Independence Day

ବିଜୟ ଦିବସ: ଆଜିର ଦିନରେ ଭାରତ ଆଗରେ ଧରାଶାୟୀ ହୋଇଥିଲା ପାକିସ୍ତାନ

ଓଡ଼ିଶାଲାଇଭ୍ ବ୍ୟୁରୋ ୧୯୭୧ ମସିହାରେ ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଘମାଘୋଟ ଯୁଦ୍ଧରେ ଡିସେମ୍ଵର ୧୬  ତାରିଖ ଦିନ ଧରାଶାୟୀ ହୋଇଥିଲା ପାକସ୍ତାନ, ବଡ଼ ବିଜୟ ହାସଲ କରିଥିଲା ଭାରତ। ୧୬ ଡିସେମ୍ଵର, ଭାରତୀୟ ଇତିହାସ ପୃଷ୍ଠାରେ ଏକ ସ୍ଵର୍ଣ୍ଣିମ ଦିନ। ଏହି ଦିନ ପାକିସ୍ତାନଠାରୁ...

ବୌଦ୍ଧ ଡିଷ୍ଟିଲାରି ସହ ସମ୍ପୃକ୍ତି ଅଭିଯୋଗରେ ଶକ୍ତି ମଲ୍ଟିଏୟାର ଆଣ୍ଡ ଲିମୋନେଡ କମ୍ପାନିରେ ଆୟକର ଚଢ଼ଉ

ଓଡ଼ିଶାଲାଇଭ୍ ବ୍ୟୁରୋ ମଦ ବ୍ୟବସାୟୀଙ୍କ କଳା ସଂମ୍ରାଜ୍ୟକୁ ନେଇ ଚାଲିଛି ଖୋଳତାଡ଼। ବୌଦ୍ଧ ଡିଷ୍ଟିଲାରି ପ୍ରାଇଭେଟ ଲିମିଟେଡ ସହ ସମ୍ପୃକ୍ତି ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ରାୟନୃସିଂହପୁର ପଞ୍ଚାୟତ ମାଛିଆ ଗାଁରେ ଚାଲିଛି...

ପୁରୀ ଜିଲ୍ଲାରେ ନିର୍ମାଣ ହେବ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ, ଖର୍ଚ୍ଚ ହେବ ୧୪ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଜିଲ୍ଲାର ୪ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ନିର୍ମାଣ ହେବ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ। ଏହି ୭ଟି ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ମୋଟ ୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଶନିବାର...

ଓଡ଼ିଶାରେ ବଢ଼ୁଛି ଶୀତ ପ୍ରକୋପ, ୧୦ ଡିଗ୍ରୀ ତଳେ ୬ ସହର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ପାରଦ ଖସିବା ସହ ଶୀତ ବଢ଼ିବାରେ ଲାଗିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା କମିଛି। ଶୁକ୍ରବାର ରାତିରେ ଓଡ଼ିଶାର ୬ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା।...

ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପବିତ୍ର ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ଏହା ମକର ସଂକ୍ରାନ୍ତି ଯାଏଁ ଚାଲିବ। ଏହାସହ ଆଜି ମହାପ୍ରଭୁଙ୍କ ପାଖରେ ଧନୁ ମୁଆଁ ମଧ୍ୟ...

ରାୟଗଡ଼ା ସହରରେ କଲେଜ ଛାତ୍ରଙ୍କୁ ହତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ସହରରେ ଜଣେ କଲେଜ ଛାତ୍ରଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି। ମୃତକ ହେଉଛନ୍ତି ରାୟଗଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ...

ମାଓବାଦୀ ଦମନ ଅଭିଯାନ: ବୌଦ୍ଧ ଓ କନ୍ଧମାଳରେ ଜୋରଦାର ଚାଲିଛି ସର୍ଚ୍ଚ ଅପରେସନ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଶଗଡ଼ା ଅଞ୍ଚଳର ନଳୀକୁପା ଗାଁ ନିକଟ ସୁବର୍ଣ୍ଣଗିରି ଓ ପେନାଜୋର ଜଙ୍ଗଲରେ ଗୁରୁବାର ଦିନ ଏସଓଜି ଯବାନ ଏବଂ ମାଓବାଦୀଙ୍କ...

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ୨୭ଟି ପ୍ରସ୍ତାବ ଗୃହୀତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଗୁରୁବାର ଦିନ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ଵରସ୍ଥିତ ଶଙ୍ଖ ଭବନଠାରେ ଅନୁଷ୍ଠିତ ବୈଠକରେ...

ରାଜ୍ୟରେ ଆଇପିଏସ୍ ସ୍ତରରେ ଅଦଳବଦଳ, ବି. ରାଧିକା ହେଲେ ପୋଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଆଇପିଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇପିଏସ୍ ଅଧିକାରୀ ବି. ରାଧିକାଙ୍କୁ ମିଳିଛି ନୂଆ ଦାୟିତ୍ଵ। ସେ ଏବେ ରାଜ୍ୟ ପୋଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷା ହୋଇଛନ୍ତି।...

ରାୟଗଡ଼ାର କାଶୀପୁର ଅଞ୍ଚଳରେ ମାଓ ପୋଷ୍ଟର, ଜିଲ୍ଲାରେ ଖଣି ଖନନ ଓ କମ୍ପାନିକୁ ମାଓବାଦୀଙ୍କ ବିରୋଧ

ଓଡ଼ିଶାଲାଇଭ୍ ବ୍ୟୁରୋ (ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ଜିଲ୍ଲାର କାଶୀପୁର ବ୍ଲକ ଅନ୍ତର୍ଗତ ମାଣ୍ଡିବିଷି ଗାଁରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି। ଏଥିରେ ଜିଲ୍ଲାରେ ଖଣି ଖନନ ଓ ବଡ଼ ବଡ଼ କମ୍ପାନିକୁ...