Independence Day

ମୟୂରଭଞ୍ଜ: ଜିଲ୍ଲା ସ୍ଵାସ୍ଥ୍ୟ ସମିତି ପକ୍ଷରୁ ପାଳନ ହେଲା ବିଶ୍ୱ ରକ୍ତ ଶିକୁଳି ସଚେତନତା ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ କିଶୋର କୁମାର ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ବିଶ୍ଵ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ ହୋଇଯାଇଛି। ଏହି...

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଚିକିତ୍ସା ପାଇଁ ମୁମ୍ବାଇ ଗଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ମୁମ୍ବାଇସ୍ଥିତ କୋକିଲା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନ ପଟ୍ଟନାୟକଙ୍କର ସର୍ଭାଇକାଲ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାର...

ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ସାରା ଭୁବନେଶ୍ଵର ପୋଲିସ ଛାଉଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂରଣ ଅବସରରେ ଭୁବନେଶ୍ଵରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସାରା...

ବାଲେଶ୍ଵରରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ମକଡ୍ରିଲ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ସଦର ବ୍ଲକ ଅନ୍ତର୍ଗତ ଜୟଦେବକସବା ଗ୍ରାମ ପଞ୍ଚାୟତର ଜୟଦେବକସବା ପାହି ବାତ୍ୟା ଆଶ୍ରୟସ୍ଥଳୀରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ମକଡ୍ରିଲ ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ଜିଲ୍ଲାର ସମସ୍ତ...

ଓଡ଼ିଶାରେ ଆଉ ୪ ଦିନ ପ୍ରବଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ଚେତାବନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଉ ୪ ଦିନ ରାଜ୍ୟରେ ବର୍ଷା ଜାରି ରହିବ। ଏ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ...

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ ପାଇଁ ଭୁବନେଶ୍ଵରରେ ଟ୍ରାଫିକ୍ ନିୟମ: ଜାଣନ୍ତୁ କେଉଁ ରାସ୍ତା ଦେଇ ଯିବେ?

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂରଣ ଅବସରରେ ଭୁବନେଶ୍ଵରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଶୁକ୍ରବାର ଦିନ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ଣ...

ଅଣାୟତ ହେଲାଣି ଝାଡ଼ାବାନ୍ତି ସ୍ଥିତି: ଯାଜପୁର ପରେ ଏବେ ବାଲେଶ୍ଵରକୁ ହଇଜା ଡର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏଯାଏଁ ଥମିନି ଝାଡ଼ାବାନ୍ତି। ଯାଜପୁର ପରେ ଏବେ ବାଲେଶ୍ଵରରେ ଅଣାୟତ ଝାଡ଼ାବାନ୍ତି ପରିସ୍ଥିତି। ଜିଲ୍ଲାର ୧୬ରୁ ଅଧିକ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।...

ବାଲେଶ୍ୱର: ‘ଚନ୍ଦ୍ର କୁମାର ମହାନ୍ତି କବିତା ପୁରସ୍କାର’ ପାଇବେ ଶୁଭଶ୍ରୀ ଶୁଭସ୍ମିତା ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଘୋଷଣା ହୋଇଛି ‘ଚନ୍ଦ୍ର କୁମାର ମହାନ୍ତି କବିତା ପୁରସ୍କାର ୨୦୨୫’। ଚଳିତ ବର୍ଷ କବି ଶୁଭଶ୍ରୀ ଶୁଭଶ୍ମିତା ମିଶ୍ର ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା...

ଓଡ଼ିଶାରେ ଜୁନ ୨୫ ଯାଏଁ ପ୍ରବଳ ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଜୁନ ୨୫ ତାରିଖ ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଜାରି ରହିବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ...

ବାରିପଦାଠାରେ ଉଦଘାଟନ ହେଲା ରାଜ୍ୟସ୍ତରୀୟ ‘ଆଦିବାସୀ ଶକ୍ତି ସମାବେଶ’

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜ): ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦଘାଟନ କରିଛନ୍ତି। ଏହି...