Independence Day

ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ ଜାରି: ଉଭୟ ରାଜ୍ୟରେ ୮୧ରୁ ଅଧିକ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ଭାରତର ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ ଜାରି ରହିଛି। ଏହି ଦୁଇ ରାଜ୍ୟରେ ଅତି ପ୍ରବଳ ବର୍ଷା ସହ ଭୂସ୍ଖଳନର ବିଧ୍ଵଂସ ଦେଖିବାକୁ ମିଳିଛି। ଏଥିରେ ଉଭୟ...

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜିଠୁ ଓଡ଼ିଶାରେ ପ୍ରବଳ ବର୍ଷା!

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ପୂର୍ବ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ହେବାକୁ ଲାଗିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତୀବ୍ର ବୃଷ୍ଟିପାତ...

କେନ୍ଦ୍ର କ୍ୟାବିନେଟ ନିଷ୍ପତ୍ତି: ନିର୍ଗୁଣ୍ଡି-ବିଜୟନଗରମ୍ ତୃତୀୟ ରେଳ ଲାଇନକୁ ମଞ୍ଜୁରୀ, ଖର୍ଚ୍ଚ ହେବ ୫ ହଜାର ୬୧୮ କୋଟି...

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ବିଭିନ୍ନ ରାଜ୍ୟରେ ୭ଟି ବଡ଼ ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର କ୍ୟାବିନେଟର ଅନୁମତି ମିଳିଛି। ଏଥିପାଇଁ ୩୨ ହଜାର ୫୧୨ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହିସବୁ ରେଳ ପ୍ରକଳ୍ପ...

ଭୁବନେଶ୍ୱର ମେଟ୍ରୋ ପାଇଁ ଡିପିଆର ପ୍ରସ୍ତୁତି ଶେଷ, ମୋଟ ୨୬ କିଲୋମିଟରରେ ରହିବ ୨୦ଟି ଷ୍ଟେସନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପର କାମ ଆଉ ପାଦେ ଆଗେଇଛି। ରାଜଧାନୀରେ ମେଟ୍ରୋ ଚଳାଚଳ ପାଇଁ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ବା ଡିପିଆର ପ୍ରସ୍ତୁତି ସରିଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ମେଟ୍ରୋ...

ଓଡ଼ିଶାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ: ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ କଲେ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ଗୁରୁବାର ସକାଳେ ଶ୍ରୀମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ସେ ଶ୍ରୀମନ୍ଦିର...

ଭାରତୀୟ ରେଳବାଇର ଉତ୍ତର ଜୋନରେ ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଅଗଷ୍ଟ ୨୮ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ରେଳବାଇରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର। ରେଲୱେର ଉତ୍ତର ଜୋନ (ଏନଆର୍)ରେ ଆସିଷ୍ଟାଣ୍ଟ ଲୋକୋ ପାଇଲଟ୍, ଟେକ୍‌ନିସିଆନ୍, ଜୁନିୟର ଇଞ୍ଜିନିୟର, ଟ୍ରେନ୍ ମ୍ୟାନେଜର ଭଳି ଅନେକ ପଦବୀ...

ଆଜିଠୁ ୩ ଦିନ ଅହୋରାତ୍ର ଧାରଣାରେ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଭିନ୍ନ ଦାବିରେ ଭୁବନେଶ୍ଵର ଲୋୟର ପିଏମଜିରେ ବୁଧବାରଠାରୁ ଅହୋରାତ୍ର ଧାରଣାକୁ ଓହ୍ଲାଇଛନ୍ତି ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ (ଓଷ୍ଟା)। ଚାକିରିର ସର୍ତ୍ତାବଳୀ ଏବଂ ପେନସନ ବ୍ୟବସ୍ଥା ଦାବିରେ ୫୦ ହଜାରରୁ ଅଧିକ...

ବରଗଡ଼ ଜିଲ୍ଲାରେ ୩ଟି ବୃହତ ସେତୁ ନିର୍ମାଣକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ, ଖର୍ଚ୍ଚ ହେବ ୩୯ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ବରଗଡ଼ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ଓଡ଼ିଶା ସରକାରଙ୍କ ଅନୁମତି ମିଳିଛି। ଏଥିପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହି ସେତୁ ପ୍ରକଳ୍ପ ଦ୍ୱାରା ବରଗଡ଼ରେ ଗମନାଗମନ...

କେନ୍ଦ୍ର କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି: ପିଏମ୍ ଇ-ବସ୍ ସେବା ଓ ବିଶ୍ଵକର୍ମା ଯୋଜନାକୁ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ (ପିଏମ୍) ଇ-ବସ୍ ସେବା ଏବଂ ବିଶ୍ଵକର୍ମା ଯୋଜନାକୁ ମଞ୍ଜୁରୀ ପ୍ରଦାନ...

ଅଗ୍ରଣୀ ଡିଜିଟାଲ ମିଡିଆ ପ୍ଲାଟଫର୍ମ ଓଡ଼ିଶାଲାଇଭରେ ଜେନେରାଲ୍ ମ୍ୟାନେଜର ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ...

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଅଗ୍ରଣୀ ଡିଜିଟାଲ ମିଡିଆ ପ୍ଲାଟଫର୍ମ ଓଡ଼ିଶାଲାଇଭ୍ ପକ୍ଷରୁ ଜେନେରାଲ୍ ମ୍ୟାନେଜର (କଣ୍ଟେଣ୍ଟ ଆଣ୍ଡ ଅପରେସନ୍ସ) ପଦବୀ ଲାଗି ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିପାଇଁ ସଂସ୍ଥା ପକ୍ଷରୁ ଆବେଦନ ଆହ୍ୱାନ...