Independence Day

ଦୁବାଇର ତାନସିକ୍ କମ୍ପାନିରେ ନିଯୁକ୍ତି ପାଇଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ମଙ୍ଗଳବାର ଦିନ ବିଶ୍ୱ...

ଜମ୍ମୁ-କଶ୍ମୀରର ଡୋଡ଼ାରେ ଭୟଙ୍କର ଦୁର୍ଘଟଣା: ଖାଇକୁ ବସ୍ ଖସି ୩୦ ଯାତ୍ରୀଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଜମ୍ମୁ-କଶ୍ମୀରର ଡୋଡ଼ା ଜିଲ୍ଲାରେ ବୁଧବାର ଦିନ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ଗୋଟିଏ ବସ୍ ଖାଇକୁ ଖସିଯିବାରୁ ୩୦ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତାହତଙ୍କ ସଂଖ୍ୟା ଆହୁରି...

ପରଲୋକରେ ସାହାରା ଇଣ୍ଡିଆ ଗ୍ରୁପ୍‌ର ପ୍ରତିଷ୍ଠାତା ସୁବ୍ରତ ରୟ

ଓଡ଼ିଶାଲାଇଭ୍ ବ୍ୟୁରୋ ସାହାରା ଇଣ୍ଡିଆ ଗ୍ରୁପ୍‌ର ପ୍ରତିଷ୍ଠାତା ସୁବ୍ରତ ରୟଙ୍କର ହୃଦଘାତରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା କାରଣରୁ ଦୀର୍ଘ ଦିନ ହେଲା ସେ ଡାକ୍ତରଖାନାରେ...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ପ୍ରଥମ ସେମିଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଲିଗ୍ ପର୍ଯ୍ୟାୟ ସରିବା ପରେ ଆଜିଠୁ ଆରମ୍ଭ ହେଉଛି ସେମିଫାଇନାଲ ମୁକାବିଲା। ବୁଧବାର ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ। ମ୍ୟାଚକୁ ନେଇ ଉଭୟ...

ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଭୁବନେଶ୍ୱର ମେଟ୍ରୋ...

ଡାଏବେଟିସ୍‌ର ଲକ୍ଷଣକୁ ଚିହ୍ନନ୍ତୁ

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://youtu.be/V6jHdLn9xLA?si=r0oTr1zabTe2l2EX ବର୍ତ୍ତମାନ ସମୟରେ ସାରା ବିଶ୍ଵରେ ‘ଡାଏବେଟିସ୍’ ବା ‘ମଧୁମେହ’ ଏକ ବଡ଼ ସ୍ୱାସ୍ଥ୍ୟଗତ ସମସ୍ୟା ପାଲଟିଛି। ଡାଏବେଟିସ୍ ଯୋଗୁଁ ବିଭିନ୍ନ ରୋଗ ମଧ୍ୟ ସୃଷ୍ଟି ହେଉଛି। ଠିକ୍ ସମୟରେ ଡାଇବେଟିସ୍‌ର...

ପୁରୀ ସ୍ଵର୍ଗଦ୍ଵାରରେ ଅନ୍ତିମ ସଂସ୍କାର ପାଇଁ ୱେବସାଇଟ ଲୋକାର୍ପିତ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ସ୍ଵର୍ଗଦ୍ଵାରରେ ଅନ୍ତିମ ସଂସ୍କାର କରିବା ପାଇଁ ଆଉ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡ଼ିବନି। ସ୍ଵର୍ଗଦ୍ଵାରରେ ଶବଦାହ ଲାଗି ଆଗୁଆ ସ୍ଥାନ ବୁକିଂ କରିହେବ। ଏଥିପାଇଁ swargadwar.com ୱେବସାଇଟ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ବର୍ଷା ପାଇଁ ଓଡ଼ିଶାର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଏବେ ଲଘୁଚାପର ରୂପ ନେଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ଗୁରୁବାର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାରେ...

କାହିଁକି ବଢ଼ୁଛି ଡାଏବେଟିସ୍?

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ https://youtu.be/fOk0xZls_mk?si=4NuwH0aIKdPOfBMr ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁଁ ଏବେ ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଉଛି। ଏଥିମଧ୍ୟରୁ ସବୁଠାରୁ ବଡ଼ ସମସ୍ୟା ପାଲଟିଛି ଡାଏବେଟିସ୍। ଏବେ ଘରେ ଘରେ କାହାକୁ ନା...

ବିଶ୍ଵର ଡାଏବେଟିସ୍ କ୍ୟାପିଟାଲ ପାଲଟିଛି ଭାରତ, ରୋଗୀଙ୍କ ସଂଖ୍ୟା ୧୦ କୋଟି ପାର୍

ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ ଭାରତରେ ଉଦବେଗଜନକ ଭାବେ ବଢ଼ୁଛି ଡାଏବେଟିସ୍ ରୋଗୀଙ୍କ ସଂଖ୍ୟା ଆଜିର ସମୟରେ ଡାଏବେଟିସ୍ ବା ମଧୁମେହ ରୋଗ ବିଶ୍ଵରେ ଏକ ବଡ଼ ସ୍ୱାସ୍ଥ୍ୟ ସମସ୍ୟା ଭାବେ ମୁଣ୍ଡ ଟେକିଛି। ବିଶ୍ଵର ପ୍ରାୟ...