Independence Day

ଲଘୁଚାପ ପ୍ରଭାବ: ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି...

କୋଭିଡ ଭ୍ୟାକ୍ସିନ ଗବେଷଣା ପାଇଁ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୩ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଫିଜିଓଲୋଜି ବା ମେଡିସିନ କ୍ଷେତ୍ର ପାଇଁ କାଟଲିନ କାରିକୋ ଓ ଡ୍ରିଉ ୱିଜମ୍ୟାନଙ୍କୁ ମିଳିବ ନୋବେଲ ପୁରସ୍କାର। ଚିକିତ୍ସା ବିଜ୍ଞାନରେ ଅଦ୍ଭୁଦ ଆବିଷ୍କାର ପାଇଁ...

ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା: ପ୍ରମାଣ ଖୋଜୁଛି ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ଉପରୁ ପରଦା ହଟାଇବାକୁ ପ୍ରୟାସ ଚଳାଇଛି ପୋଲିସ। ସୁସ୍ମିତାଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯିବା ସହ ଏହି ଘଟଣାର...

ଆରମ୍ଭ ହେଲା ବିଜେଡିର ଜନସମ୍ପର୍କ ପଦଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଅକ୍ଟୋବର ୨ ତାରିଖ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଆରମ୍ଭ ହୋଇଛି ବିଜୁ ଜନତା ଦଳ (ବିଜେଡି)ର ଜନସମ୍ପର୍କ ପଦଯାତ୍ରା। ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ ଭୁବନେଶ୍ଵର ଏକାମ୍ର ନିର୍ବାଚନ ମଣ୍ଡଳିରୁ ଜନସମ୍ପର୍କ...

ଏସିଆନ ଗେମ୍ସ: ପୁରୁଷ-ମହିଳା ସ୍କେଟିଂରେ ଭାରତକୁ ବ୍ରୋଞ୍ଜ ପଦକ

ଓଡ଼ିଶାଲାଇଭ୍ ବ୍ୟୁରୋ ୩୦୦୦ ମିଟର ସ୍ପିଡ ସ୍କେଟିଂରେ ଉଭୟ ମହିଳା ଓ ପୁରୁଷ ବର୍ଗରେ ବ୍ରୋଞ୍ଜ ପଦକ ଜିତିଛି ଭାରତ ଚୀନର ହାଙ୍ଗଝୌରେ ଚାଲିଥିବା ଏସିଆନ ଗେମ୍ସରେ ଭାରତକୁ ମିଳିଛି ଆଉ ଦୁଇ ପଦକ। ୩୦୦୦...

ବିଜୁଳି ପରେ ଏବେ ପାଣି ସମସ୍ୟା: ଏସସିବିରେ ରୋଗୀ ହନ୍ତସନ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ବଡ଼ ମେଡିକାଲର ବିଭିନ୍ନ ୱାର୍ଡରେ ଏବେ ପାଣି ସମସ୍ୟା ଦେଖାଦେଇଛି କଟକ ବଡ଼ ମେଡିକାଲରେ ଗୋଟିଏ ପରେ ଗୋଟିଏ ସମସ୍ୟା ଦେଖିବାକୁ ମିଳୁଛି। ଦିନକ ତଳେ ବିଜୁଳି ନ ଥିଲା। ଏବେ ଆସୁନାହିଁ...
Bus-kolkata bus

‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ: ଅବିଭକ୍ତ କୋରାପୁଟରେ ବସ୍ ଧର୍ମଘଟ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଅବିଭକ୍ତ କୋରାପୁଟ ଜିଲ୍ଲାରେ ବନ୍ଦ ଡାକରା ଦିଆଯାଇଛି। ମାଲକାନଗିରି ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୋମବାର ଦିନ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ...

ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ବାପୁଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜନ୍ମ ଜୟନ୍ତୀରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ। ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁଙ୍କ ସମେତ...

ଆଜି ଦୁଇ ମହାନାୟକ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଆଜି ଦୁଇ ମହାନାୟକଙ୍କ ଜୟନ୍ତୀ। ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ସହ ଲାଲ ବାହାଦୁର ଶାସ୍ତ୍ରୀ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ। ସାରାଦେଶରେ ଗାନ୍ଧିଜୀଙ୍କର ୧୫୪ତମ ଜୟନ୍ତୀ ପାଳନ ହେଉଥିବାବେଳେ ଶାସ୍ତ୍ରୀଜୀଙ୍କର...

୩ ମାସ ହେଲା ଚାଉଳ ନମିଳିବାରୁ ପଞ୍ଚାୟତ କାର୍ଯ୍ୟାଳୟ ଫାଟକରେ ତାଲା ପକାଇଲେ ରାସନକାର୍ଡଧାରୀ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ତିନି ମାସର ଚାଉଳ ନମିଳିବାରୁ ପଞ୍ଚାୟତ କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ରାସନକାର୍ଡ ହିତାଧିକାରୀ। ଏହି ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ବ୍ଲକର ଟିକରପଡ଼ା...