କାର୍ଯ୍ୟକ୍ରମ।
ମଙ୍ଗଳବାର...
‘ଉଡ୍ର’ର ନିଆରା କାର୍ଯ୍ୟକ୍ରମ ‘ବଡ଼ଦିନ ବଡ଼ସ୍ୱପ୍ନ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ବଡ଼ଦିନ ଅବସରରେ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ‘ବଡ଼ଦିନ ବଡ଼ସ୍ୱପ୍ନ’ ନାମକ ଏକ ନିଆରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଜୁଏଲ୍ସ ଇଣ୍ଟରନ୍ୟାସନାଲ ଚେତନା ଇନଷ୍ଟିଚ୍ୟୁଟଠାରେ ସୋମବାର ଦିନ ଏହି...
ଭିଜିଲାନ୍ସ ଜାଲରେ ଇଡକୋର ଚିଫ୍ ଜେନେରାଲ ମ୍ୟାନେଜର ସରୋଜକାନ୍ତ ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭିଜିଲାନ୍ସ ଜାଲରେ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର ସରୋଜକାନ୍ତ ମହାନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ମଙ୍ଗଳବାର ଦିନ ସରୋଜକାନ୍ତ ମହାନ୍ତିଙ୍କ ୭ଟି ଠିକଣା ଉପରେ ଚଢ଼ଉ କରିଛି ଭିଜିଲାନ୍ସ...
ଆରବ ସାଗରରେ ଆହୁରି ବ୍ୟାପକ ହେବ ସାମୁଦ୍ରିକ ସୁରକ୍ଷା, ୩ଟି ଯୁଦ୍ଧ ଜାହାଜ ମୁତୟନ କଲା ଭାରତୀୟ ନୌସେନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଇସ୍ରାଏଲ-ଗାଜା ଯୁଦ୍ଧକୁ କେନ୍ଦ୍ର କରି ଏବେ ଲୋହିତ ସାଗର ଓ ଆରବ ସାଗରରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଯୁଦ୍ଧ ଯୋଗୁଁ ଇସ୍ରାଏଲ ଓ ଆମେରିକାର ବିରୋଧ କରି ୟେମେନର ହୁଥି ବିଦ୍ରୋହୀମାନେ...
ଓଡ଼ିଶାରେ ଆଉ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ପୁଣି ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...





















