ଡିସେମ୍ବର ୨ରେ ବାତ୍ୟା ସମ୍ଭାବନା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତା ଡିସେମ୍ବର ୨ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଓଡ଼ିଶାର ୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି...
ବନକଲାଗି ନୀତି: ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବଡ଼ ଠାକୁରଙ୍କ ବନକଲାଗି ନୀତି। ଏହି ଗୁପ୍ତ ନୀତି ପାଇଁ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ।...
୧୭ ଦିନ ପରେ ନୂଆ ଜୀବନ ପାଇଲେ ଉତ୍ତରକାଶୀ ସୁଡ଼ଙ୍ଗରେ ଫସିଥିବା ୪୧ ଶ୍ରମିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ସତର ଦିନର ସଂଘର୍ଷ ପରେ ନୂଆ ଜୀବନ ପାଇଲେ ୪୧ ଜଣ ଶ୍ରମିକ। ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ିବା ଯୋଗୁଁ ସୁଡ଼ଙ୍ଗ ଭିତରେ ଫସି ରହିଥିବା ୪୧ ଜଣ...
ଉତ୍ତରାଖଣ୍ଡ: ସୁଡ଼ଙ୍ଗରୁ ୪୧ ଶ୍ରମିକଙ୍କ ବାହାରିବା ପାଇଁ ସରିଲା ଖନନ କାମ, ଶେଷ ପର୍ଯ୍ୟାୟରେ ଉଦ୍ଧାର ଅଭିଯାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ସୁଡ଼ଙ୍ଗରେ ଫସି ରହିଥିବା ୪୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଚାଲିଥିବା ଖନନ କାର୍ଯ୍ୟ ଶେଷ ହୋଇଛି। ସୁଡ଼ଙ୍ଗ ଭୁଶୁଡ଼ିବା ଘଟଣାର ୧୬ ଦିନପରେ ମଙ୍ଗଳବାର...
ନଭେମ୍ବର ୩୦ରେ ଅବପାତର ରୂପ ନେବ ଲଘୁଚାପ, ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା!
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରର ଆଣ୍ଡାମାନ ନିକୋବର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅଧିକ ଘନୀଭୂତ ହେଉଛି। ଏହା ନଭେମ୍ବର ୩୦ ତାରିଖ ବେଳକୁ ଅବପାତରେ ପରିଣତ ହେବ। ପରେ ଉତ୍ତରପଶ୍ଚିମ ଆଡ଼କୁ ଯାଇ...
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଆରମ୍ଭ ହେଲା ଲେଜର ସ୍କାନିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ ଆରମ୍ଭ ହୋଇଛି। ମଙ୍ଗଳବାର ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗର (ଏଏସଆଇ) ୧୫ ଜଣିଆ ଟିମ୍ ଲେଜର ସ୍କାନିଂ ଆରମ୍ଭ କରିଛନ୍ତି। ଏଥିରେ ଆର୍ଟିଷ୍ଟିକ, ସର୍ଭେଲାନ୍ସ, ଫଟୋଗ୍ରାଫି...
ଡିସେମ୍ବର ପହିଲାରୁ ମୋବାଇଲ୍ ସିମ୍ ବିକ୍ରି ପାଇଁ ନୂଆ ନିୟମ, କେବଳ ପଞ୍ଜୀକୃତ ବିକ୍ରେତାଙ୍କୁ ମିଳିବ ଅନୁମତି
ଭାସ୍କର ପରିଚ୍ଛା
ଭାରତରେ ସିମ୍ କାର୍ଡ ବିକ୍ରି ନିୟମ କଡ଼ାକଡ଼ି
ଡିସେମ୍ବର ୧ରୁ କେବଳ ପଞ୍ଜୀକୃତ ବିକ୍ରେତା ହିଁ ବିକିପାରିବେ ସିମ୍
ନିୟମ ଉଲଂଘନ ହେଲେ ଟେଲିକମ କମ୍ପାନିକୁ ୧୦ ଲକ୍ଷ ଟଙ୍କାର ଜୋରିମାନା
ଭାରତରେ ଡିସେମ୍ବର ପହିଲାରୁ...
ସରିଲା କାର୍ତ୍ତିକ ମାସ, ଆଜି ଛାଡ଼ଖାଇରେ ଲୋକେ ଆମିଷ ବଜାର ମୁହାଁ
ଓଡ଼ିଶାଲାଇଭ୍ ବ୍ୟୁରୋ
ସରିଛି କାର୍ତ୍ତିକ ମାସ। ଆଜି ହେଉଛି ଛାଡ଼ଖାଇ। ଯେଉଁମାନେ କାର୍ତ୍ତିକ ମାସକ ଯାକ ଆମିଷ ନ ଖାଇ ରହିଥିଲେ, ସେମାନେ ଆଜି ମାଛ, ମାଂସ ଦୋକାନ ମୁହାଁ ହୋଇଛନ୍ତି। ସମସ୍ତେ ନିଜ ମନ ମୁତାବକ...
ନୂଆଦିଲ୍ଲୀ: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ‘ଓଡ଼ିଶା ପାଭିଲିୟନ’କୁ ସ୍ଵର୍ଣ୍ଣ ପଦକ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୩’ରେ ‘ଓଡ଼ିଶା ପାଭିଲିୟିନକୁ ମିଳିଛି ସ୍ଵର୍ଣ୍ଣ ପଦକ। ଏହି ବିଶାଳ ମେଳାରେ ଅଂଶଗ୍ରହଣ କରିଥିବା ରାଜ୍ୟ ଏବଂ କେନ୍ଦ୍ର ଶାସିତ...
ଉତ୍ତରାଖଣ୍ଡ: ୧୫ ଦିନରୁ ସୁଡ଼ଙ୍ଗରେ ଫସି ରହିଛନ୍ତି ୪୧ ଶ୍ରମିକ, ଉଦ୍ଧାର ଅଭିଯାନରେ ହେଉଛି ବିଳମ୍ବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ିବା ଘଟଣାକୁ ୧୫ ଦିନ ବିତିଛି। ଏବେ ବି ସୁଡ଼ଙ୍ଗ ଭିତରେ ଫସି ରହିଛନ୍ତି ୪୧ ଶ୍ରମିକ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଯୁଦ୍ଧକାଳୀନ...




















