ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀମନ୍ଦିର ରତ୍ନଭଣ୍ଡାରର ଚାବି ହଜିବା ପ୍ରସଙ୍ଗରେ ଓଡ଼ିଶା ସରକାରଙ୍କୁ ନୋଟିସ ଦେଇଛନ୍ତି ହାଇକୋର୍ଟ। ଏହି ମାମଲାରେ ହାଇକୋର୍ଟରେ ଜବାବ ଦାଖଲ କରିବା ପାଇଁ ରାଜ୍ୟ ସରକାରଙ୍କୁ ନୋଟିସରେ କୁହାଯାଇଛି। ମଙ୍ଗଳବାର ଦିନ...
କନ୍ଧମାଳ: ଡିଲ୍ ବେଳେ ଧରା ପଡ଼ିଲେ ୨ ବାଘ ଛାଲ ବେପାରୀ, ଖସିଗଲେ ଗ୍ରାହକ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଫୁଲବାଣୀରୁ ସଦାଶିବ ପାତ୍ର): କ୍ରାଇମବ୍ରାଞ୍ଚର ସ୍ପେସାଲ ଟାସ୍କ ଫୋର୍ସ (ଏସଟିଏଫ) ଜାଲରେ ଛନ୍ଦି ହୋଇଛନ୍ତି ବାଘ ଛାଲ ବେପାରୀ। ଗୋଟିଏ କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବାବେଳେ ଏସଟିଏଫ...
ଆଇସିସି ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନସିପ୍: ଫାଇନାଲ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ଅଧିନାୟକ ରୋହିତ ଶର୍ମା ଏହି ଦଳର ନେତୃତ୍ଵ ନେବେ। ଅନ୍ୟପଟେ ଅନେକ ଦିନର ବ୍ୟବଧାନ ପରେ...
ଝାରସୁଗୁଡ଼ା ଉପନିର୍ବାଚନ: ମଇଦାନରେ ପ୍ରତିଦ୍ଵନ୍ଦ୍ଵିତା କରିବେ ୯ ପ୍ରାର୍ଥୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ଦିନ ପ୍ରାର୍ଥିପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଶେଷ ହୋଇଛି। ଏବେ ଉପନିର୍ବାଚନରେ ପ୍ରତିଦ୍ଵନ୍ଦ୍ଵିତା କରିବା ପାଇଁ ୯ ଜଣ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି।...
ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି: ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ କ୍ୟାବିନେଟରେ ୧୫ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ରାଜ୍ୟ ସରକାର। ସୋମବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟର ୫୮ତମ ବୈଠକ। ଏହି ବୈଠକରେ...
ଓପିଏସସି ପକ୍ଷରୁ ଆସିଷ୍ଟାଣ୍ଟ ଏକ୍ସିକ୍ୟୁଟିଭ ଇଞ୍ଜିନିୟର ପଦବୀ ପାଇଁ ଜାରି ରହିଛି ଆବେଦନ, ଏପ୍ରିଲ ୨୮ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ଆସିଷ୍ଟାଣ୍ଟ ଏକ୍ସିକ୍ୟୁଟିଭ ଇଞ୍ଜିନିୟର ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏନେଇ ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ହୋଇଛି।...
ଦ୍ଵିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ଚାଷୀଙ୍କୁ ମିଳିଲା ୪୪୧ କୋଟିର ସୁଧ ରିହାତି
ଓଡ଼ିଶାଲାଇଭ୍ ବ୍ୟୁରୋ
ବିନା ସୁଧରେ ଚାଷୀଙ୍କୁ ମିଳିଲା ଋଣ। ଏଥିପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ଚାଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷି...
କ୍ୟାବିନେଟ ନିଷ୍ପତ୍ତି: ଆଉ ୧୦ ବର୍ଷ ଯାଏଁ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ଜାତୀୟ ହକି ଦଳର ଆଉ ୧୦ ବର୍ଷ ଯାଏଁ ପ୍ରାୟୋଜକ ହେବ ଓଡ଼ିଶା। ଏବେ ଓଡ଼ିଶା ୨୦୩୩ ପର୍ଯ୍ୟନ୍ତ ଭାରତୀୟ ହକିର ଉଭୟ ପୁରୁଷ ଓ ମହିଳା ଦଳର ପ୍ରାୟୋଜକ...
ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବା ନିଷ୍ପତ୍ତି ସଂସଦରେ ହେଉ – ବାର କାଉନସିଲ ଅଫ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବା ପ୍ରସଙ୍ଗକୁ ନେଇ ଏବେ ଦେଶରେ ଚର୍ଚ୍ଚା ଜୋର ଧରିଛି। ଏହାକୁ ନେଇ ଏବେ ସୁପ୍ରିମକୋର୍ଟରେ ଶୁଣାଣି ମଧ୍ୟ ଜାରି ରହିଛି। ତେବେ ଏହି ସମଲିଙ୍ଗୀ...
ଭୁବନେଶ୍ଵରସ୍ଥିତ ଲୋକସେବା ଭବନ ପରିସରରେ ଉଦଘାଟିତ ହେଲା ମିଲେଟ ଶକ୍ତି କାଫେ ଓ କୃଷି ସମୀକ୍ଷା କେନ୍ଦ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
'ଅକ୍ଷୟ ତୃତୀୟା' ଅବସରରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ପରିସରରେ ଉଦଘାଟିତ ହୋଇଯାଇଛି ମିଲେଟ ଶକ୍ତି କାଫେ ଓ କୃଷି ସମୀକ୍ଷା କେନ୍ଦ୍ର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି।
ଓଡ଼ିଶା ମିଲେଟ୍ସ...





















