ଭାରତରେ ‘ରେପୋ’ ରେଟ୍ ୬.୫ ପ୍ରତିଶତରେ ଅପରିବର୍ତ୍ତିତ, ମୁଦ୍ରାସ୍ଫୀତିର ନିୟନ୍ତ୍ରଣ ପାଇଁ ଆରବିଆଇର ନିଷ୍ପତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ କ୍ରମାଗତ ଭାବେ ଚତୁର୍ଥଥର ପାଇଁ ଅପରିବର୍ତ୍ତିତ ରହିଲା ‘ରେପୋ’ ରେଟ୍। ଏହି ଦର ପୂର୍ବଭଳି ୬.୫ ପ୍ରତିଶତ ରହିବ। ଏନେଇ ଶୁକ୍ରବାର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସୂଚନା...
ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବାତ୍ୟା ନେଇ ପ୍ରାକ୍-ପ୍ରସ୍ତୁତି ବୈଠକ
ମୌସୁମୀର ଲେଉଟାଣି ଅର୍ଥାତ୍ ଅକ୍ଟୋବର ମାସରେ ସାଧାରଣତଃ ଓଡ଼ିଶାକୁ ବାତ୍ୟା ଆସିବାର ସମ୍ଭାବନା ରହିଥାଏ। ସେଥିପାଇଁ...
ଗୋରେଗାଓଁରେ ଭୟଙ୍କର ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ ୬ ଜଣ, ୩୦ରୁ ଅଧିକ ଗାଡ଼ି ପୋଡ଼ି ପାଉଁଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁମ୍ବାଇର ଗୋରେଗାଓଁଠାରେ ଥିବା ଏକ ୭ ମହଲା ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୪୬ ଜଣ ଗୁରୁତର ଆହତ ହୋଇଛନ୍ତି। ଅଗ୍ନିକାଣ୍ଡ...
କ୍ରିକେଟ ବିଶ୍ୱକପ: ଆଜି ପାକିସ୍ତାନ ନେଦରଲାଣ୍ଡସ ମୁକାବିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶୁକ୍ରବାର ହାଇଦ୍ରାବାଦ ରାଜୀବ ଗାନ୍ଧୀ ଷ୍ଟାଡିୟମରେ ନେଦରଲାଣ୍ଡସକୁ ଭେଟିବ ପାକିସ୍ତାନ
ଆଇସିସି କ୍ରିକେଟ ବିଶ୍ୱକପରେ ଶୁକ୍ରବାର ନେଦରଲାଣ୍ଡସକୁ ଭେଟିବ ପାକିସ୍ତାନ। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ। ଉଭୟ ଦଳଙ୍କ ମଧ୍ୟରେ...
ନୂଆଦିଲ୍ଲୀରେ ମାଓ ମୁକାବିଲା ସମୀକ୍ଷା ବୈଠକ: ଓଡ଼ିଶା ସମେତ ୧୦ଟି ମାଓ ପ୍ରଭାବିତ ରାଜ୍ୟର ପ୍ରତିନିଧି ସାମିଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ମାଓ ମୁକାବିଲା ସମୀକ୍ଷା ବୈଠକ
ଓଡ଼ିଶା ସମେତ ୧୦ଟି ମାଓ ପ୍ରଭାବିତ ରାଜ୍ୟରେ ପ୍ରତିନିଧି ବୈଠକରେ ସାମିଲ
ବିଭିନ୍ନ ରାଜ୍ୟରେ ମାଓ ମୁକାବିଲାର ରଣନୀତି...
ଆସନ୍ତାକାଲି ଜନ୍ମମାଟିରେ ପହଞ୍ଚିବ ସହିଦ ସରୋଜ କୁମାର ଦାସଙ୍କ ପାର୍ଥିକ ଶରୀର
ଓଡ଼ିଶାଲାଇଭ୍ ବ୍ୟୁରୋ
ସିକ୍କିମରେ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ସହିଦ ହୋଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଶନିବାର ଦିନ ଜନ୍ମମାଟିରେ ପହଞ୍ଚିବ। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା...
ଭାରତୀୟ ରେଳବାଇର ପୂର୍ବାଞ୍ଚଳ ଜୋନରେ ୩,୧୧୫ଟି ଆପ୍ରେଣ୍ଟିସ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନ ଶେଷ ତାରିଖ ଅକ୍ଟୋବର ୨୬
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରେଳବାଇ ପକ୍ଷରୁ ପୂର୍ବାଞ୍ଚଳ ଜୋନରେ (ଇଆର) ଅନେକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ପୂର୍ବାଞ୍ଚଳ ଜୋନର ବିଭିନ୍ନ ଡିଭିଜନରେ ରେଲୱେ ଆପ୍ରେଣ୍ଟିସ ଅଧୀନରେ ଖାଲିଥିବା ୩,୧୧୫ଟି ପଦବୀ...
କ୍ୟାପିଟାଲ ହସ୍ପିଟାଲରେ ଶିଶୁ ବଦଳ ଘଟଣା: ପୁଅ ନୁହେଁ ଝିଅ ହୋଇଥିବା ଡିଏନଏ ରିପୋର୍ଟରୁ ସ୍ପଷ୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସିଲା କ୍ୟାପିଟାଲ ହସ୍ପିଟାଲରେ ଶିଶୁ ବଦଳ ଘଟଣାର ସତ୍ୟାସତ୍ୟ। ପୁଅ ନୁହେଁ ଝିଅ ଜନ୍ମ ହୋଇଥିଲା। ଗୁରୁବାର ଦିନ ଆସିଥିବା ଡିଏନଏ ଟେଷ୍ଟ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି।
ଗତ ସେପ୍ଟେମ୍ବର ୨୬...
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଜାପାନୀ ଭାଷା ସାର୍ଟିଫିକେଟ ପାଠ୍ୟକ୍ରମର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଜାପାନୀ ଭାଷା ସାର୍ଟିଫିକେଟ୍ ପାଠ୍ୟକ୍ରମର ଶୁଭାରମ୍ଭ ହୋଇଛି। ବିଶ୍ୱବିଦ୍ୟାଳୟର ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୁଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ଏହି ପାଠ୍ୟକ୍ରମର ଶୁଭାରମ୍ଭ କରିଥିଲେ।...
ଛାତ୍ର ସଂସଦ ନିର୍ବାଚନ: ମୁଖ୍ୟ ଶାସନ ସଚିବ ଓ ଶିକ୍ଷା ବିଭାଗକୁ ହାଇକୋର୍ଟଙ୍କ ନୋଟିସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ, ଉଚ୍ଚଶିକ୍ଷା ବିଭାଗ ସଚିବ ଏବଂ ଗଣଶିକ୍ଷା ବିଭାଗ ସଚିବଙ୍କୁ ନୋଟିସ୍ କରିଛନ୍ତି ଓଡ଼ିଶା ହାଇକୋର୍ଟ। ସପ୍ତାହକ ମଧ୍ୟରେ ନୋଟିସର ଜବାବ...





















