Independence Day

କୋଟା ଆତ୍ମହତ୍ୟା: ସମସ୍ୟାର ମୂଳକୁ ଯିବା ଦରକାର

ଭାସ୍କର ପରିଚ୍ଛା  ରାଜସ୍ଥାନର କୋଟାରେ ବଢ଼ୁଥିବା ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା ସମସ୍ୟାର ଆତ୍ମଚିନ୍ତନ ପାଇଁ ଉଚ୍ଚସ୍ତରୀୟ ବୈଠକ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଇବା ଏବେ ଘୋର ଚିନ୍ତାର ବିଷୟ ହୋଇଛି। ଏହା ଏକ ମହାମାରୀ...

କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡ଼ୁଆ, ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଖାରଜ

ଓଡ଼ିଶାଲାଇଭ୍ ବ୍ୟୁରୋ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ପାଇଁ ଅଡ଼ୁଆ ବଢିଛି। ସୌରୀନଙ୍କ ଆଗୁଆ ଜାମିନ ଆବେଦନକୁ ବୁଧବାର ହାଇକୋର୍ଟ ଖାରଜ କରିଛନ୍ତି। ଜଣେ ଯୁବତୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ ମାମଲାରେ ଏବେ ତାଙ୍କୁ ଗିରଫ...

ଜାତୀୟ କ୍ରୀଡ଼ା ଦିବସ ଅବସରରେ ଓଡ଼ିଶାର କ୍ରୀଡ଼ା ବ୍ୟକ୍ତିତ୍ଵଙ୍କୁ ‘ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର’

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ 'ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର' ସମାରୋହ ସ୍ଵସ୍ତି ସିଂହଙ୍କୁ ଶ୍ରେଷ୍ଠ କ୍ରୀଡ଼ାବିତ ଓ ପ୍ରଦୀପ ଷଡ଼ଙ୍ଗୀଙ୍କୁ ଶ୍ରେଷ୍ଠ ପ୍ରଶିକ୍ଷକ ସମ୍ମାନ ପିଟର ତିର୍କୀ ଓ ରାଜେନ୍ଦ୍ର ସିଂହକୁ ଲାଇଫ...

ଓପିଟିସିଏଲରେ ୬୮ଟି ମ୍ୟାନେଜମେଣ୍ଟ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୨୪

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ (ଓପିଟିସିଏଲ) ପକ୍ଷରୁ ୬୮ଟି ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଓପିଟିସିଏଲ ବିଭିନ୍ନ ବିଭାଗରେ ଖାଲିଥିବା ମ୍ୟାନେଜମେଣ୍ଟ ଟ୍ରେନି ଓ ଜୁନିୟର ମ୍ୟାନେଜମେଣ୍ଟ...

ଅକ୍ଟୋବର ୧୫ରେ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରି ପରୀକ୍ଷା, ଓପିଏସସି ପକ୍ଷରୁ ବିଜ୍ଞପ୍ତି ଜାରି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ) ପରୀକ୍ଷା ପାଇଁ ମଙ୍ଗଳବାର ତାରିଖ ଘୋଷଣା ହୋଇଛି। ଆସନ୍ତା ଅକ୍ଟୋବର ୧୫ ତାରିଖରେ ଓସିଏସ ପ୍ରିଲିମିନାରି ପରୀକ୍ଷା ହେବ। ଏନେଇ ଓଡ଼ିଶା ଲୋକ ସେବା ଆୟୋଗ...

