ଓଡ଼ିଶାରେ ଜୁନ ୨୭ ଯାଏଁ ପ୍ରବଳ ବର୍ଷିବ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଜୁନ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ...
ବାରିପଦାରେ ପାଳନ ହେଲା ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୟୂରଭଞ୍ଜ ଜିଲ୍ଲା କ୍ରୀଡ଼ା ବିଭାଗ, ଜିଲ୍ଲା ପୋଲିସ ଓ ଅବକାରୀ ବିଭାଗର ମିଳିତ ସହଯୋଗରେ ବାରିପଦାସ୍ଥିତ ଷ୍ଟାଡିୟମ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି।
ଜିଲ୍ଲପାଳ ହେମକାନ୍ତ ସଏଙ୍କ ସଭାପତିତ୍ୱରେ...
ଓଡ଼ିଶାରେ ଜୁନ ୨୬ ଯାଏଁ ପ୍ରବଳ ବର୍ଷା ପାଇଁ ଚେତାବନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଜୁନ ୨୬ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪...
ବଢ଼ିଲା ଓମଫେଡ କ୍ଷୀର ମୂଲ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଢ଼ିଲା ଓମଫେଡ କ୍ଷୀରର ମୂଲ୍ୟ। ପ୍ରିମିୟମ ଓ ଟୋନ୍ଡ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ହୋଇଥିବା ବେଳେ ଗୋଲ୍ଡ କ୍ଷୀର ଲିଟର ପିଛା ୪ ଟଙ୍କା ବୃଦ୍ଧି କରାଯାଇଛି।...
ଯୋଗ ହେଉଛି ଭାରତୀୟ ସଂସ୍କୃତି ଏବଂ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ – ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
“ଯୋଗ ବିଶ୍ୱ ମାନବ ସମାଜକୁ ଭାରତର ଏକ ଅନନ୍ୟ ଉପହାର। ଯୋଗ ହେଉଛି ଶାରୀରିକ, ବୌଦ୍ଧିକ, ମାନସିକ ଏବଂ ଆଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ। ଯୋଗକୁ କେବଳ ଏକ ବ୍ୟାୟାମ କିମ୍ବା...
ବଡ଼ ଲକ୍ଷ୍ୟ ହାସଲ କରିବାକୁ ହେଲେ ଦୂରଦୃଷ୍ଟି ରହିବା ଜରୁରୀ – ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜୟ ଜଗନ୍ନାଥ କହିଲେ, ଓଡ଼ିଆରେ ଓଡ଼ିଶାବାସୀଙ୍କୁ ନମସ୍କାର ଓ ଜୁହାର କହି ନିଜ ଅଭିଭାଷଣର ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶାରେ ବିଜେପି ସରକାର ସଫଳତାର ସହ ଏକ ବର୍ଷ...
ମୟୂରଭଞ୍ଜ: ଜିଲ୍ଲା ସ୍ଵାସ୍ଥ୍ୟ ସମିତି ପକ୍ଷରୁ ପାଳନ ହେଲା ବିଶ୍ୱ ରକ୍ତ ଶିକୁଳି ସଚେତନତା ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ କିଶୋର କୁମାର ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ବିଶ୍ଵ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ ହୋଇଯାଇଛି।
ଏହି...
ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚିକିତ୍ସା ପାଇଁ ମୁମ୍ବାଇ ଗଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ମୁମ୍ବାଇସ୍ଥିତ କୋକିଲା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନ ପଟ୍ଟନାୟକଙ୍କର ସର୍ଭାଇକାଲ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାର...
ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ସାରା ଭୁବନେଶ୍ଵର ପୋଲିସ ଛାଉଣୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂରଣ ଅବସରରେ ଭୁବନେଶ୍ଵରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସାରା...
ବାଲେଶ୍ଵରରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ମକଡ୍ରିଲ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ସଦର ବ୍ଲକ ଅନ୍ତର୍ଗତ ଜୟଦେବକସବା ଗ୍ରାମ ପଞ୍ଚାୟତର ଜୟଦେବକସବା ପାହି ବାତ୍ୟା ଆଶ୍ରୟସ୍ଥଳୀରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ମକଡ୍ରିଲ ଅନୁଷ୍ଠିତ ହୋଇଯାଇଛି।
ଏଥିସହିତ ଜିଲ୍ଲାର ସମସ୍ତ...




















