ଆଇସିସିର ପାକିସ୍ତାନକୁ ଝଟକା: ଅହମ୍ମଦାବାଦରେ ଭାରତ-ପାକ୍ ବିଶ୍ଵକପ ମ୍ୟାଚକୁ ନେଇ ଅନିଶ୍ଚିତତା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତରେ ଚଳିତବର୍ଷ ହେବାକୁ ଯାଉଛି ଆଇସିସି କ୍ରିକେଟ ବିଶ୍ଵକପ। ଏହି ମେଗା ଟୁର୍ଣ୍ଣାମେଣ୍ଟରେ ବିଶ୍ଵର ୧୦ଟି ଦଳ ଭାଗ ନେବେ। ବିଶ୍ଵକପରେ ପୁଣି ମୁହାଁମୁହିଁ ହେବାକୁ ଯାଉଛନ୍ତି ପାରମ୍ପରିକ ପ୍ରତିଦ୍ଵନ୍ଦୀ ଭାରତ...
କେନ୍ଦୁଝର ଟ୍ରକ୍ ଧକ୍କାରେ ବରଯାତ୍ରୀଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ପରିବାର ଲାଗି ୩ ଲକ୍ଷ ଟଙ୍କାର ସହାୟତା ରାଶି...
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦୁଝର ଜିଲ୍ଲା ରାଜପଥର କୁଡ଼ିଆଘାଟି ଷଠୀଘର ନିକଟରେ କନିଆ ଘର ଆଗରେ ନାଚୁଥିବାବେଳେ ବରଯାତ୍ରୀଙ୍କ ଉପରେ ଟ୍ରକ୍ ଚଢ଼ିଯିବାରୁ ମଙ୍ଗଳବାର ବିଳମ୍ବିତ ରାତିରେ ୫ ଜଣଙ୍କର ମୃତ୍ୟୁ ହୋଇଥିଲା।
ଏହି ଘଟଣାକୁ ନେଇ...
ଏକାମ୍ର ପ୍ରକଳ୍ପ: ଭବ୍ୟ ସମାରୋହ ଭିତରେ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ହୋମ, ଯଜ୍ଞ, ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ଏକାମ୍ରକ୍ଷେତ୍ର। ସୃଷ୍ଟି ହୋଇଛି ଏକ ଆଧ୍ୟାତ୍ମିକ ପରିବେଶ। ଆଉ ଏଭଳି ଆଧ୍ୟାତ୍ମିକ ପରିବେଶ ଭିତରେ ବୁଧବାର ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ...
ବାହୁଡ଼ାଯାତ୍ରାରେ ଶ୍ରୀଜୀଉଙ୍କ ପ୍ରିୟ ‘ପୋଡ଼ ପିଠା’ ଭୋଗ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୋଡ଼ ପିଠା ହେଉଛି ଏକ ପାରମ୍ପରିକ ପିଠା। ଓଡ଼ିଶାରେ ଏହି ପିଠାର ସ୍ଵତନ୍ତ୍ର ପରିଚୟ ରହିଛି। ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ପାଇଁ ମଧ୍ୟ ପ୍ରସ୍ତୁତ ହୁଏ ଏହି ପୋଡ଼ ପିଠା। ବାହୁଡ଼ାଯାତ୍ରା ସମୟରେ...
ଶ୍ରୀମନ୍ଦିର ବାହୁଡ଼ୁଛନ୍ତି ବଡ଼ଠାକୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ନଅ ଦିନ ଧରି ଜନ୍ମବେଦୀରେ ଲୀଳାଖେଳା କରିବା ପରେ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ବଡ଼ ଭାଇ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡ଼ିବା ପରେ ପଛେ ପଛେ ଆସୁଛି ଦେବୀ ସୁଭଦ୍ରାଙ୍କ...
ପବିତ୍ର ବାହୁଡ଼ା ଯାତ୍ରା: ଶରଧାବାଲିରୁ ଗଡ଼ିଲା ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାହୁଡ଼ା ଯାତ୍ରା ଅବସରରେ ଏବେ ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଛି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁମାନେ ଭକ୍ତିଭାବରେ ରଥକୁ ଟାଣିବା ଆରମ୍ଭ କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ...
ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ଗଡ଼ିଲା ତାଳଧ୍ଵଜ ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ନଅ ଦିନର ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିଛନ୍ତି ମହାପ୍ରଭୁ। ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥକୁ ଭକ୍ତମାନେ...
କେନ୍ଦୁଝର: ବରଯାତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍, ୫ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
କନିଆ ଘର ଆଗରେ ନାଚୁଥିବାବେଳେ ବରଯାତ୍ରୀଙ୍କ ଉପରେ ଏକ ଟ୍ରକ୍ ଚଢ଼ିଯିବାରୁ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ୨୦ ନମ୍ବର ଜାତୀୟ ରାଜପଥର କୁଡ଼ିଆଘାଟି...
ଆଜି ପବିତ୍ର ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ଶ୍ରୀଜୀଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଚଳଚଞ୍ଚଳ ହୋଇଛି ଶ୍ରୀକ୍ଷେତ୍ର। ନଅ ଦିନର ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାପ୍ରଭୁ। ଏଥିପାଇଁ ବୁଧବାର ସକାଳୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଶରଧାବାଲିରେ ଘଣ୍ଟଘଣ୍ଟା...
‘ଆଇବିପିଏସ୍’ ପକ୍ଷରୁ ‘ଆରଆରବି’ ନିଯୁକ୍ତି ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ଜୁନ୍ ୩୦ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତର ବିଭିନ୍ନ ଆଞ୍ଚଳିକ ଗ୍ରାମ୍ୟ ବ୍ୟାଙ୍କ (ଆରଆରବି)ଗୁଡ଼ିକରେ ଅନେକ ଗ୍ରୁପ ‘ଏ’, ‘ଗ୍ରୁପ ‘ବି’ ଓ ଗ୍ରୁପ ‘ସି’ ଅଫିସର ଓ ଅନ୍ୟାନ୍ୟ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି।...





















