ଆଜି ମାଣବସା ଶେଷ ଗୁରୁବାର, ଉତ୍ସବମୁଖର ସାରା ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ମାଣବସା ଶେଷ ଗୁରୁବାର। ଉତ୍ସବମୁଖର ହୋଇଛି ଓଡ଼ିଶାର ଗାଁରୁ ସହର। ଆଜିର ଦିନରେ ଘରେ ଘରେ ଧାନ ମେଣ୍ଟା ବା ‘ଧାନବେଣୀ’କୁ ସୁସଜ୍ଜିତ କରି ଧନଧାନ୍ୟର ଦେବୀ ମା’ ଲକ୍ଷ୍ମୀଙ୍କୁ...
ଚିନ୍ତା ବଢ଼ାଉଛି କୋଭିଡ୍: ଗତ ୨୪ ଘଣ୍ଟା ସାରା ଭାରତରେ ୩୫୮ ନୂଆ ଆକ୍ରାନ୍ତ, ୬ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ପୁଣି ଚିନ୍ତା ବଢ଼ାଉଛି କୋଭିଡ୍-୧୯। ସାରା ଦେଶରେ ଏବେ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୩୫୮ ଜଣ ନୂଆ କୋଭିଡ୍ ଆକ୍ରାନ୍ତ ଚିହ୍ନଟ...
ଆଇପିସି ଓ ସିଆରପିସି ବିଲରେ ସଂଶୋଧନ: ଭିଡ଼ ହିଂସା ପାଇଁ ମୃତ୍ୟୁଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
“ବ୍ରିଟିଶ ଶାସନ ଅମଳରୁ ପ୍ରଚଳିତ ଭାରତୀୟ ଅପରାଧୀକ ଆଇନରେ ପରିବର୍ତ୍ତନ ହୋଇଛି। ନୂଆ ଆଇନରେ ମବ୍ ଲିଞ୍ଚିଂ ବା ଭିଡ଼ ହିଂସା ସୃଷ୍ଟିକାରୀଙ୍କୁ ମୃତ୍ୟୁ ଦଣ୍ଡ ଦେବାର ବ୍ୟବସ୍ଥା ରହିଛି। ଏହା...
ରାଉରକେଲାରେ ଝାଡ଼ାବାନ୍ତି ସ୍ଥିତି ସୁଧୁରୁଛି – ଶାଳିନୀ ପଣ୍ଡିତ
ଓଡ଼ିଶାଲାଇଭ୍ ବ୍ୟୁରୋ
“ରାଉରକେଲାରେ ଝାଡ଼ାବାନ୍ତି ସ୍ଥିତି ସୁଧୁରୁଛି। ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଥିବା ନୂଆ ରୋଗୀଙ୍କ ଅବସ୍ଥା ପୂର୍ବପରି ଆଉ ଗୁରୁତର ହେଉନାହିଁ। ଚିକିତ୍ସିତ ହେଉଥିବା ଆକ୍ରାନ୍ତ ଶୀଘ୍ର ଭଲ ହୋଇ ଘରକୁ ଫେରୁଛନ୍ତି। ଆସନ୍ତା...
ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୩: ବ୍ୟାଡମିଣ୍ଟନ ତାରକା ସାତ୍ତ୍ଵିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀଙ୍କୁ ମିଳିବ ଖେଳରତ୍ନ...
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ବର୍ଷ ୨୦୨୩ ପାଇଁ ଘୋଷଣା କରାଯାଇଛି ଜାତୀୟ କ୍ରୀଡ଼ା ପୁରସ୍କାର। ଏଥିରେ ବ୍ୟାଡମିଣ୍ଟନ ତାରକା ସାତ୍ତ୍ଵିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ...
କେନ୍ଦ୍ରାପଡ଼ା କେରେଡ଼ାଗଡ଼ର ବିକାଶ ପାଇଁ ୨୦ ଲକ୍ଷ ଟଙ୍କା ମଞ୍ଜୁର କଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ରାପଡ଼ା ଜିଲ୍ଲା କେରେଡ଼ାଗଡ଼ର ବିକାଶ ପାଇଁ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର। ଏହି ଅର୍ଥ କେରେଡ଼ାଗଡ଼ ପ୍ରାଥମିକ ବିଦ୍ୟାଳୟର ଉନ୍ନତି ଏବଂ କେରାଡ଼ାଗଡ଼ ଗ୍ରାମ ପଞ୍ଚାୟତ ପୋଖରୀର...
ପୁଣି କୋଭିଡ ଡର: ଆତଙ୍କିତ ନହୋଇ ସତର୍କ ରହିବାକୁ କେନ୍ଦ୍ରର ପରାମର୍ଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ଥରେ କୋଭିଡକୁ ନେଇ ଚିନ୍ତା ବଢ଼ିଛି। ଦେଶରେ ଦିନକୁ ଦିନ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଲୋକଙ୍କ ମନରେ ଛନକା ପଶିଛି। କୋଭିଡର ନୂଆ ଭାରିଏଣ୍ଟ ଜେଏନ-୧ ଭାରତରେ ଚିହ୍ନଟ...
ରାଉରକେଲାରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ୍ତ, ଆଜି ସ୍ଥିତି ଅନୁଧ୍ୟାନ କରିବେ ବରିଷ୍ଠ ପ୍ରଶାସନିକ ଅଧିକାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲାରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ ହେବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୦୦ରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ...
ଶୀତରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ୧୩ ସହର
ଓଡ଼ିଶାଲାଇଭ୍ ବ୍ୟୁରୋ
ସାରା ଓଡ଼ିଶାରେ ବଢ଼ୁଛି ଶୀତ। ଅଧିକାଂଶ ଅଞ୍ଚଳରେ ପ୍ରବଳ ଥଣ୍ଡାରେ ଥରୁଛନ୍ତି ରାଜ୍ୟବାସୀ। ମଙ୍ଗଳବାର ରାତିରେ ଓଡ଼ିଶାର ୧୩ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ୫ ଡିଗ୍ରୀ ସହ...
୨୦୨୪ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲଢ଼ିପାରିବେନି ଡୋନାଲ୍ଡ ଟ୍ରମ୍ପ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଆମେରିକାରେ ୨୦୨୪ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଲାଗିଛି ବଡ଼ ଝଟକା। ସେ ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ଵନ୍ଦ୍ଵିତା କରିବା ଲାଗି ଅଯୋଗ୍ୟ ଘୋଷିତ ହୋଇଛନ୍ତି। ତାଙ୍କ...





















