ଆଉ ୫ ବର୍ଷ ବଢ଼ିଲା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବଢ଼ାଇଛନ୍ତି ରାଜ୍ୟ ସରକାର। ଏହି ଯୋଜାନା ବୃଦ୍ଧି ହେବା ଦ୍ୱାରା ଆସନ୍ତା ୨୦୨୮ ମସିହା ପର୍ଯ୍ୟନ୍ତ ପୂର୍ବପରି ୫ କିଲୋଗ୍ରାମ...
ଟିମ୍ ଇଣ୍ଡିଆରେ ଆଉ ଦେଖିବାକୁ ମିଳିବନି ଜର୍ସି ନମ୍ବର ୭, ଧୋନୀଙ୍କ ପୋଷାକକୁ ଅବସର ଦେଲା ବିସିସିଆଇ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ କ୍ରିକେଟ ଦଳରେ ଆଉ ଦେଖିବାକୁ ମିଳିବନି ଜର୍ସି ନମ୍ବର ୭। ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ଏହି ଜର୍ସିକୁ ପିନ୍ଧୁଥିଲେ। ଏବେ ଏହାକୁ ଅବସର ଦେବାପାଇଁ...
‘ଭୋଳାରାମର ଆତ୍ମା’: ବ୍ୟଙ୍ଗର ଦର୍ପଣରେ ସମାଜର ଚିତ୍ର
ପ୍ରଦୀପ୍ତ କୁମାର ଶ୍ରୀଚନ୍ଦନ
ହରିଶଙ୍କର ପରସାଇ ଥିଲେ ବାମପନ୍ଥୀ ଚିନ୍ତାଧାରାର ବ୍ୟକ୍ତି। ସେଇଥିପାଇଁ ସମାଜର ଥିଲାବାଲା ଆଉ ନଥିଲାବାଲାଙ୍କ କଥା ତାଙ୍କର ଚିନ୍ତନର ଅନ୍ୟତମ ବିଭବ ଥିଲା।
‘ଭୋଳାରାମର ଆତ୍ମା’ ସଂକଳନଟିରେ ହରିଶଙ୍କର ପରସାଇଙ୍କର...
ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା, ସିଏଚଏସଇ ପକ୍ଷରୁ ଜାରି ହେଲା କାର୍ଯ୍ୟସୂଚୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ୨୦୨୪ ମସିହାରେ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ଫେବ୍ରୁଆରି ୧୬ ତାରିଖରୁ ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିବ। ଯୁକ୍ତ ୨ କଳା, ବିଜ୍ଞାନ,...
ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନଲାଲ ଶର୍ମା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭଜନଲାଲ ଶର୍ମା। ଶୁକ୍ରବାର ରାଜସ୍ଥାନର ରାଜ୍ୟପାଳ କଲରାଜ ମିଶ୍ର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହାସହିତ ବିଜେପି ନେତା...
ଝାରସୁଗୁଡ଼ା ଓ ଗଞ୍ଜାମ ଜିଲ୍ଲାରେ ବିସ୍ଥାପିତ ପରିବାରଙ୍କୁ ଜମିପଟ୍ଟା ଦେଲେ ରାଜ୍ୟ ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିସ୍ଥାପିତ ଲୋକମାନଙ୍କୁ ଜମିପଟ୍ଟା ଦେଇଛନ୍ତି ରାଜ୍ୟ ସରକାର। ଏଥିରେ ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ଓ ଗଞ୍ଜାମ ଜିଲ୍ଲାର ସୋରଡ଼ା ତହସିଲର ଅନେକ ବିସ୍ଥାପିତ ପରିବାର ଜମି ପାଇଛନ୍ତି।...
ଗିରଫ ହେଲେ ନୟାଗଡ଼ ସବ୍ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
(ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲା ସବ୍ ରେଜିଷ୍ଟ୍ରାର ଶାଶ୍ୱତ ପଟ୍ଟନାୟକଙ୍କୁ ଗୁରୁବାର ଦିନ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ...
କନ୍ଧମାଳରେ ଦୁଇ ମାଓବାଦୀଙ୍କ ଆତ୍ମସମର୍ପଣ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କେକେବିଏନ ସଂଗଠନର ଦୁଇ ମାଓବାଦୀ ରଞ୍ଜିତ ନାୟିତମ ଓ ଉଙ୍ଗା ପୋୟମ ଗୁରୁବାର ଦିନ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏ ସମ୍ପର୍କରେ ସୂଚନା...
ସେଞ୍ଚୁରିଅନରେ ଇସ୍କନ ପକ୍ଷରୁ ‘ପାସୱାର୍ଡ ଫର୍ ହାପିନେସ’ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ସହର ଉପଖଣ୍ଡ ପିତାମହଲସ୍ଥିତ ସେଞ୍ଚୁରିଅନ ବିଶ୍ୱ ବିଦ୍ୟାଳୟ ପରିସରରେ ଇସ୍କନ ପକ୍ଷରୁ ପାସୱାର୍ଡ ଫର୍ ହାପିନେସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରରୁ ଆସିଥିବା ଇସ୍କନ...
ସଂସଦ ସୁରକ୍ଷା ଭଙ୍ଗ ପ୍ରସଙ୍ଗ: ଉଭୟ ଗୃହରେ ହଟ୍ଟଗୋଳ, ଶୀତକାଳୀନ ଅଧିବେଶନରୁ ୧୫ ବିରୋଧୀ ସାଂସଦ ନିଲମ୍ବିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ସଂସଦର ସୁରକ୍ଷା ଭଙ୍ଗ ଘଟଣାକୁ ନେଇ ଗୁରୁବାର ଉଭୟ ଗୃହରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଏହି ହଙ୍ଗାମା ତଥା ନାରାବାଜିରେ ଗୃହ କାର୍ଯ୍ୟ ବ୍ୟାହତ ହେବା ଅଭିଯୋଗରେ ୧୫...





















