ନୂଆଦିଲ୍ଲୀର ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପ୍ରସ୍ତୁତ ‘ଖଜୁରୀ ଗୁଡ଼’ର ଚାହିଦା
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର/ନୂଆଦିଲ୍ଲୀ): ତାଳ ଓ ଖଜୁରୀରୁ ପ୍ରସ୍ତୁତ ଗୁଡ଼ ହେଉଛି ଏକ ପାରମ୍ପରିକ ଖାଦ୍ୟ। ଏହା ସ୍ୱାସ୍ଥ୍ୟ ପାଇଁ ଉପକାରୀ ହୋଇଥିବାରୁ ବର୍ତ୍ତମାନ ସମୟରେ ଏହାର ଭଲ ଚାହିଦା ରହିଛି। ତେଣୁ ଏହି...
ରେଭେନ୍ସା ବିଶ୍ଵବିଦ୍ୟାଳୟକୁ ଏ++ ମାନ୍ୟତା
ଓଡ଼ିଶାଲାଇଭ୍ ବ୍ୟୁରୋ
ରେଭେନ୍ସା ବିଶ୍ଵବିଦ୍ୟାଳୟକୁ ମିଳିଛି ଏ++ ମାନ୍ୟତା। ନାକ ଟିମ୍ର ପରିଦର୍ଶନ ପରେ ପ୍ରଥମ ଥର ଲାଗି ରେଭେନ୍ସାକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି।
ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରେଡିଟେସନ କାଉନସିଲ (ନାକ୍) ରାଙ୍କରେଭେନ୍ସା...
ମାଲକାନଗିରି ହନ୍ତାଳଗୁଡ଼ା ଘାଟି ଦୁର୍ଘଟଣା: ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି...
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସ୍ଵାଭିମାନ ଅଞ୍ଚଳର ହନ୍ତାଳଗୁଡ଼ା ଘାଟିରେ ଶନିବାର ଦିନ ଏକ ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ପଡ଼ିବାରୁ ୫ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିବାର ଲାଗି ୩ ଲକ୍ଷ...
‘ତେଜସ୍’ରେ ଉଡ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଯୁଦ୍ଧ ବିମାନ ‘ତେଜସ୍’ରେ ଉଡ଼ିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବେଙ୍ଗାଳୁରୁ ହାଲ ବିମାନବନ୍ଦରରୁ ଶନିବାର ଦିନ ‘ତେଜସ’ରେ ଉଡ଼ାଣ ଭରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋସିଆଲ ମିଡିଆରେ ଫଟୋ ଅପଲୋଡ କରି...
ରାୟଗଡ଼ାରେ ଗଡ଼ିଲା ଲକ୍ଷ୍ମୀ ବସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ରାୟଗଡ଼ା ଜିଲ୍ଲାରେ ଶନିବାର ଦିନ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, “ଲକ୍ଷ୍ମୀ ଯୋଜନା ଯାତାୟତ ବ୍ୟବସ୍ଥାରେ ରୂପାନ୍ତର ଆଣିବ।...
ମାଲକାନଗିରି ହନ୍ତାଳଗୁଡ଼ା ଘାଟିରେ ଟିପ୍ପର ଓଲଟି ୫ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ସ୍ଵାଭିମାନ ଅଞ୍ଚଳର ହନ୍ତାଳଗୁଡ଼ା ଘାଟିରେ ଶନିବାର ଦିନ ଏକ ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ପଡ଼ିବାରୁ ୫ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଆଉ ୭...
ଡାଏବେଟିସ୍ ବଢ଼ିବାର କାରଣ କ’ଣ?
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
https://youtu.be/-GeZ2GHhgUI?si=XjrRay_wcI2m_TQN
ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁଁ ଏବେ ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଉଛି। ଏଥିମଧ୍ୟରୁ ସବୁଠାରୁ ବଡ଼ ସମସ୍ୟା ପାଲଟିଛି ଡାଏବେଟିସ୍। ଏବେ ଘରେ ଘରେ କାହାକୁ ନା...
ମାତ୍ର ୪ ଦିନରେ ସରିଗଲା ବିଧାନସଭା ଶୀତ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାତ୍ର ୪ ଦିନରେ ସରିଗଲା ବିଧାନସଭା ଶୀତ ଅଧିବେଶନ। ନଭେମ୍ବର ୨୧ରୁ ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଥିଲା। କିନ୍ତୁ ୨୬ଟି କାର୍ଯ୍ୟ ଦିବସ ଥାଇ...
ନବରଙ୍ଗପୁର ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶୁକ୍ରବାର ଦିନ ନବରଙ୍ଗପୁର ଅବକାରୀ ଅଧୀକ୍ଷକଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ ବିଭାଗ। ଅବକାରୀ ଅଧୀକ୍ଷକ ଗଙ୍ଗା ପାଇକରାୟଙ୍କ ବାସଭବନ ସମେତ ୪ଟି...
ଧବଳେଶ୍ଵର ମନ୍ଦିରରେ ତାଲା, ସକାଳ ୮ଟାରୁ ଧାଡ଼ିରେ ଛିଡ଼ାହୋଇ ନୟାନ୍ତ ହେଲେଣି ଭକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦର୍ଶନ ବ୍ୟବସ୍ଥାକୁ ନେଇ ପ୍ରଶାସନ ଏବଂ ପୂଜକ ମୁହାଁମୁହିଁ ହେବାରୁ ଆଠଗଡ଼ସ୍ଥିତ ବାବା ଧବଳେଶ୍ଵରଙ୍କ ପୀଠରେ ତାଲା ପଡ଼ିଛି। ଫଳରେ ସକାଳୁ ମନ୍ଦିର ଆସିଥିବା ଭକ୍ତ ଠାକୁରଙ୍କ ଦର୍ଶନରୁ ବଞ୍ଚିତ ରହିଛନ୍ତି।
କାର୍ତ୍ତିକ...





















