ଅକ୍ଟୋବର ୭ ପର୍ଯ୍ୟନ୍ତ ବଢ଼ିଲା ୨ ହଜାର ଟଙ୍କିଆ ନୋଟ ବଦଳ ଅବଧି
ଓଡ଼ିଶାଲାଇଭ୍ ବ୍ୟୁରୋ
୨ ହଜାର ଟଙ୍କିଆ ନୋଟର ବଦଳ ଅବଧିକୁ ଅକ୍ଟୋବର ୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ଆରବିଆଇ
ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ବା ଆରବିଆଇ ପକ୍ଷରୁ ଚଳିତବର୍ଷ ମେ’ ୧୯ରେ ୨୦୦୦ ଟଙ୍କିଆ...
ହାର୍ଟ ଆଟାକ୍ କେମିତି ଚିହ୍ନିବେ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://youtu.be/qb2iTe4kXyQ?si=geiYk_v1Mog9875J
ହୃତପିଣ୍ଡ ଆମ ଶରୀରର ମୁଖ୍ୟ ଅଙ୍ଗ। ସମ୍ପୂର୍ଣ୍ଣ ଶରୀରରେ ରକ୍ତ ସଞ୍ଚାଳନ କରିବା ହୃତପିଣ୍ଡର ମୁଖ୍ୟ କାର୍ଯ୍ୟ। ଯଦି କୌଣସି କାରଣରୁ ହୃତପିଣ୍ଡରେ ସମସ୍ୟା ଦେଖାଯାଏ ଏବଂ ରକ୍ତ...
ବଢ଼ିଲା ମାଟ୍ରିକ ପରୀକ୍ଷା ଅନଲାଇନ ଫର୍ମ ଫିଲଅପ ଅବଧି
ଓଡ଼ିଶାଲାଇଭ୍ ବ୍ୟୁରୋ
ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଲା ମାଟ୍ରିକ ପରୀକ୍ଷା ଅନଲାଇନ ଫର୍ମ ଫିଲଅପ ଅବଧି
ବଢ଼ିଲା ମାଟ୍ରିକ ପରୀକ୍ଷା ଅନଲାଇନ ଫର୍ମ ଫିଲଅପ ଅବଧି। ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଅବଧି ବୃଦ୍ଧି ପାଇଛି।...
ଓଡ଼ିଶାରେ ଆଉ ୪ ଦିନ ପ୍ରବଳ ବର୍ଷିବ!
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ଏହା ପ୍ରଭାବରେ ଓଡ଼ିଶାରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ...
ରାଉରକେଲା ସହକାରୀ ଜିଲ୍ଲାପାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେବେ ପରିବାର
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେବେ ପରିବାର ଲୋକେ। ଏହି ଘଟଣାର ତଦନ୍ତ ପାଇଁ ଗୁରୁବାର ଦିନ ରାଉରକେଲ...
ଭୁବନେଶ୍ୱରରେ ୧୬ତମ ରାଜ୍ୟ ଟେବୁଲ ଟେନିସ ରାଙ୍କିଙ୍ଗ୍ ଚାମ୍ପିୟନସିପ୍ ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମଠାରେ ଆରମ୍ଭ ହୋଇଛି ୧୬ତମ ରାଜ୍ୟ ଟେବୁଲ ଟେନିସ ରାଙ୍କିଙ୍ଗ୍ ଚାମ୍ପିୟନସିପ୍। ଖୋର୍ଦ୍ଧା ଜିଲ୍ଲା ଟେବୁଲ ଟେନିସ ଆସୋସିଏସନ ଆନୁକୂଲ୍ୟରେ ଆୟୋଜନ କରାଯାଇଥିବା...
କାଲିଠୁ ଅଚଳ ହେବ ୨ ହଜାର ଟଙ୍କିଆ ନୋଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆରବିଆଇର ପୂର୍ବ ନିଷ୍ପତ୍ତି ଅନୁସାରେ ସେପ୍ଟେମ୍ବର ୩୦ ଅର୍ଥାତ ଆଜି ଦିନକ ପରେ ଆଉ ବଜାରରେ ଚଳିବ ନାହିଁ ୨ ହଜାର ଟଙ୍କିଆ ନୋଟ
କାଲିଠୁ ଆଉ ଚଳିବନି ୨ ହଜାର ଟଙ୍କିଆ...
ଓଏସଏସସି ପକ୍ଷରୁ ୨୪ଟି ‘ଫାର୍ମାସିଷ୍ଟ’ ପଦବୀରେ ନିଯୁକ୍ତି ପାଇଁ ସୁଯୋଗ, ଆଜି ସରିବ ଆବେଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସବୋର୍ଡିନେଟ୍ ଷ୍ଟାଫ ସିଲେକସନ କମିଶନ (ଓଏସଏସସି) ପକ୍ଷରୁ ୨୪ଟି ‘ଫାର୍ମାସିଷ୍ଟ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଓଡ଼ିଶା କାରାଗାର ବିଭାଗ ଏବଂ କଟକ ସ୍ଥିତ ପ୍ରିଣ୍ଟିଂ ନିର୍ଦେଶାଳୟରେ...
‘ହେ ଚକାନୟନ’ ମତେ ପରିଚୟ ଦେଇଛି – ଶାନ୍ତିଲତା ବାରିକ ଛୋଟରାୟ
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=56gOcX2Ok1I]
ଓଡ଼ିଶାଲାଇଭ୍ର ସ୍ୱତନ୍ତ୍ର ସାକ୍ଷାତକାରରେ ଭଜନ ସାମ୍ରାଜ୍ଞୀ ଶାନ୍ତିଲତା ବାରିକ ଛୋଟରାୟ।
ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତର ଜଣେ ଅତି ପରିଚିତ ଓ ଆପଣାର ନାଁ। ନିଜ କଣ୍ଠର ମିଠାପଣ...
କୋରାପୁଟର କେସେଲା ଘାଟିରୁ ଖସିଲା ବାଇକ୍, ୩ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଅନ୍ତର୍ଗତ ଲଙ୍ଗୋଲବେଡ଼ା ପଞ୍ଚାୟତ ନିକଟ କେସେଲା ଘାଟିରୁ ଏକ ବାଇକ୍ ଭାରସାମ୍ୟ ହରାଇ ତଳକୁ ଖସିପଡ଼ିବାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ଆନ୍ଧ୍ରପ୍ରଦେଶର...




















