Independence Day

ଇସ୍ରୋ ବୈଜ୍ଞାନିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ, ୨୩ ଅଗଷ୍ଟକୁ ‘ଜାତୀୟ ମହାକାଶ ଦିବସ’ ରୂପେ ପାଳନ କରିବାକୁ ଘୋଷଣା

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଚନ୍ଦ୍ରଯାନ-୩’ ଅଭିଯାନରେ ସାମିଲ ଥିବା ବୈଜ୍ଞାନିକମାନଙ୍କୁ ଭେଟିଛନ୍ତି। ଶନିବାର ସକାଳେ ସେ ଗ୍ରୀସରୁ ସିଧା ବେଙ୍ଗାଳୁରୁ ଆସି ଇସ୍ରୋର ‘ମିଶନ କଣ୍ଟ୍ରୋଲ୍‌ କମ୍ପ୍ଲେକ୍ସ’ରେ ବୈଜ୍ଞାନିକମାନଙ୍କୁ ସାକ୍ଷାତ କରିଥିଲେ।...

ଓପିଏସସି କାର୍ଯ୍ୟାଳୟରେ ୩୩ଟି ‘ଜୁନିୟର ଆସିଷ୍ଟାଣ୍ଟ’ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୮

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଲୋକସେବା ଆୟୋଗରେ ୩୩ଟି ଜୁନିୟର ଆସିଷ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏନେଇ ଓଡ଼ିଶା ଓପିଏସସି ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ ନିଯୁକ୍ତ ପ୍ରାର୍ଥୀମାନଙ୍କୁ କଟକ...

ପ୍ରଦୀପ ବନାମ ବିଜେଡି: ତିନି ଘଣ୍ଟା ଧରି ରଣକ୍ଷେତ୍ର ପାଲଟିଲା ଲାଞ୍ଜିପଲ୍ଲୀ ରାଜପଥ

ଓଡ଼ିଶାଲାଇଭ୍ ବ୍ୟୁରୋ ୫-ଟି ସଚିବଙ୍କ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଚ୍ୟାଲେଞ୍ଜ କଲେ, ରାଜ ରାସ୍ତାରେ ହଟହଟା ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଶୁକ୍ରବାର ଦିନ ଗଞ୍ଜାମ ଜିଲ୍ଲାର ବାଲାଜୀ ବିଦ୍ୟାପୀଠାରେ ହେବାକୁ ଥିବା ସଭାରେ...

ସ୍ଵର୍ଗତ ସ୍ୱାମୀଙ୍କ ଜନ୍ମଦିନରେ ପତ୍ନୀଙ୍କ ନିଆରା ଉପହାର, କମ୍ପ୍ୟୁଟର ଶିକ୍ଷା ପାଇଁ ସ୍କୁଲକୁ ଅର୍ଥ ଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍ଵର୍ଗତ ସ୍ଵାମୀଙ୍କ ଜନ୍ମ ଦିବସରେ ଛାତ୍ରଛାତ୍ରୀଙ୍କ କମ୍ପ୍ୟୁଟର ଶିକ୍ଷା ପାଇଁ ଅର୍ଥ ଦାନ କଲେ ପତ୍ନୀ। ସ୍ୱର୍ଗତ ପ୍ରଫେସର ଡାକ୍ତର ଚିତ୍ତରଞ୍ଜନ କରଙ୍କ ୬୦ତମ ଜନ୍ମଦିନରେ ବ୍ରହ୍ମପୁରର ସରକାରୀ କୁଇନ ଅଫ୍...

ଭୁବନେଶ୍ଵର ମହାନଗର ନିଗମରେ ସୃଷ୍ଟି ହେବ ଆଉ ୪୨୬ଟି ନୂଆ ପଦବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆହୁରି ଦକ୍ଷ ହେବ ଭୁବନେଶ୍ଵର ମହାନଗର ନିଗମ (ବିଏମସି)। ବିଏମସିରେ ୪୧୬ଟି ନୂତନ ପଦବୀ ପାଇଁ ଅନୁମୋଦନ କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ବିଏମସିରେ ୨୧୦ଟି ପଦବୀ ରହିଥିଲା। ଏବେ ନୂଆ...

