Independence Day

“ଖେଳାଳିମାନଙ୍କ ପୋଷଣକୁ ଆହୁରି ବଢ଼ାଇବ ମିଲେଟ୍ସ”

ଓଡ଼ିଶାଲାଇଭ୍ ବ୍ୟୁରୋ ଖେଳାଳିଙ୍କୁ ମିଲେଟ୍ସର ଉପକାରିତା ବିଷୟରେ ସଚେତନ କରିବା ପାଇଁ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀରେ ସ୍ଵତନ୍ତ୍ର ଅଧିବେଶନ।    କ୍ରୀଡ଼ା କ୍ଷେତ୍ରରେ ଖେଳାଳିମାନଙ୍କ ନ୍ୟୁଟ୍ରିସନ ବା ପୋଷଣର ଏକ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ଉତ୍ତମ...

ଦୀପାବଳି ସମୟରେ ପ୍ରଦୂଷଣ ଚିନ୍ତା: ବାଣ ଫୁଟାଇବା ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଜାରି କଲା ମାର୍ଗଦର୍ଶିକା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବଡ଼ ବଡ଼ ସହରରେ ବଢ଼ୁଥିବା ପ୍ରଦୂଷଣ ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇଛି। ଦୀପାବଳିରେ ପ୍ରଦୂଷଣ ନିୟନ୍ତ୍ରଣ ବାହାରକୁ ଯାଇ ବିଭିନ୍ନ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ...

କୋଲକାତାରୁ ଓଡ଼ିଶା ଆସୁଥିବା ବସରେ ଭୟାବହ ଅଗ୍ନିକାଣ୍ଡ: ଜଣେ ମହିଳା ଯାତ୍ରୀଙ୍କ ମୃତ୍ୟୁ ଓ ଏକାଧିକ ଆହତ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଲକାତାରୁ ଓଡ଼ିଶା ଆସୁଥିବା ଏକ ବସରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ନାଁ ପୁଷ୍ପାଞ୍ଜଳି...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ‘ଶିକ୍ଷା ସାଧନ କେନ୍ଦ୍ର’ର ଲୋକାର୍ପଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ରିଡିଙ୍ଗ ପଡ୍ ଓ ଅତ୍ୟାଧୁନିକ ଏଆର୍/ଭିଆର୍ ବ୍ୟବସ୍ଥା ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ଲର୍ଣ୍ଣିଂ ରିସୋର୍ସ ସେଣ୍ଟର ବା ଶିକ୍ଷା ସାଧନ...

ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ କ୍ୟାମ୍ପସ ପାଇଁ ଏମଓୟୁ, ଖୋଲିବ ୯ଟି ନୂଆ ତାଲିମ ପାଠ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶାର ଅଭିଯାନ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛି। ରାଜ୍ୟର ଯୁବକଯୁବତୀଙ୍କୁ ଅତ୍ୟାଧୁନିକ ତଥା ଶିଳ୍ପ-ଉପଯୋଗୀ ତାଲିମ ଦେବା ପାଇଁ ରାଜ୍ୟ ସରକାର ବିଶ୍ୱ ଦକ୍ଷତା...

କୋରାପୁଟରୁ ମହିଳାଙ୍କ ରକ୍ତ ଜୁଡ଼ୁବୁଡ଼ୁ ଶବ ଉଦ୍ଧାର, ହତ୍ୟା ସନ୍ଦେହ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ରକ୍ତ ଜୁଡୁବୁଡୁ ଅବସ୍ଥାରେ କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ଗୁପ୍ତେଶ୍ୱର ପଞ୍ଚାୟତ ସୁକୁନାଳ ନିକଟରୁ ଜଣେ ମହିଳାଙ୍କର ଶବ ଉଦ୍ଧାର କରାଯାଇଛି। ମହିଳା ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିବା...

ନିର୍ବାଚନ ପ୍ରଚାର ବେଳେ ଅଘଟଣ, ଅଳ୍ପକେ ବର୍ତ୍ତିଲେ ତେଲେଙ୍ଗାନା ମନ୍ତ୍ରୀ କେଟିଆର

 ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ନଭେମ୍ବର ୩୦ ତାରିଖରେ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ। ଏଥିପାଇଁ ନିଜ ନିଜ ଦଳର ପ୍ରାର୍ଥୀଙ୍କ ପାଇଁ ଚାଲିଛି ପ୍ରଚାର। ଗୁରୁବାର ଦିନ ଆର୍ମୋର ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର...

ପୁରୀ ଶ୍ରୀମନ୍ଦିର ଚାରିଦ୍ଵାର ଖୋଲିବା ଦାବିରେ ସାରା ରାଜ୍ୟରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲିବା ଏବଂ ରତ୍ନ ଭଣ୍ଡାରର ମରାମତି କରିବା ଦାବିରେ କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ଗୁରୁବାର ଦିନ ସଂକୀର୍ତ୍ତନ ସତ୍ୟାଗ୍ରହ ହେଉଛି। ରାଜ୍ୟର ସମସ୍ତ ଶ୍ରୀ ଜଗନ୍ନାଥ ମନ୍ଦିରରେ...

ଭୁବନେଶ୍ଵର ଜନତା ମଇଦାନଠାରେ ଦୁଇଦିନିଆ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ଜନତା ମଇଦାନଠାରେ ଗୁରୁବାର ଦିନଠାରୁ ଦୁଇ ଦିନିଆ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଆରମ୍ଭ ହୋଇଛି। ଗଛ ଚାରାରେ ପାଣି ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅନ୍ତର୍ଜାତୀୟ ସମ୍ମିଳନୀର ଶୁଭାରମ୍ଭ...

ଚୋରା ମୋବାଇଲ ରାକେଟ ଠାବ, ୯ ଜଣଙ୍କୁ ଗିରଫ କଲା ବିସିଂହପୁର ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କୋରାପୁଟ ଜିଲ୍ଲା ବିସିଂହପୁର ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ବିସିଂହପୁର ପୋଲିସ ଚୋରା ମୋବାଇଲ ରାକେଟର ପର୍ଦ୍ଦାଫାଶ କରିବା ସହ ୯ ଜଣଙ୍କୁ ଗିରଫ କରିଛି। ଏ ନେଇ...