Independence Day

ଏସଏସସି ‘ସିଜିଏଲ୍’ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ମେ’ ୩ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ୭,୫୦୦ଟି ଗ୍ରୁପ୍ ‘ବି’ ଓ ଗ୍ରୁପ୍ ‘ସି’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏହି ସବୁ ପଦବୀଗୁଡ଼ିକ ପାଇଁ ମାସିକ ୨୫ ହଜାରରୁ...

ବ୍ୟାଙ୍କ ଅଫ ବରୋଦାର ନୂଆ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ହେଲେ ଓଡ଼ିଆ ପୁଅ ଦେବଦତ୍ତ ଚାନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଦେବଦତ୍ତ ଚାନ୍ଦ ବ୍ୟାଙ୍କ ଅଫ ବରୋଦାର ନୂଆ ପରିଚାଳନା ନିର୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ ହୋଇଛନ୍ତି। ସେ ଆସନ୍ତା ୩ ବର୍ଷ ଯାଏଁ ଏହି ଦାୟିତ୍ଵରେ...

ପରଲୋକରେ ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କର ସୋମବାର ସକାଳେ ମୃତ୍ୟୁ ହୋଇଛି। ସେ କିଛି ଦିନ ହେବ ଅସୁସ୍ଥ ଥିଲେ। ତେବେ ସୋମବାର ତାଙ୍କ ଦେହ ଅଧିକ ଖରାପ ହେବାରୁ ପରିବାର...

ଦମ୍ପତ୍ତିଙ୍କ ସମ୍ପର୍କ ସୁଧୁରିବାର କୌଣସି ଆଶା ନଥିଲେ ତତ୍କାଳ ଛାଡ଼ପତ୍ର ମିଳିପାରିବ – ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ବିବାହ ବିଚ୍ଛେଦକୁ ନେଇ ସୋମବାର ଦିନ ସୁପ୍ରିମକୋର୍ଟ ଏକ ଗୁରୁତ୍ଵପୂର୍ଣ୍ଣ ରାୟ ଦେଇଛନ୍ତି। ଭବିଷ୍ୟତରେ ଦମ୍ପତ୍ତିଙ୍କ ସମ୍ପର୍କ ସୁଧୁରିବାର କୌଣସି ଆଶା ନଥିଲେ ନ୍ୟାୟାଳୟ ତତ୍କାଳ ବିବାହକୁ ରଦ୍ଦ କରିପାରିବେ...

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ ସେଣ୍ଟରରେ ‘ମେକାଟ୍ରୋନିକ୍ସ’ରେ ଅତ୍ୟାଧୁନିକ ଦକ୍ଷତା ବିକାଶ ପାଠ୍ୟକ୍ରମ

ଓଡ଼ିଶାଲାଇଭ୍ ବ୍ୟୁରୋ ଅତ୍ୟାଧୁନିକ ‘ମେକାଟ୍ରୋନିକ୍ସ’ରେ ଆକର୍ଷଣୀୟ କ୍ୟାରିଅର ସୁଯୋଗ ଆଣିଦେଇଛି ଭୁବନେଶ୍ୱରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟର। ଆଇଟିଆଇ ବା ଡିପ୍ଲୋମା ଇଞ୍ଜିନିୟରିଂ ପାସ୍ କରିଥିବା ଛାତ୍ରଛାତ୍ରୀମାନେ ଏଥିରେ ତାଲିମ ନେଇ ନିଜ ଭବିଷ୍ୟତର କ୍ୟାରିଅରକୁ...

ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା, ଇସ୍ତଫା ଦେଲେ ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସ ସଭାପତି ଅଶୋକ ମିଶ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଛି ବଡ଼ ଝଟକା। ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସ ସଭାପତି ଅଶୋକ ମିଶ୍ର ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର...

ଜାତୀୟ ସ୍ତରରେ ଆଉ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ଵ, ଡକ୍ଟର ଅଜିତ କୁମାର ମହାନ୍ତି ହେଲେ ଆଣବିକ ଶକ୍ତି...

ଓଡ଼ିଶାଲାଇଭ୍ ବ୍ୟୁରୋ ସର୍ବଭାରତୀୟ ସ୍ତରରେ ଆଉ ଜଣେ ଓଡ଼ିଆଙ୍କୁ ମିଳିଛି ବଡ଼ ଦାୟିତ୍ଵ। ଭାରତର ବିଶିଷ୍ଟ ପରମାଣୁ ବିଜ୍ଞାନୀ ଡକ୍ଟର ଅଜିତ କୁମାର ମହାନ୍ତି ଏବେ ଭାରତୀୟ ଆଣବିକ ଶକ୍ତି ବିଭାଗର ନୂଆ ସଚିବ...

ଆଜିଠୁ ୩ ମାସ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ଓଡ଼ିଶାଲାଇଭ୍ ବ୍ୟୁରୋ ୩ ମାସ ଯାଏଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଏଠାରେ ମେ’ ୧ ତାରିଖରୁ ଜୁଲାଇ ମାସ ୩୧ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା...

ଆରମ୍ଭ ହେଲା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲଙ୍କ ଦ୍ଵିତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍ ଦ୍ଵିତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନ ଆରମ୍ଭ କରିଛନ୍ତି। ସୁପ୍ରିମ‌କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏ.ଏମ୍‌. ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟ୍ରିବ୍ୟୁନାଲ୍ ରବିବାର ଦିନ ଛତିଶଗଡ଼ର...

ବନ୍ଧୁକ ମୁନରୁ ଆରମ୍ଭ ବନ୍ଧୁକ ମୁନରେ ଶେଷ ଅତିକ ଅହମ୍ମଦର ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ମାଟିରେ ମିଶିଲା ଆତଙ୍କର ଅନ୍ୟ ନାଁ ଅତିକ ଅହମ୍ମଦ। ଆତିକର ହତ୍ୟା ଏବେ ରାଜନୀତିର ଏକ ଅନ୍ଧକାର ଦିଗକୁ ସାମ୍ନାକୁ ଆଣିଛି। ଅପରାଧରୁ ରାଜନୀତି ଓ ରାଜନୀତିରୁ ଅପରାଧ, ହିନ୍ଦୀ ହାର୍ଟଲାଣ୍ଡରେ...