Independence Day

ଆଜି ବଡ଼ଠାକୁରଙ୍କର ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି, ବୁଧବାର ଦିନ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ନୀତି...

ଛତିଶଗଡ଼ରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଓଡ଼ିଆ ଯବାନ ସହିଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଛତିଶଗଡ଼ରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ସହିଦ ହୋଇଛନ୍ତି ଓଡ଼ିଆ ବିଏସଏଫ୍‌ ଯବାନ ପ୍ରକାଶ ଚନ୍ଦ୍ର ସିଅଳ। ମଙ୍ଗଳବାର ଛତିଶଗଡ଼ର କାଙ୍କେର ଜିଲ୍ଲା ରେଙ୍ଗାବାଇ ଜଙ୍ଗଲରେ ମାଓବାଦୀମାନେ ବିଛାଇଥିବା ଲ୍ୟାଣ୍ଡ୍‌ମାଇନର ଶିକାର ହୋଇ ଗୁରୁତର...

ଓଡ଼ିଶୀ ସଙ୍ଗୀତର ସ୍ଵତନ୍ତ୍ରତା ଓ ଶାସ୍ତ୍ରୀୟ ମାନ୍ୟତା ପ୍ରତିଷ୍ଠା ପାଇଁ ପଦକ୍ଷେପ!

କପିଳାସ ଭୂୟାଁ ପ୍ରଶ୍ନ ହେଲା କି ଓଡ଼ିଶୀ ନୃତ୍ୟ ଯଦି ଶାସ୍ତ୍ରୀୟ ନୃତ୍ୟ ତେବେ ଯେଉଁ ସଙ୍ଗୀତ ଆଧାରରେ ଏହି ନୃତ୍ୟକୁ ପରିବେଷଣ କରାଯାଇଆସୁଛି ତାହା କିପରି ଶାସ୍ତ୍ରୀୟ ସଙ୍ଗୀତ ନୁହେଁ? ଏହାର...

ମହେଶ୍ଵର ମହାନ୍ତିଙ୍କୁ ଅନ୍ତିମ ବିଦାୟ, ପୁରୀ ସ୍ଵର୍ଗଦ୍ଵାରରେ ଶେଷକୃତ୍ୟ ସମ୍ପନ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ଵର୍ଗଦ୍ଵାରଠାରେ ବିଜେଡିର ବରିଷ୍ଠ ନେତା ତଥା ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଶ୍ରୁଳ ପରିବେଶ ମଧ୍ୟରେ ସବୁଦିନ ପାଇଁ...

ଦୀପାବଳି ପୂର୍ବରୁ ସାରା ଦେଶରେ ପ୍ରଦୂଷଣକାରୀ ବାଣ ଉପରେ କଟକଣା ଲଗାଇଲେ ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀପାବଳି ଆସୁଥିବାବେଳେ ଦେଶରେ ବଢ଼ୁଥିବା ପ୍ରଦୂଷଣକୁ ନେଇ କଠୋର ହୋଇଛନ୍ତି ସୁପ୍ରିମକୋର୍ଟ। ସାରା ଦେଶରେ ପ୍ରଦୂଷଣକାରୀ ବାଣ ଉପରେ କଟକଣା ଲଗାଇବାକୁ ନିର୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବାରୁଦରେ ବେରିଅମ୍ ସଲ୍ଟ ମିଶ୍ରିତ...

ଆଇସିସି ବିଶ୍ଵକପ: ଆଫଗାନିସ୍ତାନର ଭଲ ବ୍ୟାଟିଂ, ଅଷ୍ଟ୍ରେଲିଆ ଆଗରେ ୨୯୨ ରନର ଟାର୍ଗେଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ମଙ୍ଗଳବାର ଖେଳାଯାଉଛି ଅଷ୍ଟ୍ରେଲିଆ-ଆଫଗାନିସ୍ତାନ ମ୍ୟାଚ। ଏଥିରେ ଆଫଗାନିସ୍ତାନ ପ୍ରଥମ ଇନିଂସରେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ଆଗରେ ୨୯୨ ରନର ବିଜୟ ଲକ୍ଷ୍ୟ ରଖିଛି। ମ୍ୟାଚରେ ଆଫଗାନିସ୍ତାନର ଇବ୍ରାହିମ ଜାଦରାନ...

ବିବାହ ପଞ୍ଜୀକରଣ କାର୍ଯ୍ୟାଳୟରେ ହାଜର ହେଲେ ସୋମାଲିକା, ଆସିଲେନି ବିଜୟ ଶଙ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ କଟକସ୍ଥିତ ବିବାହ ପଞ୍ଜୀକରଣ କାର୍ଯ୍ୟାଳୟରେ ହାଜର ହେଲେ ସୋମାଲିକା ଦାଶ। କିନ୍ତୁ ହାଜର ହୋଇନାହାନ୍ତି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ତାଙ୍କ ବାନ୍ଧବୀ। ବିବାହ ବିବାଦକୁ ନେଇ ତିନିଜଣଙ୍କୁ...

ଉତ୍ତମ ସ୍ଵାସ୍ଥ୍ୟ ପାଇଁ ଅଣ୍ଡାର ଆବଶ୍ୟକତା

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://youtu.be/3I5DMxzsUFI?si=ewDR8bqgmpYKvwEa ଅଣ୍ଡାରେ ପ୍ରୋଟିନର ମାତ୍ରା ଭରପୂର ରହିଥିବାରୁ ଏହା ପିଲାଙ୍କଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଲାଭଦାୟକ। ଅଣ୍ଡା ଉଭୟ ଶାରୀରିକ ଏବଂ ମାନସିକ ବିକାଶରେ ସହାୟକ ହୋଇଥାଏ। ଗର୍ଭାବସ୍ଥାରେ ଯଦି...

ବନକଲାଗି ନୀତି ପାଇଁ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ବୁଧବାର ଦିନ କାର୍ତ୍ତିକ-କୃଷ୍ଣ ଦଶମୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ନୀତି...

ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ବିଶିଷ୍ଟ ବ୍ୟକ୍ତି ବିଶେଷ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।...