Independence Day

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଝାରସୁଗୁଡ଼ାର ଗ୍ରାମାଞ୍ଚଳରେ ଶିକ୍ଷାର ବିକାଶ ପାଇଁ ‘ଆର୍ଟଶାଳା’ କାର୍ଯ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଝାରସୁଗୁଡ଼ାର ଗ୍ରାମାଞ୍ଚଳରେ ଶିକ୍ଷାର ବିକାଶ ଉଦ୍ଦେଶ୍ୟରେ ‘ଆର୍ଟଶାଳା’ ନାମକ ଏକ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଝାରସୁଗୁଡ଼ାର ପୂର୍ଣ୍ଣା ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏହି...

ବୌଦ୍ଧ: ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କରିବା ଅଭିଯୋଗରେ ସ୍ୱାମୀ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିବା ଅଭିଯୋଗରେ ଗିରଫ ହୋଇଛି ସ୍ୱାମୀ। ଏହିଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଗଣ୍ଡାପାଜୁ ଗ୍ରାମରେ। ଗିରଫ...

ଏବେ ଓଡ଼ିଆ ସହ ଅନ୍ୟ ଆଞ୍ଚଳିକ ଭାଷାରେ ପଢ଼ାଯିବ ସିବିଏସଇ ପାଠ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ଏବେ ଓଡ଼ିଆରେ ମଧ୍ୟ ପଢ଼ାଯିବ ସିବିଏସଇ ପାଠ୍ୟକ୍ରମ। ଓଡ଼ିଆ ସହ ଦେଶର ଅନ୍ୟ ୨୨ଟି ଆଞ୍ଚଳିକ ଭାଷାରେ ମଧ୍ୟ ସିବିଏସଇ ପାଠ୍ୟକ୍ରମ ପଢ଼ିପାରିବେ ଛାତ୍ରଛାତ୍ରୀ। ହିନ୍ଦୀ ଓ ଇଂରାଜୀ ବ୍ୟତୀତ ଆଞ୍ଚଳିକ...

ଭାରତର ଦ୍ଵିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ରେକର୍ଡ। ସେ ଏବେ ଭାରତର ଦ୍ଵିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି...

ଆସନ୍ତାକାଲି ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଜୁଲାଇ ୨୩ ତାରିଖରେ ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ। ସକାଳ ୯ଟାରେ ହୀରାକୁଦରୁ ବନ୍ୟାଜଳ ନିଷ୍କାସନ କରିବାକୁ ସମୟ ଧାର୍ଯ୍ୟ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୫ ଗେଟ୍ ଖୋଲାଯିବ। ସ୍ଥିତି ଦେଖି...

ବାହାନଗା ଟ୍ରେନ ଟ୍ରାଜେଡି: ଏବେ ସୁଦ୍ଧା ଚିହ୍ନଟ ହୋଇନି ୪୧ ଯାତ୍ରୀଙ୍କ ମୃତଦେହ

ଓଡ଼ିଶାଲାଇଭ୍ ବ୍ୟୁରୋ ବାଲେଶ୍ଵର ଜିଲ୍ଲା ବାହାନଗାରେ ହୋଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାର ଦେଢ଼ ମାସ ପରେ ବି ୪୧ ଜଣ ମୃତ ଯାତ୍ରୀଙ୍କ ପରିଚୟ ମିଳିପାରିନି। ଏହି ଟ୍ରେନ ଟ୍ରାଜେଡିରେ ପ୍ରାଣ ହରାଇଥିବା ୨୫୪...

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ନେଇ ଆସନ୍ତା ୨୬ ଯାଏଁ ବିଭିନ୍ନ ଜିଲ୍ଲାକୁ ସତର୍କ...

ଓଡ଼ିଶାଲାଇଭ୍ ବ୍ୟୁରୋ ଆସିବାକୁ ଯାଉଛି ଆଉ ଏକ ଲଘୁଚାପ। ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା...

କ୍ୟାବିନେଟ ନିଷ୍ପତ୍ତି: ରାଜ୍ୟରେ ନିର୍ମାଣ ହେବ ୧୧ଟି ସାମୂହିକ କର୍କଟ ଚିକିତ୍ସା କେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ କର୍କଟ ରୋଗୀଙ୍କ ଚିକିତ୍ସାକୁ ଆହୁରି ଉନ୍ନତ କରିବା ପାଇଁ ରାଜ୍ୟ କ୍ୟାବିନେଟ ପକ୍ଷରୁ ୧ ହଜାର ୧ କୋଟି ୧୪ ଲକ୍ଷ ଟଙ୍କା ଅନୁମୋଦନ କରାଯାଇଛି। ଏହି ଅର୍ଥରେ ଆସନ୍ତା...

୧୭ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଲୋକସେବା ଭବନରେ ଆୟୋଜିତ ରାଜ୍ୟ କ୍ୟାବିନେଟର ୬୨ତମ ବୈଠକରେ...

ଜ୍ଞାନବାପୀ ମସଜିଦ ମାମଲା: ଏଏସଆଇ ସର୍ଭେ ପାଇଁ ଅନୁମତି ଦେଲେ ବାରାଣାସୀ କୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଜ୍ଞାନବାପୀ ମସଜିଦ ମାମଲାରେ ଶୁକ୍ରବାର ଦିନ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି ବାରାଣାସୀ କୋର୍ଟ। ଜ୍ଞାନବାପୀ ମସଜିଦ ପରିସରରେ ଭାରତୀୟ ପ୍ରତ୍ନତତ୍ତ୍ଵ ବିଭାଗ (ଏଏସଆଇ) ସର୍ଭେ କରିବାକୁ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି।...