ରାଉରକେଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଉରକେଲାର ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବିରେ ମଙ୍ଗଳବାର ଦିନ ଏଡିଏମଙ୍କ ଅଫିସ ଘେରାଉ କରିଥିଲେ ଶତାଧିକ ଆଦିବାସୀ ମହିଳା।
ଗତ ସେପ୍ଟେମ୍ବର ୧୯ ତାରିଖରେ ରାଉରକେଲାର...
ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଓ ମରାମତି ମାମଲା: ଓଡ଼ିଶା ହାଇକୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଓ ଏହାର ମରାମତି ପ୍ରସଙ୍ଗରେ ଦାୟର ମାମଲାର ମଙ୍ଗଳବାର ଦିନ ଶୁଣାଣି ଶେଷ ହୋଇ ରାୟ ସଂରକ୍ଷିତ ରହିଛି। ପ୍ରାୟ ଦେଢ଼ ଘଣ୍ଟା ଧରି ସମସ୍ତ ପକ୍ଷଙ୍କୁ...
ବର୍ଷୀୟାନ ଅଭିନେତ୍ରୀ ଓ୍ଵାହିଦା ରେହମାନ ପାଇବେ ଦାଦା ସାହେବ ଫାଲ୍କେ ପୁରସ୍କାର
ଓଡ଼ିଶାଲାଇଭ୍ ବ୍ୟୁରୋ
ବଲିଉଡର ବର୍ଷୀୟାନ ଅଭିନେତ୍ରୀ ଓ୍ଵାହିଦା ରେହମାନ ପାଇବେ ସମ୍ମାନଜନକ ଦାଦା ସାହେବ ଫାଲ୍କେ ପୁରସ୍କାର। ଏ ନେଇ ମଙ୍ଗଳବାର ଦିନ ଘୋଷଣା କରିଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ...
ପ୍ରଶ୍ନକାଳ ଆରମ୍ଭରୁ ହଙ୍ଗାମା: ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମଙ୍ଗଳବାର ଦିନ ବି ଚାଲିପାରିନି ବିଧାନସଭା। ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିଧାନସଭା ଗୃହରେ ବିରୋଧୀଙ୍କ ହୋହାଲ୍ଲା ଯୋଗୁଁ ଗୃହକୁ ଅପରାହ୍ଣ ୪ଟା ଯାଏଁ ମୁଲତବୀ ଘୋଷଣା କରାଯାଇଛି।
ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ...
ଓଡ଼ିଶାରେ ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ଅକ୍ଟୋବର ୧୦
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦ ହଜାର ପ୍ରାଥମିକ ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ପାଇଁ ଅନଲାଇନରେ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ସେପ୍ଟେମ୍ବର ୨୬ରୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୩-୨୪ ବ୍ୟାଚରେ ନାମଲେଖା ପାଇଁ ଅନଲାଇନ ମାଧ୍ୟମରେ ସାର୍ଟିଫିକେଟ ଓ ଆବଶ୍ୟକ ବିଭିନ୍ନ ପ୍ରମାଣପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ...
ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ କୁମାର ଜେନାଙ୍କ ଅଡ଼ୁଆ ବଢ଼ିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ଜିଲ୍ଲା ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ କୁମାର ଜେନାଙ୍କ ଅଡ଼ୁଆ ବଢ଼ିଛି। ପ୍ରତାପ ଜେନାଙ୍କ ନାଁରେ ମାମଲା ଚାଲୁ ରଖିବାକୁ ନିର୍ଦେଶ ଦେଇଛନ୍ତି ସାଲେପୁର ଜେଏମଏଫସି କୋର୍ଟ।
ମାହାଙ୍ଗା...
୨୦୨୪ ନିର୍ବାଚନ ପୂର୍ବରୁ ଏନଡିଏକୁ ଝଟକା, ତାମିଲନାଡ଼ୁରେ ମେଣ୍ଟ ଭାଙ୍ଗିଲା ଏଆଇଏଡିଏମକେ
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିକୁ ଲାଗିଛି ବଡ଼ ଝଟକା। ସୋମବାର ତାମିଲନାଡ଼ୁର ବଡ଼ ରାଜନୈତିକ ଦଳ ଏଆଇଏଡିଏମକେ ବିଜେପି ନେତୃତ୍ୱାଧୀନ ଏନଡିଏ ସହ ମେଣ୍ଟ ଭାଙ୍ଗିବାକୁ ଘୋଷଣା କରିଛି। ଏନେଇ...
ମୟୂରଭଞ୍ଜ: ଦୁର୍ଘଟଣାରେ ଦାଦା ଓ ପୁତୁରାଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ଉଦଳା-ବୈଶିଙ୍ଗା ରାସ୍ତାର ଲେଙ୍କାସାହିଠାରେ ବାଇକ୍ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ବଡ଼ସାହି ଥାନା ଅନ୍ତର୍ଗତ ଯମୁନାଦେଇପୁର ଗ୍ରାମର ବିକର୍ତ୍ତନ ସିଂ...
ବଢ଼ିଲା ଦେଶର ବାୟୁ ଶକ୍ତି, ଭାରତୀୟ ବାୟୁସେନାରେ ସାମିଲ ହେଲା ସି-୨୯୫ ପରିବହନ ବିମାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ବାୟୁସେନାକୁ ମିଳିଛି ନୂଆ ପରିବହନ ବିମାନ ଏୟାରବସ ସି-୨୯୫। ସୋମବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉତ୍ତରପ୍ରଦେଶ ଗାଜିଆବାଦସ୍ଥିତ ହିଣ୍ଡନ ଏୟାରବେସରେ ବିମାନଟିକୁ ବାୟୁସେନାରେ ସାମିଲ କରିଥିଲେ। ଏହି କାର୍ଯ୍ୟକ୍ରମରେ...





















