Independence Day

ଜମ୍ମୁ-କଶ୍ମୀର ଆତଙ୍କବାଦୀ ଆକ୍ରମଣରେ ୫ ଯବାନ ସହିଦ: ଲୁହରେ ଭିଜିଲା ଓଡ଼ିଆ ସହିଦ ଯବାନ ଦେବାଶିଷଙ୍କ ଗାଁ

ଓଡ଼ିଶାଲାଇଭ୍ ବ୍ୟୁରୋ ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲ୍ଲାରେ ଗୁରୁବାର ଦିନ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଛନ୍ତି ଭାରତୀୟ ସେନାର ୫ ଜଣ ଯବାନ। ଏମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ଦେବାଶିଷ ବିଶ୍ଵାଳ। ଦେବାଶିଷଙ୍କ ଘର...

ବଦଳିଲା ସେନାରେ ସୈନିକ ଭର୍ତ୍ତି ପ୍ରକ୍ରିୟା, ଏବେ ପ୍ରଥମେ ହେବ ଲିଖିତ ପରୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ସେନାରେ ସୈନିକ ନିଯୁକ୍ତି ପାଇଁ ହେଉଥିବା ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ ହୋଇଛି। ଏବେ ସୈନିକ ହେବାପାଇଁ ଆଶାୟୀ ପ୍ରାର୍ଥୀମାନଙ୍କୁ ପ୍ରଥମେ ଲିଖିତ ପରୀକ୍ଷା ଦେବାକୁ ହେବ। ଏଥିରେ ଉତ୍ତୀର୍ଣ୍ଣ ହୋଇଥିବା...

କର୍ଣ୍ଣାଟକ ନିର୍ବାଚନ: ବରିଷ୍ଠ ନୁହେଁ ବିଜେପିକୁ ଭରସା ନୂଆ ଚେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗକୁ କର୍ଣ୍ଣାଟକ ବିଧାନସଭା ନିର୍ବାଚନ। ନିର୍ବାଚନ ବୈତରଣୀ ପାର ହେବାକୁ ବଡ଼ ନେତାଙ୍କୁ ଛାଡ଼ି ନୂଆ ଚେହେରା ଉପରେ ଭରସା କରିଛି ବିଜେପି। କର୍ଣ୍ଣାଟକରେ ଆସନ୍ତା ମେ’ ୧୦ ତାରଖରେ ହେବାକୁ ଯାଉଛି...

ତାତିରେ ଲାଗିଲା ବ୍ରେକ୍, ୪୦ ଡିଗ୍ରୀ ତଳକୁ ଖସିଲା ରାଜ୍ୟର ତାପମାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହ ଶୁକ୍ରବାର ଦିନ କମିଛି। ରାଜ୍ୟରେ କେତେକ ସ୍ଥାନରେ ହାଲୁକା ବର୍ଷା ଓ ଥଣ୍ଡା ପବନ ପାଇଁ ତାପମାତ୍ରା ହ୍ରାସ ପାଇଛି। ରାଜ୍ୟର ବିଭିନ୍ନ ସ୍ଥାନର...

ମୟୂରଭଞ୍ଜ: ବନବିଭାଗ ପକ୍ଷରୁ ୪ଟି ହାତୀଦାନ୍ତ ଜବତ, ଜଣେ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ବନ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇ ୪ଟି ହାତୀଦାନ୍ତ ଜବତ କରାଯିବା ସହ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ...

ଓଡ଼ିଶାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ବଢ଼ିଲା ପ୍ରି-ମାଟ୍ରିକ ଛାତ୍ରବୃତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସରକାର ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ପ୍ରି-ମାଟ୍ରିକ ଛାତ୍ରବୃତ୍ତିର ରାଶିକୁ ବଢ଼ାଇଛନ୍ତି। ୨୦୨୩-୨୪ ଶିକ୍ଷାବର୍ଷରେ ଏହି ବର୍ଗର ଛାତ୍ରଛାତ୍ରୀଙ୍କୁ ବର୍ଦ୍ଧିତ ଛାତ୍ରବୃତ୍ତି ଦିଆଯିବ। ଏନେଇ...

କନ୍ଧମାଳରୁ ଆସିଲା ଅଭାବନୀୟ ଚିତ୍ର: ଖଟିଆ ଭାରରେ ବୁହା ହୋଇ ଡାକ୍ତରଖାନା ଗଲେ ବୃଦ୍ଧା

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଜିଲ୍ଲାରୁ ଆସିଲା ଅଭାବନୀୟ ଚିତ୍ର। ଗାଁକୁ ରାସ୍ତା ନଥିବାରୁ ଜଣେ ବୃଦ୍ଧାଙ୍କୁ ଖଟିଆ ଭାରରେ ଡାକ୍ତରଖାନାକୁ ନିଆଗଲା। ଏହି ଘଟଣା ଘଟିଛି ମାଓବାଦୀ ପ୍ରବଣ କନ୍ଧମାଳ ଜିଲ୍ଲାର...

ଝାରସୁଗୁଡ଼ା ଉପନିର୍ବାଚନ: ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କଲା ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଗୁରୁବାର ଦିନ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୫ କ୍ୟାବିନେଟ୍ ମନ୍ତ୍ରୀ,...

ୟୁପିଏସସି ପକ୍ଷରୁ କମ୍ବାଇନ ମେଡିକାଲ ସର୍ଭିସ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ମେ’ ୯ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ୧୨୬୧ଟି ଡାକ୍ତର ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏଥିରେ ପ୍ରାର୍ଥୀମାନକୁ ଭାରତର ବିଭିନ୍ନ ସ୍ଥାନରେ ଅଶିଷ୍ଟାଣ୍ଟ ଡିଭିଜନାଲ୍...

ଝାରସୁଗୁଡ଼ା ଉପନିର୍ବାଚନ ଲାଗି ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ ବିଧାନସଭା ଉପନିର୍ବାଚନ ଲାଗି ଗୁରୁବାର ଦିନ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କଲା ବିଜେପି। ଦଳପକ୍ଷରୁ ଆଜି ଏହି ତାଲିକା ପ୍ରକାଶ କରାଯାଇଛି। ବିଜେପି ପ୍ରାର୍ଥୀ ଟଙ୍କଧର...