ବିଶ୍ଵ ଆଥଲେଟିକ୍ସ ଚାମ୍ପିୟନସିପ: ଜାଭେଲିନ ଥ୍ରୋ ଫାଇନାଲରେ ଓଡ଼ିଆ ଆଥଲେଟ କିଶୋର ଜେନା

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ଆଥଲେଟିକ୍ସ ଚାମ୍ପିୟନସିପରେ ଚମକିଛନ୍ତି ଓଡ଼ିଆ ଆଥଲେଟ କିଶୋର ଜେନା। ହଙ୍ଗେରୀର ବୁଡାପେଷ୍ଟରେ ଚାଲୁଥିବା ଏହି ଟୁର୍ଣ୍ଣାମେଣ୍ଟର ଜାଭେଲିନ ଥ୍ରୋ ଫାଇନାଲ ରାଉଣ୍ଡରେ ପ୍ରବେଶ କରିଛନ୍ତି କିଶୋର। ସେ ଯୋଗ୍ୟତା ପର୍ଯ୍ୟାୟରେ...

ଗୌହାଟି ହାଇକୋର୍ଟରେ ହେବ ମଣିପୁର ହିଂସା ମାମଲାର ଶୁଣାଣି – ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ମଣିପୁରରେ ହୋଇଥିବା ହିଂସାରେ ଏବେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଏହି ହିଂସା ସଙ୍କ୍ରାନ୍ତୀୟ ଅନେକ ପିଟିସନ ସୁପ୍ରିମକୋର୍ଟରେ ଦୟାର ହୋଇଛି। ସୁପ୍ରିମକୋର୍ଟ ମଣିପୁର ହିଂସା ମାମଲାରେ ଆସୁଥିବା ଆବେଦନଗୁଡ଼ିକର...

ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟରେ ସାଇବର ସୁରକ୍ଷା ହାକାଥନ୍ ‘କୱଚ-୨୦୨୩’ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ସ୍ଥିତ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟରେ ସାଇବର ସୁରକ୍ଷା ହାକାଥନ୍ 'କୱଚ-୨୦୨୩' ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଇବର ସୁରକ୍ଷାକୁ ନେଇ ୩୬ ଘଣ୍ଟିଆ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହି ହାକାଥନରେ ପୂର୍ବଭାରତର ବିଭିନ୍ନ...

ଗଞ୍ଜାମ: ସଭାସ୍ଥଳରେ ପହଞ୍ଚିବା ପୂର୍ବରୁ ଲାଞ୍ଜିପଲ୍ଲୀଠାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଜୋରଦାର ବିରୋଧ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ଦିନ ଗଞ୍ଜାମ ଜିଲ୍ଲାର ବାଲାଜୀ ବିଦ୍ୟାପୀଠାରେ ହେବାକୁ ଥିବା ସଭାରେ ଯୋଗ ଦେବାକୁ ଯାଉଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଅଧାବାଟରେ ଜୋରଦାର ବିରୋଧ କରାଯାଇଛି। ପ୍ରଦୀପ ପାଣିଗ୍ରାହୀ ବ୍ରହ୍ମପୁରରେ...

ଆମେରିକା ରାଷ୍ଟ୍ରପତି ନିର୍ବାଚନ ଜାଲିଆତି ମାମଲା: ଗିରଫ ହେଲେ ଡୋନାଲ୍ଡ ଟ୍ରମ୍ପ, ୨୦ ମିନିଟରେ ମିଳିଲା ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଜାଲିଆତି ମାମଲାରେ ଗିରଫ ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଗୁରୁବାର ରାତିରେ ଆମେରିକାର ଜର୍ଜିଆ ରାଜ୍ୟର ଆଟଲାଣ୍ଟାରେ ଆତ୍ମସମର୍ପଣ ପରେ ତାଙ୍କୁ ଗିରଫ କରାଯାଇଥିଲା।...