Independence Day

କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୩ ଯବାନ ସହିଦ

ଓଡ଼ିଶାଲାଇଭ୍ ବ୍ୟୁରୋ କଶ୍ମୀର ରଜୌରୀର ଥାନାମଣ୍ଡି ଅଞ୍ଚଳରେ ଗୁରୁବାର ଦିନ ଆତଙ୍କବାଦୀ ଆକ୍ରାମଣରେ ୩ ଜଣ ଯବାନ ସହିଦ ହୋଇଛନ୍ତି। ଏହି ଆକ୍ରମଣରେ ଅନ୍ୟ ୩ ଜଣ ଯବାନ ଗୁରୁତର ଆହତ ହୋଇ ଚିକିତ୍ସା...

ରାଉରକେଲାରେ ନିୟନ୍ତ୍ରଣ ହେଉନି ଝାଡ଼ାବାନ୍ତି ସ୍ଥିତି, ଡାକ୍ତରଖାନାରେ ଭର୍ତ୍ତି ହେଉଛନ୍ତି ନୂଆ ରୋଗୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ଝାଡ଼ାବାନ୍ତି ସ୍ଥିତି ନୟନ୍ତ୍ରଣକୁ ଆସୁନାହିଁ। ଗୁରୁବାର ଦିନ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ପୁଣି ରୋଗୀ ଡାକ୍ତରଖାନାରେ ଭର୍ତ୍ତି ହେଉଥିବାବେଳେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ଦିନ ସ୍ଵାସ୍ଥ୍ୟ...

ମାଓବାଦୀଙ୍କ ସହ ମୁକାବିଲା ହେବ ଆହୁରି ବ୍ୟାପକ, ଓଡ଼ିଶା ପୋଲିସ ପାଇଁ କିଣାଯିବ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ମାଓବାଦୀଙ୍କ ସହ ମୁକାବିଲା ଲାଗି ଓଡ଼ିଶା ପୋଲିସ ପାଇଁ କିଣାଯିବ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର। ଏଥିରେ ପୋଲିସ ପାଇଁ କର୍ଣ୍ଣରସଟ୍ ବନ୍ଧୁକ ଓ ଅତ୍ୟାଧୁନିକ ଡ୍ରୋନ୍ କିଣିବାକୁ ଯୋଜନା କରାଯାଇଛି। ଭୁବନେଶ୍ୱରରେ ବୁଧବାର...

ବିବାହ ବିଚ୍ଛେଦ ପାଇଁ ଅନୁଭବଙ୍କୁ ହାଇକୋର୍ଟଙ୍କ ଅନୁମତି: ଅଲଗା ହେବେ ବର୍ଷା-ଅନୁଭବ!

ଓଡ଼ିଶାଲାଇଭ୍ ବ୍ୟୁରୋ ଅଲଗା ହେବେ ଓଲିଉଡ ସେଲିବ୍ରିଟି କପଲ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତି। ବିବାହ ବିଚ୍ଛେଦ ପାଇଁ ଅନୁଭବଙ୍କୁ ଅନୁମତି ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ପୂର୍ବରୁ କଟକ ପରିବାର ଅଦାଲତ...

ବଦଳିବ ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟା, ଲୋକସଭାରେ ବିଲ୍ ପାରିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ମୁଖ୍ୟ ନିର୍ବାଚନ କମିଶନର ତଥା ଅନ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସମ୍ବନ୍ଧିତ ବିଲ୍ ଗୁରୁବାର ଲୋକସଭାରେ ପାରିତ ହୋଇଛି। ଏହା ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କୁ...

ଭୁବନେଶ୍ୱରରେ ୧୮ତମ ଜାତୀୟ ହସ୍ତଶିଳ୍ପ ମେଳା ‘ତୋଷାଳି’: ଓଡ଼ିଶାର ଜନଜାତି କଳାକୃତି ଏବଂ ଜିଆଇ ମାନ୍ୟତା ପାଇଥିବା ବିଭିନ୍ନ...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱର ଜନତା ମଇଦାନରେ ଚାଲିଛି ୧୮ତମ ‘ତୋଷାଳି’ - ଜାତୀୟ ହସ୍ତଶିଳ୍ପ ମେଳା। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆୟୋଜିତ ଏହି ଜାତୀୟ ସ୍ତରୀୟ...

ସଂସଦ ସୁରକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ, ଏବେ ସିଆଇଏସଏଫକୁ ମିଳିବ ଦାୟିତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ସଂସଦର ସୁରକ୍ଷା ବ୍ୟବସ୍ଥାରେ ହେବାକୁ ଯାଉଛି ବଡ଼ ପରିବର୍ତ୍ତନ। ଏବେ ସଂସଦ ପରିସରର ସାମଗ୍ରିକ ସୁରକ୍ଷା ଦାୟିତ୍ଵ ‘ସେଣ୍ଟ୍ରାଲ୍‌ ଇଣ୍ଡଷ୍ଟ୍ରିଆଲ୍‌ ସିକ୍ୟୁରିଟି ଫୋର୍ସ’ (ସିଆଇଏସଏଫ୍‌) ଉପରେ ରହିବ। ସିଆଇଏସଏଫକୁ ଏହି ଦାୟିତ୍ଵ...

ଭିଜିଲାନ୍ସ ଜାଲରେ ଭୁବନେଶ୍ଵର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଗୁରୁବାର ଦିନ ଭୁବନେଶ୍ଵର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ପ୍ରଶାନ୍ତ ଗନ୍ତାୟତଙ୍କର ଭୁବନେଶ୍ଵର,...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ଆଜି ପ୍ରଥମେ ମହାପ୍ରଭୁଙ୍କୁ କରାଯିବ ନିମନ୍ତ୍ରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ପ୍ରଥମେ ବଡ଼ଠାକୁରଙ୍କୁ କରାଯିବ ନିମନ୍ତ୍ରଣ। ଏଥିପାଇଁ ଗୁରୁବାର ଅପରାହ୍ଣରେ ମହାପ୍ରଭୁଙ୍କ ନିକଟରେ ନିମନ୍ତ୍ରଣ ପତ୍ର ଅର୍ପଣ କରାଯିବ। ଏହାପରେ ଅନ୍ୟ ଧାର୍ମିକ ଅନୁଷ୍ଠାନ...

ଓଡ଼ିଶାକୁ ଥରଉଛି ଶୀତ, ଜି. ଉଦୟଗିରିରେ ରାତି ତାପମାତ୍ରା ୪ ଡିଗ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ତଳମୁହାଁ ହୋଇଛି ପାରଦ। ଚଳିତ ଋତୁରେ ପ୍ରଥମ ଥର ପାଇଁ ଟ୍ଵିନସିଟିରେ ପାରଦ ୧୨ ଡିଗ୍ରୀ ଛୁଇଁଛି। ଆହୁରି ଦୁଇଦିନ...