Independence Day

ବେଙ୍ଗାଳୁରୁରେ ବିରୋଧୀ ଗୋଷ୍ଠୀଙ୍କ ଦ୍ଵିତୀୟ ବୈଠକ, ୨୦୨୪ ନିର୍ବାଚନୀ ରଣନୀତି ପାଇଁ ମାନସମନ୍ଥନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ବିରୋଧୀ ଏକତାକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ମଙ୍ଗଳବାର ବେଙ୍ଗାଳୁରୁରେ ବସିବ ବିରୋଧୀ ଦଳଙ୍କ ଦ୍ଵିତୀୟ ଗରୁତ୍ଵପୂର୍ଣ୍ଣ ବୈଠକ। ଏଥିରେ କଂଗ୍ରେସ ସମେତ ୨୪ଟି ବିରୋଧୀ ଦଳର ନେତାମାନେ ଯୋଗ...

କଂଗ୍ରେସରୁ ନିଲମ୍ବନ ପରେ ମୁହଁ ଖୋଲିଲେ ଚିରଞ୍ଜୀବ: “ବେଇମାନି ମୋ ରକ୍ତରେ ନାହିଁ”

ଓଡ଼ିଶାଲାଇଭ୍ ବ୍ୟୁରୋ “ମୁଁ ଗୋଟେ କଂଗ୍ରେସ ପରିବାରର ମଣିଷ। ପିଲାଟି ଦିନରୁ କଂଗ୍ରେସ ବାବଦରେ ଭଲ ଶିକ୍ଷା ପାଇଛି। ମୋ ବାପା ବସନ୍ତ କୁମାର ବିଶ୍ଵାଳଙ୍କର ଓଡ଼ିଶାରେ କଂଗ୍ରେସ ପାଇଁ ଅନେକ ଯୋଗଦାନ ରହିଛି। ମୋ...

ୟୁନିଟ-୯ ବାଳିକା ହାଇସ୍କୁଲ ମିଶ୍ରଣ ପ୍ରସଙ୍ଗ, ଗେଟରେ ତାଲାପକାଇ ଧାରଣାରେ ବସିଲେ ଛାତ୍ରୀ ଓ ଅଭିଭାବକ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ୟୁନିଟ-୯ ବାଳିକା ହାଇସ୍କୁଲର ସେହି ଅଞ୍ଚଳର ହାଇସ୍କୁଲ ସହ ମିଶ୍ରଣ ପ୍ରତିବାଦରେ ଧାରଣାରେ ବସିଲେ ଛାତ୍ରୀ ଓ ଅଭିଭାବକ। ସୋମବାର ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ଛାତ୍ରୀମାନେ ପାଠପଢ଼ା...

ମହାନଦୀ ଉପର ମୁଣ୍ଡରେ ପ୍ରବଳ ବର୍ଷା, ବଢ଼ୁଛି ହୀରାକୁଦର ଜଳସ୍ତର

ଓଡ଼ିଶାଲାଇଭ୍ ବ୍ୟୁରୋ ମୌସୁମୀ ପ୍ରଭାବରେ ଏବେ ରାଜ୍ୟରେ ଜାରି ରହିଥିବା ବର୍ଷା ପାଇଁ ବିଭିନ୍ନ ନଦୀର ପାଣି ବଢ଼ିବାରେ ଲାଗିଛି। ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି...

୪୩ ଲକ୍ଷ ଟଙ୍କାର ଅନଲାଇନ ଠକେଇ ମାମଲାରେ ୩ ଜଣଙ୍କୁ ଗିରଫ କଲା ବୌଦ୍ଧ ପୋଲିସ

ଓଡ଼ିଶାଲାଇଭ୍ ବ୍ୟୁରୋ (ବୌଦ୍ଧରୁ ଦେବବ୍ରତ ଦାଶ): ପ୍ରାୟ ୪୩ ଲକ୍ଷ ଟଙ୍କାର ଅନଲାଇନ ଠକେଇ ମାମଲାରେ ୩ ଜଣଙ୍କୁ ଗିରଫ କରିଛି ବୌଦ୍ଧ ପୋଲିସ। ଗିରଫ ଅଭିଯୁକ୍ତମାନେ ହେଲେ ଇ-କମର୍ସ ପ୍ଲାଟଫର୍ମ ଫ୍ଲିପକାର୍ଟର ଡେଲିଭରି...

ଆଜି ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ଓଡ଼ିଶା-ପାର୍ଶ୍ଵବର୍ତ୍ତୀ ଗାଙ୍ଗୀୟ ପଶ୍ଚିମ ବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସୋମବାର ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।...

ମାର୍କେଟ୍‌ ବିଲ୍ଡିଂ ଅନିର୍ଦ୍ଦିଷ୍ଟ କାଳ ଯାଏଁ ବନ୍ଦ, ଉଠାଦୋକାନୀଙ୍କ ବିରୋଧରେ ଧାରଣା ଦେବେ ସ୍ଥାୟୀ ବ୍ୟବସାୟୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵର ୟୁନିଟ-୨ ମାର୍କେଟ ବିଲ୍ଡିଂ ସୋମବାରଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ବନ୍ଦ ହୋଇଛି। ମାର୍କେଟ ବିଲ୍ଡିଂ ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ ଘୋଷଣା କରିଛି। ମାର୍କେଟ ବିଲ୍ଡିଂରେ...

ଆଜି ଶ୍ରାବଣର ଦ୍ଵିତୀୟ ସୋମବାର, ମହାଦେବଙ୍କୁ ଜଳଲାଗି କରିବାକୁ ଶୈବ ପୀଠରେ କାଉଡ଼ିଆଙ୍କ ଭିଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଆଜିର ଦିନରେ ମହାଦେବଙ୍କୁ ଜଳଲାଗି କରିବା ପାଇଁ ରାଜ୍ୟର ସବୁ ଶୈବ ପୀଠରେ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟର ପ୍ରମୁଖ ଶିବ ମନ୍ଦିରରେ...

ଜବାହାର ନବୋଦୟ ବିଦ୍ୟାଳୟରେ ଶିକ୍ଷାବର୍ଷ ୨୦୨୪-୨୫ରେ ନାମଲେଖା ପାଇଁ ଆବେଦନ ଜାରି, ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜବାହାର ନବୋଦୟ ବିଦ୍ୟାଳୟରେ ଶିକ୍ଷାବର୍ଷ ୨୦୨୪-୨୫ରେ ନାମଲେଖା ପାଇଁ ହେବାକୁଥିବା ପ୍ରବେଶିକା ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭାରତରେ ଥିବା ୬୪୯ଟି ନବୋଦୟ ବିଦ୍ୟାଳୟରେ...

ଭାରତୀୟ ରେଳବାଇରେ ୧୧୦୪ଟି ‘ଆପ୍ରେଣ୍ଟିସ୍’ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ଅଗଷ୍ଟ ୨

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ରେଳବାଇ ପକ୍ଷରୁ ଉତ୍ତରପୂର୍ବାଞ୍ଚଳ ରେଳ (ଏନଇଆର) ଡିଭିଜନରେ ଅନେକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଉତ୍ତରପୂର୍ବାଞ୍ଚଳ ଡିଭିଜନରେ ରେଲୱେ ଆପ୍ରେଣ୍ଟିସ ଅଧୀନରେ ଖାଲିଥିବା ୧୧୦୪ଟି ପଦବୀ ପୂରଣ...