Independence Day

ଲୋକସେବା ଭବନରେ ପୁଣି ନିଆଁ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ଲୋକସେବା ଭବନରେ ପୁଣି ଅଗ୍ନିକାଣ୍ଡ। ବୁଧବାର ଦିନ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କୋଠାରେ ନିଆଁ ଲାଗିଯାଇଥିବାବେଳେ ଅଗ୍ନିଶମ ବିଭାଗ କର୍ମଚାରୀ ନିଆଁକୁ ଆୟତ୍ତ କରିଛନ୍ତି। ଏସି କମ୍ପ୍ରେସରରେ ନିଆଁ...

ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡ଼ୁଆ ବଢ଼ିଲା, ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସୋମାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ତିର୍ତ୍ତୋଲର ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ ବଢ଼ିବାରେ ଲାଗିଛି। ବିଜୟ ଶଙ୍କରଙ୍କ ବିରୋଧରେ ଶେଷରେ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ବାନ୍ଧବୀ ସୋମାଲିକା ଦାଶ। ନିକଟରେ ବିଧାୟକ ବିଜୟ ଶଙ୍କର ଦାସ ଅନ୍ୟ...

ଓଡ଼ିଆ ସିନେମା ‘ପ୍ରତୀକ୍ଷା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ପ୍ରତୀକ୍ଷା’କୁ ମିଳିଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ଦିଲ୍ଲୀ ବିଜ୍ଞାନ ଭବନଠାରେ ଆୟୋଜିତ ୬୯ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ...

ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ ୬ ମାସିଆ ପେଡ୍ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମରେ ଗଲେ ସିଙ୍ଗାପୁର

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ପ୍ରତିବର୍ଷ ୨୪ ଜଣଙ୍କୁ ବଛାଯାଇ ‘ଷ୍ଟୁଡେଣ୍ଟ ଇଣ୍ଟର୍ଣ୍ଣସିପ୍’ କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି। ଏହି କ୍ରମରେ ୨୦୨୨-୨୩...

୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଅଲ୍ଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ଏବଂ ଆଲିଆ ଭଟ୍ଟ ଓ କ୍ରୀତି ସାନନଙ୍କୁ...

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ମଙ୍ଗଳବାର ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛି। ଏଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜେତା କଳାକାରମାନଙ୍କୁ...

ବିବାହ ବିଚ୍ଛେଦ ମାମଲା: ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ସେଲିବ୍ରିଟି କପଲ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିବାହ ବିଚ୍ଛେଦ ମାମଲାରେ ପଡ଼ିପାରୁନି ପୂର୍ଣ୍ଣଚ୍ଛେଦ। ଏହି ମାମଲାରେ ମଙ୍ଗଳବାର ଦିନ ବର୍ଷାଙ୍କୁ ନୋଟିସ୍ କରିଛନ୍ତି...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଦକ୍ଷିଣ ଆଫ୍ରିକା ଓ ନେଦରଲାଣ୍ଡସ୍ ମଧ୍ୟରେ ଚାଲିଛି ମୁକାବିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ମଙ୍ଗଳବାର ଜାରି ରହିଛି ଦକ୍ଷିଣ ଆଫ୍ରିକା ଓ ନେଦରଲାଣ୍ଡସ୍ ମଧ୍ୟରେ ମୁକାବିଲା। ଏଥିରେ ଦକ୍ଷିଣ ଆଫ୍ରିକା ପ୍ରଥମେ ଟସ୍ ଜିତି ବୋଲିଂ କରୁଛି। ହିମାଚଳ ପ୍ରଦେଶର ଧର୍ମଶାଳାରେ...

ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ମୃତ୍ୟୁ ମାମଲା: ଡିଲିଟ ହୋଇଛି ହୋଟେଲର ସିସିଟିଭି ଡାଟା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ଉପରୁ ହଟି ପାରୁନି ପରଦା। ମୃତ୍ୟୁର ୨୮ ଦିନ ପରେ ମଧ୍ୟ ସତ ଖୋଜିବାକୁ ପ୍ରୟାସ ଜାରି ରଖିଛି ପୋଲିସ। ସୁସ୍ମିତା ମିଞ୍ଜଙ୍କ...

ଅକ୍ଟୋବର ୨୯ରୁ ଭୁବନେଶ୍ୱରରୁ ଗୌହାଟୀକୁ ଦୈନିକ ବିମାନସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆସାମର ଗୌହାଟୀକୁ ଆରମ୍ଭ ହେବ ସିଧାସଳଖ ବିମାନ ସେବା। ଅକ୍ଟୋବର ୨୯ ତାରିଖରୁ ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଏହି ରୁଟରେ ଦୈନିକ ବିମାନ ଚଳାଚଳ...
Section 377 Scrapped

ଏଲଜିବିଟିଙ୍କୁ ବଡ଼ ଝଟକା: ସମଲିଙ୍ଗୀ ବିବାହକୁ ସୁପ୍ରିମକୋର୍ଟଙ୍କ ନା

ଓଡ଼ିଶାଲାଇଭ୍ ବ୍ୟୁରୋ ସମଲିଙ୍ଗୀ ବିବାହକୁ ନେଇ ଆସିଲା ସୁପ୍ରିମକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ରାୟ। ସମଲିଙ୍ଗୀ ବିବାହକୁ ସ୍ଵୀକୃତି ଦେବାକୁ ମନା କରିବା ସହ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ବିବାହ ଏକ ମୌଳିକ ଅଧିକାର ନୁହେଁ...