ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି କୋଟିପତି କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଗୁରୁବାର ଦିନ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ...
ଓଡ଼ିଶା ଉପରୁ ଟଳିଲା ବିପଦ, ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ମୁହାଁ ହେବ ବାତ୍ୟା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଉପରୁ ଟଳିଛି ବାତ୍ୟା ବିପଦ। ବଙ୍ଗୋପସାଗରରେ ଆସୁଥିବା ବାତ୍ୟା ଏବେ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ମୁହାଁ ହେବ। ଡିସେମ୍ବର ୪ ତାରିଖରେ ଏହା ଉପକୂଳ ଛୁଇଁବାର ସମ୍ଭାବନା ରହିଛି।...
ଦେଶର ପ୍ରଥମ ଏଡିସି ହେଲେ ଓଡ଼ିଶା ଝିଅ ମନୀଷା ପାଢ଼ୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ଝିଅ ବାୟୁସେନା ଅଧିକାରୀ ମନୀଷା ପାଢ଼ୀ ହେଲେ ଦେଶର ପ୍ରଥମ ଏଡ୍ ଡି କ୍ୟାମ୍ପ (ଏଡିସି)। ବୁଧବାର ଦିନ ରାଜଭବନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମିଜୋରାମର ରାଜ୍ୟପାଳ ଡକ୍ଟର ହରି...
ଓଡ଼ିଶାରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ଅନଲାଇନ ନିଟ୍ ଏବଂ ଜେଇଇ କୋଚିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏବେ ଓଡ଼ିଶାର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନେ ମାଗଣା ନିଟ୍ ଏବଂ ଜେଇଇ କୋଚିଂ ପାଇପାରିବେ। ଛାତ୍ରଛାତ୍ରୀଙ୍କୁ ଅନଲାଇନରେ କୋଚିଂ ଯୋଗାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।...
ଜି.ଉଦୟଗିରି ଏନଏସି ଅଧ୍ୟକ୍ଷ ଉପନିର୍ବାଚନ ଫଳାଫଳ: ବିଜେଡିର ଦେବସ୍ମିତା ଶତପଥୀ ବିଜୟୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର (ଏନଏସି) ଅଧ୍ୟକ୍ଷ ଉପନିର୍ବାଚନ ଫଳାଫଳ ଗୁରୁବାର ଘୋଷଣା ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ଦେବସ୍ମିତା ଶତପଥୀ ବଡ଼ ବ୍ୟବଧାନରେ...
ଆଜି ତେଲେଙ୍ଗାନା ବିଧାନସଭା ନିର୍ବାଚନ, ୧୧୯ଟି ଆସନ ପାଇଁ ଚାଲିଛି ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ତେଲେଙ୍ଗାନା ବିଧାନସଭା ନିର୍ବାଚନ ଲାଗି ଚାଲିଛି ମତଦାନ। ଗୁରୁବାର ସକାଳ ୭ଟାରୁ ସନ୍ଧ୍ୟା ୫ଟା ଯାଏଁ ମତଦାନ ଚାଲିବ। କିନ୍ତୁ ମାଓବାଦୀ ଅଧ୍ୟୁଷିତ ୧୩ଟି ଆସନରେ ଅପରାହ୍ଣ...
ସରିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ, ଆରମ୍ଭ ହେଲା ନାଟ ମଣ୍ଡପ ମରାମତି କାମ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ କାମ ଶେଷ ହୋଇଛି। ମଙ୍ଗଳବାର ଦିନ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ (ଏଏସଆଇ) ର ୧୫ ଜଣିଆ ଟିମ୍ ଲେଜର ସ୍କାନିଂ ଆରମ୍ଭ କରିଥିଲେ। ଏହି...
ପ୍ରତ୍ୟାହାର ହେଲା ବସ ଧର୍ମଘଟ ନିଷ୍ପତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ବସ୍ ଧର୍ମଘଟ ନିଷ୍ପତ୍ତି ପ୍ରତ୍ୟାହାର କଲା ଘରୋଇ ବସ୍ ମାଲିକ ସଂଘ। ବୁଧବାର ଦିନ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ସହ ବୈଠକ ପରେ ବସ୍ ଧର୍ମଘଟ ନିଷ୍ପତ୍ତି ପ୍ରତ୍ୟାହାର କରାଯାଇଛି।...
ଡିସେମ୍ବରରୁ ରାଜ୍ୟର ୩୧୪ ବ୍ଲକରେ ହେବ କଏନ ଓ ଚିରାଫଟା ନୋଟ୍ ବଦଳ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଡିସେମ୍ବର ମାସରୁ ଆରମ୍ଭ ହେବ କଏନ ଓ ଚିରାଫଟା ନୋଟ୍ ବଦଳି କାର୍ଯ୍ୟକ୍ରମ। ବିଭିନ୍ନ ବ୍ୟାଙ୍କ ଜରିଆରେ ରାଜ୍ୟର ୩୧୪ଟି ବ୍ଲକରେ ଏହି ବଦଳି କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି।...
ବଢ଼ିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅବଧି, ଆଉ ୫ ବର୍ଷ ମାଗଣା ଚାଉଳ ପାଇବେ ହିତାଧିକାରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଢ଼ିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧି। ଆହୁରି ୫ ବର୍ଷ ଯାଏଁ ହିତାଧିକାରୀଙ୍କୁ ମିଳିବ ମାଗଣା ଯାଉଛି। ଏନେଇ ବୁଧବାର ଦିନ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର।
ଆସନ୍ତା...





















