ଭିଜିଲାନ୍ସ ଜାଲରେ ହରଭଙ୍ଗା ଥାନା ଆଇଆଇସି
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ହରଭଙ୍ଗା ଆଇଆଇସି ପୁଷ୍ପଲତା ରାଉତରାୟ। ଶୁକ୍ରବାର ଦିନ ବାଲିଘାଟ ଠିକାଦାରଙ୍କଠାରୁ ଲକ୍ଷେ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ପୁଷ୍ପଲତାଙ୍କୁ କାବୁ କରିଛି ବ୍ରହ୍ମପୁର ଏବଂ...
ମହାପ୍ରଭୁଙ୍କ ବନକଲାଗି ନୀତିରେ ବିଶୃଙ୍ଖଳା, ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବିଶୃଙ୍ଖଳା ବାବଦରେ ଦତ୍ତମହାପାତ୍ର ନିଯୋଗକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନୋଟିସ ଜାରି ହୋଇଛି। ଏଥିରେ ୪...
ମୟୂରଭଞ୍ଜ: ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ଦୁଇଜଣଙ୍କୁ ଗିରଫ କଲା ଖୁଣ୍ଟା ଥାନା ପୋଲିସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ପୋଲିସ ଦୁଇଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସାଇକୁଲା ଗ୍ରାମର ଶାନ୍ତନୁ ସାହୁ ଓ...
ସଂସଦରେ ମଣିପୁର ହିଂସାର ତାତି, ସୋମବାର ଯାଏଁ ଉଭୟ ଲୋକସଭା ଓ ରାଜ୍ୟସଭା ମୁଲତବୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମଣିପୁର ହିଂସା ପ୍ରସଙ୍ଗକୁ ନେଇ ଏବେ ସାରା ଦେଶରେ ରାଜନୈତିକ ମାହୋଲ ସରଗରମ ରହିଛି। ଏହାର ପ୍ରଭାବ ସଂସଦର ମୌସୁମୀ ଅଧିବେଶନର ଦ୍ଵିତୀୟ ଦିନରେ ମଧ୍ୟ ଦେଖିବାକୁ ମିଳିଛି। ଏହି ହିଂସା...
ରାଜ୍ୟରେ ଜୁଲାଇ ୨୭ ଯାଏଁ ବଢ଼ିବ ବର୍ଷା! ସଜାଗ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ପରାମର୍ଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତା ୨୬ ଏବଂ ୨୭...
‘ମୋଦୀ ସରନେମ’ ମାମଲା: ଅଗଷ୍ଟ ୪ରେ ହେବ ରାହୁଲଙ୍କ ଫଇସଲା
ଓଡ଼ିଶାଲାଇଭ୍ ବ୍ୟୁରୋ
‘ମୋଦୀ ସରନେମ’ ମାମଲାରେ ଗୁଜରାଟ ହାଇକୋର୍ଟଙ୍କଠାରୁ ଝଟକା ମିଳିବା ପରେ ସୁପ୍ରିୟମକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ଦିନ ରାହୁଲଙ୍କ ଆବେଦନ ଉପରେ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ।...
ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ଲାଗିବାର ସମ୍ଭବନା ରହିଛି।
କୃଷି, ସ୍ଵାସ୍ଥ୍ୟ,...
ମୁକ୍ତା ଯୋଜନାରେ ନିର୍ମିତ ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣାବେକ୍ଷଣ, ପୌରସଂସ୍ଥାଗୁଡ଼ିକୁ ରାଜ୍ୟ ସରକାରଙ୍କ ନିର୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା ଅଧିନରେ ନିର୍ମାଣ ହୋଇଥିବା ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳ ଓ ପୌରାସଂସ୍ଥାଗୁଡ଼ିକୁ ନିର୍ଦେଶ ଦିଆଯାଇଛି। ରାଜ୍ୟର...
ଆଇବିପିଏସ ପକ୍ଷରୁ ‘ବ୍ୟାଙ୍କିଂ କ୍ଲର୍କ’ ନିଯୁକ୍ତି ପରୀକ୍ଷା ପାଇଁ ଆବେଦନ ଜାରି, ଆଜି ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ବିଭିନ୍ନ ବ୍ୟାଙ୍କରେ ଅନେକ ବ୍ୟାଙ୍କିଂ କ୍ଲର୍କ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏହି ୪ ହଜାର ୪୫ଟି ପଦବୀ ପୂରଣ ପାଇଁ ଇନ୍ସଷ୍ଟିଚ୍ୟୁଟ୍ ଅଫ ବ୍ୟାଙ୍କିଂ ପର୍ସନାଲ୍...
ଗର୍ଭାବସ୍ଥାରେ କେମିତି ପଡ଼େ ଥାଇରଏଡର ପ୍ରଭାବ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
[youtube https://www.youtube.com/watch?v=4vVQQ6JIU0Y]
ଆମ ଶରୀରର ସବୁ କାର୍ଯ୍ୟ ଥାଇରଏଡ୍ ହରମୋନ ଉପରେ ନିର୍ଭର କରିଥାଏ। ଏହି ହରମୋନ୍ କ୍ଷରଣରେ ବ୍ୟତିକ୍ରମ ଘଟିଲେ ଥାଇରଏଡ୍ ସମସ୍ୟା ଦେଖାଯାଏ। ପୁରୁଷଙ୍କ ଅପେକ୍ଷା ମହିଳାଙ୍କଠାରେ ଏହି...





