କେନ୍ଦ୍ର କ୍ୟାବିନେଟ ନିଷ୍ପତ୍ତି: ଉଜ୍ଜ୍ଵଳା ଯୋଜନା ଗ୍ୟାସ ସିଲିଣ୍ଡର ଉପରେ ୨୦୦ ଟଙ୍କାର ଅତିରିକ୍ତ ସବସିଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ଉପରେ ଏବେ ସବସିଡି ମିଳିବାକୁ ଯାଉଛି। ଉଜ୍ଜ୍ଵଳା ଯୋଜନାର ହିତାଧିକାରୀଙ୍କୁ ଘରୋଇ ଗ୍ୟାସ ସିଲିଣ୍ଡର ବାବଦକୁ ୨୦୦ ଟଙ୍କାର ଅତିରିକ୍ତ ସବସିଡି ମିଳିବ। ଏହି ପ୍ରସ୍ତାବକୁ...

ଆଜି ଓଡ଼ିଶାର ୪ କ୍ରୀଡ଼ା ବ୍ୟକ୍ତିତ୍ଵଙ୍କୁ ମିଳିବ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର, ଜାଣନ୍ତୁ ସେମାନଙ୍କ ସମ୍ପର୍କରେ କିଛି...

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ପାଳିତ ହେଉଛି ଜାତୀୟ କ୍ରୀଡ଼ା ଦିବସ। ଏହି ଅବସରରେ ଓଡ଼ିଶାର କ୍ରୀଡ଼ାବିତ ତଥା କ୍ରୀଡ଼ା ପ୍ରଶିକ୍ଷକମାନଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ସମ୍ମାନଜନକ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯିବ।...

‘ଇଚ୍ଛାପତ୍ର’ରେ ପଦ୍ମଶ୍ରୀ ଡକ୍ଟର ଜୟନ୍ତ ମହାପାତ୍ରଙ୍କ ଶେଷଇଚ୍ଛା

ଓଡ଼ିଶାଲାଇଭ୍ ବ୍ୟୁରୋ ଚିରନିଦ୍ରାରେ ଶୋଇବା ପୂର୍ବରୁ ନିଜ ଶେଷଇଚ୍ଛାକୁ ପତ୍ରରେ ଲେଖିଥିଲେ ବିଶିଷ୍ଟ କବି ପଦ୍ମଶ୍ରୀ ଡକ୍ଟର ଜୟନ୍ତ ମହାପାତ୍ର। ଦେହାନ୍ତ ପୂର୍ବରୁ ନିଜର ଶେଷଇଚ୍ଛା ପ୍ରକାଶ କରିଥିଲେ ପ୍ରଖ୍ୟାତ ସାହିତ୍ୟିକ ତଥା ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ...

ଆଜି ଜାତୀୟ କ୍ରୀଡ଼ା ଦିବସ: ମନେ ପଡ଼ନ୍ତି ହକିର ଯାଦୁଗର ମେଜର ଧ୍ୟାନଚାନ୍ଦ  

ଓଡ଼ିଶାଲାଇଭ୍‌ ବ୍ୟୁରୋ ଭାରତର ଜାତୀୟ ଖେଳ ‘ହକି’ର ଜନ୍ମଦାତା ହେଉଛନ୍ତି ମେଜର ଧ୍ୟାନଚାନ୍ଦ। ତାଙ୍କ ଜନ୍ମଦିନକୁ ଦେଶରେ ‘ଜାତୀୟ କ୍ରୀଡା ଦିବସ’ ଭାବେ ପାଳନ କରାଯାଏ। ଆସନ୍ତୁ ଜାଣିବା ଧ୍ୟାନଚାନ୍ଦଙ୍କ ବିଷୟରେ କିଛି ଅଜଣା କଥା। ଭାରତରେ ଆଜି...

ସାରା ଓଡ଼ିଶାରେ ଡେଙ୍ଗୁର ପ୍ରକୋପ ଜାରି, ୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ସାରା ଓଡ଼ିଶାରେ ଏବେ ଡେଙ୍ଗୁର ପ୍ରକୋପ ଜାରି ରହିଛି। ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ପାର କରିଛି। କେବଳ ବୌଦ୍ଧ ଜିଲ୍ଲାକୁ ବାଦ୍ ଦେଲେ ଅନ୍ୟ ସବୁ ଜିଲ୍ଲାରେ...