Independence Day

ଦଶହରା ପାଇଁ ଭୁବନେଶ୍ଵର ହେବ ପୋଲିସ ଛାଉଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଅକ୍ଟୋବର ୨୦ରୁ ୨୫ ପର୍ଯ୍ୟନ୍ତ ରାଜଧାନୀ ହେବ ପୋଲିସ ଛାଉଣୀ ସୁରକ୍ଷା ପାଇଁ ନିୟୋଜିତ ହେବେ ୩୧ ପ୍ଲାଟୁନ ପୋଲିସ ଫୋର୍ସ ଦାୟିତ୍ଵରେ ରହିବେ ୧୨ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି...

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରଘୁବର ଦାସଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ଏନେଇ ରାଷ୍ଟ୍ରପତି ଭବନ...
ossc

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ପକ୍ଷରୁ ସିଜିଏଲ ପରୀକ୍ଷା ପାଇଁ ଆବେଦନ ଜାରି, ନଭେମ୍ବର ୧୪ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ କମ୍ବାଇନ ଗ୍ରାଜୁଏଟ ଲେଭାଲ (ସିଜିଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ଖାଲିଥିବା...

ଅପହଞ୍ଚ ଗାଁ ଦଶପଲ୍ଲା ନିର୍ବାଚନମଣ୍ଡଳୀର ଢିପିସାହି

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରୁ ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀର ଅନେକ ଅଞ୍ଚଳରେ ଏବେ ବି ବିକାଶର ପାଦ ପଡ଼ିନାହିଁ। ଆଜିବି ଅନେକ ଗାଁ ମୌଳିକ ସୁବିଧା...

ବୌଦ୍ଧର ଇଷ୍ଟଦେବୀ ମା’ ଭୈରବୀଙ୍କ ପୀଠରେ ଚାଲିଛି ଗୁପ୍ତ ଷୋଳପୂଜା

ଓଡ଼ିଶାଲାଇଭ୍ ବ୍ୟୁରୋ ମା’ ଭୈରବୀଙ୍କ ପୀଠରେ ଗୁପ୍ତ ଷୋଳପୂଜା ଓ ପାଟଖଣ୍ଡା ବସା ପର୍ବ ମା’ଙ୍କ ମନ୍ଦିରରେ ସାଧାରଣ ଦର୍ଶନ ମନା (ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧର ଇଷ୍ଟଦେବୀ ମା’ ଭୈରବୀଙ୍କ ପୀଠରେ ଆରମ୍ଭ ହୋଇଯାଇଛି ଗୁପ୍ତ...

“ପରିବର୍ତ୍ତିତ ଜୀବନଶୈଳୀ ‘ଷ୍ଟ୍ରୋକ’ ନିୟନ୍ତ୍ରଣ ଲାଗି ଏକ ବଡ଼ ଅସ୍ତ୍ର ହୋଇପାରିବ”

ଶୁଭଲକ୍ଷ୍ମୀ ବଳ ଓ ଅଭିଷେକ ରାୟ ଆଇଏଫଆଇ ଫାଉଣ୍ଡେସନ ପକ୍ଷରୁ ‘ଷ୍ଟ୍ରୋକର ପ୍ରତିଷେଧକ ଓ ପରିଚାଳନା’ ସଂପର୍କିତ ରାଜ୍ୟସ୍ତରୀୟ ମିଡିଆ ସଚେତନତା କର୍ମଶାଳା। (ଭୁବନେଶ୍ୱର): ବିଭିନ୍ନ ଅଣସଂକ୍ରାମକ ରୋଗ ମଧ୍ୟରେ ଷ୍ଟ୍ରୋକ ବା...

ସାଇବର ଠକେଇର ପର୍ଦାଫାସ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ଜୟପୁର ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ବଡ଼ ଧରଣର ସାଇବର ଠକେଇର ପର୍ଦାଫାସ କରିଛି ଜୟପୁର ସଦର ଥାନା ପୋଲିସ। ଲୋକଙ୍କୁ ପ୍ରଲୋଭିତ କରି ସେମାନଙ୍କ ନାଁରେ ଜାଲ ଦସ୍ତାବିଜ ପ୍ରସ୍ତୁତ କରି ଆକାଉଣ୍ଟ ଖୋଲିବା ଏବଂ...

ସ୍ଵାଧୀନତା ସଂଗ୍ରାମୀ ଲକ୍ଷ୍ମଣ ପଟ୍ଟନାୟକଙ୍କୁ ୨୦ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ଵାଧୀନତା ସଂଗ୍ରାମୀ ତଥା ଲବଣ ସତ୍ୟାଗ୍ରହୀ ଲକ୍ଷ୍ମଣ ପଟ୍ଟନାୟକଙ୍କୁ ୨୦ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ବୁଧବାର ଏହି ଅବସରରେ କଟକସ୍ଥିତ ସତୀଚଉରା ଶ୍ମଶାନରେ ଅନୁଷ୍ଠିତ ସ୍ମୃତିସଭାରେ ବହୁ ବିଶିଷ୍ଟ ବ୍ୟକ୍ତି...

କେନ୍ଦ୍ର କ୍ୟାବିନେଟ ନିଷ୍ପତ୍ତି: କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି

ଓଡ଼ିଶାଲାଇଭ୍ ବ୍ୟୁରୋ ଦଶହରା ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାରତ ସରକାର। ସେମାନଙ୍କୁ ମିଳୁଥିବା ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ଏନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ...

ସୁନ୍ଦରଗଡ଼ରେ ହାଇଡ୍ରୋ ରକେଟ୍ ଲଞ୍ଚିଂ କୌଶଳ ଶିଖିଲେ ୧୦୦ ସ୍କୁଲର ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ସୁନ୍ଦରଗଡ଼): ଭାରତର ପୂର୍ବତନ ରାଷ୍ଟ୍ରପତି ମିସାଇଲ୍ ମ୍ୟାନ୍ ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ଜନ୍ମଦିନ ଅକ୍ଟୋବର ୧୫ ତାରିଖକୁ ସାରା ପୃଥିବୀରେ ବିଶ୍ୱ ଛାତ୍ରଛାତ୍ରୀ ଦିବସ ଭାବେ ପାଳନ କରାଯାଉଛି। ଚଳିତ...