ସମ୍ବାଦ ମୁଖ୍ୟ କାର୍ଯ୍ୟାଳୟରେ ଅର୍ଥନୈତିକ ଅପରାଧ ଶାଖାର ଚଢ଼ାଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ଲୋନ ଦୁର୍ନୀତି ଅଭିଯୋଗରେ ସୋମବାର ଦିନ ଭୁବନେଶ୍ୱର ରସୁଲଗଡ଼ ଶିଳ୍ପାଞ୍ଚଳସ୍ଥିତ ଦୈନିକ ଖବରକାଗଜ ସମ୍ବାଦର ମୁଖ୍ୟ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ଚଢ଼ାଉ କରାଯାଇଛି। ଇଓଡବ୍ଲୁର ୩ଟି...
ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷାରେ ୫ ଦିନ ଭିଜିବ ଓଡ଼ିଶା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଗାମୀ ୪୮ ଘଣ୍ଟା ମଧ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ...
ରାଜ୍ୟ ପୋଲିସ ବାହିନୀର ସେବା ଓ ସାହସିକତାକୁ ସମ୍ମାନ: ୮୦ ଅଧିକାରୀ ଓ କର୍ମଚାରୀଙ୍କୁ ମିଳିଲା ରାଷ୍ଟ୍ରପତି ପଦକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ରବିବାର ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଠାରେ ରାଜ୍ୟର ୮୦ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସେବା ଓ ସାହସିକତା ପାଇଁ ରାଷ୍ଟ୍ରପତି...
ବନ୍ଦ ହେଲା ହୀରାକୁଦର ଆଉ ୮ଟି ଗେଟ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍। ବର୍ତ୍ତମାନ ୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ଜଳ।
ମହାନଦୀର ଉପର ମୁଣ୍ଡରେ ବର୍ଷା କମିଥିବାରୁ ରବିବାର ଦିନ ହୀରାକୁଦର ୪ଟି ଗେଟ୍...
ପଞ୍ଚଭୂତରେ ଲୀନ ହେଲା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପାର୍ଥିବ ଶରୀର
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀର ଲୋଧି ରୋଡ୍ ସ୍ଥିତ ଶ୍ମଶାନରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ।
ବିଶିଷ୍ଟ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ଲୀନ ହୋଇଛି।...
ଆଜିଠୁ ଆରମ୍ଭ ହେଲା ସଂସଦର ସ୍ଵତନ୍ତ୍ର ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ସଂସଦର ୫ ଦିନିଆ ସ୍ଵତନ୍ତ୍ର ଅଧିବେଶନ ଆରମ୍ଭ
କେନ୍ଦ୍ର ସରକାର ଆଗତ କରିବେ ୪ଟି ନୂଆ ବିଲ୍
ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ
ଆଜିଠୁ ଭାରତୀୟ ସଂସଦର ୫...
ପଳାସପଲ୍ଲୀ ମୁକବଧିର ବିଦ୍ୟାଳୟରେ ଜନ୍ମଦିନ ପାଳିଲେ ଆକାଶ ଦାସନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରତିବର୍ଷ ନିଜ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କରୁଥିବା ଆକାଶ ଦାସନାୟକ ରବିବାର ଦିନ ପଳାସପଲ୍ଲୀସ୍ଥିତ ମୁକବଧିର ବିଦ୍ୟାଳୟରେ ଜନ୍ମଦିନ ପାଳନ କରିଛନ୍ତି।
(ଭୁବନେଶ୍ୱର): ଓଡ଼ିଆ ସିନେମା ଜଗତର ଲୋକପ୍ରିୟ ଅଭିନେତା, ‘ମୋ...
ଓପିଏସସି ପକ୍ଷରୁ ୭,୨୭୬ଟି ‘ମେଡିକାଲ ଅଫିସର’ ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆଜି ସରିବ ଆବେଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅନେକ ଡାକ୍ତର (ମେଡିକାଲ ଅଫିସର) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ରାଜ୍ୟର ବିଭିନ୍ନ ଡାକ୍ତରଖାନା ପାଇଁ ୭...
ଏସିଆ କପ୍ ଚାମ୍ପିୟନ ଟିମ୍ ଇଣ୍ଡିଆ: ଫାଇନାଲରେ ଶ୍ରୀଲଙ୍କା ବିପକ୍ଷରେ ଦମଦାର ବିଜୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏସିଆ କପ୍ ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ଚାମ୍ପିୟନ ହେଲା ଭାରତ
ଶ୍ରୀଲଙ୍କା ୫୦ ରନରେ ଅଲଆଉଟ, ୧୦ ୱିକେଟରେ ଭାରତ ଜିତିଲା ମ୍ୟାଚ
ଅଷ୍ଟମ ଥର ପାଇଁ ଏସିଆ କପ୍...
ଭଉଣୀଙ୍କ ଅନ୍ତିମ ଦର୍ଶନ ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ସ୍ଵର୍ଗତ ଭଉଣୀ ଗୀତା ମେହେଟ୍ଟାଙ୍କୁ ଶେଷ ଦର୍ଶନ କରିବା ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରେ ଭଉଣୀ ଗୀତା ମେହେଟ୍ଟାଙ୍କର ଶେଷ କୃତ୍ୟ ସମ୍ପନ୍ନ ହେବ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...





















