Independence Day

ଆଜି ନୂଆଦିଲ୍ଲୀରେ ଇଣ୍ଡିଆ ମେଣ୍ଟର ଚତୁର୍ଥ ବୈଠକ, ୨୦୨୪ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତ ହେବ ରଣନୀତି!

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀରେ ମଙ୍ଗଳବାର ହେବାକୁ ଯାଉଛି ଇଣ୍ଡିଆ ମେଣ୍ଟର ଚତୁର୍ଥ ବୈଠକ। ଦୀର୍ଘ ସାଢ଼େ ୩ ମାସ ପରେ ଏକାଠି ହେଉଛନ୍ତି ବିରୋଧୀ ଦଳର ପ୍ରମୁଖ ନେତା। ୨୦୨୪ ସାଧାରଣ ନିର୍ବାଚନ ପାଇଁ...

ରାଉରକେଲାରେ ଥମୁନି ଝାଡ଼ାବାନ୍ତି, ମୃତକଙ୍କ ସଂଖ୍ୟା ୯କୁ ବଢ଼ିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲାରେ ବ୍ୟାପିଥିବା ଝାଡ଼ାବାନ୍ତି ଥମିବାର ନାଁ ଧରୁନି। ସୋମବାର ଏଥିରେ ଆକ୍ରାନ୍ତ ହୋଇ ପୁଣି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଗତ ୪ ଦିନ ମଧ୍ୟରେ ମୃତକଙ୍କ ସଂଖ୍ୟା ୯ରେ ପହଞ୍ଚିଲାଣି।...

ରେଳବାଇର ପଶ୍ଚିମ କେନ୍ଦ୍ରୀୟ ଜୋନରେ ୩୦୧୫ଟି ଆପ୍ରେଣ୍ଟିସ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ଜାନୁଆରି ୧୪

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ରେଳବାଇର ପଶ୍ଚିମ କେନ୍ଦ୍ରୀୟ ଜୋନରେ (ଡବ୍ଲୁସିଆର) ଅନେକ ଆପ୍ରେଣ୍ଟିସ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ପଶ୍ଚିମ କେନ୍ଦ୍ରୀୟ ଜୋନରେ ରେଲୱେ ଆପ୍ରେଣ୍ଟିସ ଅଧୀନରେ ଖାଲିଥିବା ୩,୦୧୫ଟି ପଦବୀ...

ପୁଣି ଚିନ୍ତା ବଢ଼ାଇଲାଣି କୋଭିଡ, ସତର୍କ ରହିବାକୁ କେନ୍ଦ୍ରର ପରାମର୍ଶ  

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି କୋଭିଡକୁ ନେଇ ଚିନ୍ତା ଆରମ୍ଭ ହୋଇଛି। ସୋମବାର ଦିନ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ଅନୁସାରେ ଦେଶରେ ୩୩୫ ଜଣଙ୍କଠାରେ କୋଭିଡର ନୂଆ ଭାରିଏଣ୍ଟ ଚିହ୍ନଟ...

ଡିସେମ୍ବର ୨୨ରେ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେବ ଶୁଭସ୍ତମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତା ୨୦୨୪ ମସିହା ଜାନୁଆରି ୧୫ ତାରିଖରୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଏଥିଲାଗି ଡିସେମ୍ବର ୨୨ ତାରିଖରେ ସ୍ଥାପନ ହେବ ଶୁଭମ୍ତମ୍ଭ। ବରଗଡ଼ର ହାଟପଦାସ୍ଥିତ ଧନୁଯାତ୍ରା ସଞ୍ଚାର ମଣ୍ଡଳୀ...

ଓମ୍ବାଡସି ସହାୟତାରେ ସୁନ୍ଦରଗଡ଼ ଜିଲ୍ଲାରେ ଛାତ୍ରଛାତ୍ରୀଙ୍କ କ୍ୟାରିୟର ସ୍ୱପ୍ନ ପୂରଣ ପାଇଁ ସ୍କୁଲ ଶିକ୍ଷାରେ ରୂପାନ୍ତରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ସୁନ୍ଦରଗଡ଼ ଜିଲ୍ଲାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ ସରକାରୀ ହାଇସ୍କୁଲର ରୂପରେଖ ବଦଳୁଛି। (ସୁନ୍ଦରଗଡ଼): ସ୍କୁଲ ସ୍ତରରୁ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର କ୍ୟାରିୟର ସ୍ୱପ୍ନକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ...

ସଂସଦ ସୁରକ୍ଷା ଭଙ୍ଗକୁ ନେଇ ଲୋକସଭାରେ ହଙ୍ଗମା, ଶୀତକାଳୀନ ଅଧିବେଶନରୁ ୩୩ ବିରୋଧୀ ସାଂସଦ ନିଲମ୍ବିତ

ଓଡ଼ିଶାଲାଇଭ୍ ବ୍ୟୁରୋ ସଂସଦର ସୁରକ୍ଷା ଭଙ୍ଗ ଘଟଣାକୁ ନେଇ ଏବେ ଦେଶରେ ରାଜନୀତି ସରଗରମ ରହିଛି। ଏହି ମାମଲାରେ ସୋମବାର ଲୋକସଭାରେ ବିରୋଧୀ ସାଂସଦମାନେ ପ୍ରବଳ ହଙ୍ଗମା କରିଛନ୍ତି। ଏହି ହଟ୍ଟଗୋଳରେ ଲୋକସଭାରେ ଗୃହକାର୍ଯ୍ୟ...

ଫୁଲବାଣୀ: ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲଦଣ୍ଡ

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): ଗୋଟିଏ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଦୋଷୀକୁ ୨୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି ଫୁଲବାଣୀ ଫାଷ୍ଟ ଟ୍ରାକ କୋର୍ଟ ତଥା ପୋକ୍ସୋ କୋର୍ଟ। ଏହା...

ପୁଣି ଚର୍ଚ୍ଚାରେ ଦାଉଦ ଇବ୍ରାହିମ, କରାଚୀରେ ବିଷ ଦିଆଯାଇଥିବା ଖବର ହେଉଛି ଭାଇରାଲ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ମୋଷ୍ଟ ୱାଣ୍ଟେଡ଼ ଡନ୍ ଦାଉଦ ଇବ୍ରାହିମକୁ ନେଇ ଏବେ ପୁଣି ଚର୍ଚ୍ଚା ଜୋର୍ ଧରିଛି। ଦାଉଦକୁ ବିଷ ଦିଆଯାଇଥିବା ଖବର ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବିଷକ୍ରିୟା ଯୋଗୁଁ...

ଟ୍ରାନ୍ସଫର୍ମର ଚୋର ଗ୍ୟାଙ୍ଗର ୪ ଅଭିଯୁକ୍ତଙ୍କୁ ଗିରଫ କଲା ବୌଦ୍ଧ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ଟ୍ରାନ୍ସଫର୍ମର ଚୋରି କରୁଥିବା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ବୌଦ୍ଧ ଜିଲ୍ଲା ପୁରୁଣାକଟକ ପୋଲିସ। ଏହି ଗ୍ୟାଙ୍ଗରେ ସାମିଲ ଥିବା ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ...