Independence Day

ଷ୍ଟାଫ୍ ସିଲେକ୍ସନ କମିଶନ ପକ୍ଷରୁ ‘ସିଜିଏଲ୍’ ପରୀକ୍ଷା ପାଇଁ ଜାରି ରହିଛି ଆବେଦନ, ମେ’ ୩ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ୭,୫୦୦ଟି ଗ୍ରୁପ୍ ‘ବି’ ଓ ଗ୍ରୁପ୍ ‘ସି’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏହି ସବୁ ପଦବୀଗୁଡ଼ିକ ପାଇଁ ମାସିକ ୨୫ ହଜାରରୁ...

ଭୁବନେଶ୍ୱରରେ ଏପ୍ରିଲ ୨୦ରୁ ୨୨ ଯାଏଁ ‘ଓଡ଼ିଶା ସ୍କିଲ କନକ୍ଲେଭ-୨୦୨୩’

ଓଡ଼ିଶାଲାଇଭ୍ ବ୍ୟୁରୋ ‘ସ୍କିଲଡ ଇନ୍ ଓଡ଼ିଶା’ ବ୍ରାଣ୍ଡକୁ ଆହୁରି ଆଗକୁ ନେବା ପାଇଁ ‘ଓଡ଼ିଶା ସ୍କିଲ କନକ୍ଲେଭ-୨୦୨୩’ ଆୟୋଜନ କରାଯାଉଛି। ଏପ୍ରିଲ ୨୦ରୁ ୨୨ ତାରିଖ – ତିନି ଦିନ ପର୍ଯ୍ୟନ୍ତ ଏହି କନକ୍ଲେଭ୍‌...

ପୁଣେରେ ‘ସ୍ପ୍ରେଡ ହାପିନେସ ଫାଉଣ୍ଡେସନ’ ପକ୍ଷରୁ ପାଳିତ ହେଲା ବିଶ୍ୱ ସ୍ୱାସ୍ଥ୍ୟ ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣେରେ ପ୍ରବାସୀ ଓଡ଼ିଆ ସଂଗଠନ ‘ସ୍ପ୍ରେଡ ହାପିନେସ ଫାଉଣ୍ଡେସନ’ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଶନିବାର ପୁଣେର ଏକ  ହସ୍ପିଟାଲରେ କୁଷ୍ଠ ରୋଗୀଙ୍କ ସହିତ ଏହି ଦିବସ ପାଳନ...

ମଙ୍ଗଳବାରରୁ ଓଡ଼ିଶାର ସବୁ ସ୍କୁଲରେ ସକାଳୁଆ ପାଠପଢ଼ା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାରଠାରୁ ଓଡ଼ିଶାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ସକାଳୁଆ ପାଠପଢ଼ା ଆରମ୍ଭ ହେବ। ଏନେଇ ରାଜ୍ୟ...

ଝାରସୁଗୁଡ଼ା ଉପନିର୍ବାଚନ: ତରୁଣ ପାଣ୍ଡେ ହେଲେ କଂଗ୍ରେସ ପ୍ରାର୍ଥୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ସୋମବାର ଦିନ ତରୁଣଙ୍କ ନାଁ ବିଧିବଦ୍ଧ ଭାବେ ଦଳ ପକ୍ଷରୁ ଘୋଷଣା କରାଯାଇଛି। ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ...

ଆଜିଠୁ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା ଖାତାଦେଖା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଗୁରୁବାର ଦିନ ଯୁକ୍ତ ୨ ପରୀକ୍ଷାର ଖାତାଦେଖା ଆରମ୍ଭ ହୋଇଛି। ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ ଉଭୟ ଅଫଲାଇନ ଓ ଅନଲାଇନରେ ଖାତାଦେଖା...

ଚିନ୍ତା ବଢ଼ାଇଲାଣି କୋଭିଡ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୫ ହଜାର ଉପରେ

ଓଡ଼ିଶାଲାଇଭ୍ ବ୍ୟୁରୋ କୋଭିଡକୁ ନେଇ ପୁଣି ଚିନ୍ତା ବିଢ଼ିଲାଣି। ଦେଶରେ ଏବେ ଦୈନିକ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଉପରେ ରହୁଛି। ସ୍ଵାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟାରେ ଦେଶରେ...

ଡହଡହ ଖରାରେ ଜଳୁଛି ଓଡ଼ିଶା

ଓଡ଼ିଶାଲାଇଭ୍ ବ୍ୟୁରୋ ଡହଡହ ଖରାରେ ଜଳୁଛି ଓଡ଼ିଶା। ରାଜ୍ୟରେ କାଳବୈଶାଖୀ ପ୍ରଭାବ କମିଥିବାବେଳେ ତାପମାତ୍ରା ବୃଦ୍ଧି ପାଇଛି। ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ-ଗରମ ବାୟୁ ପ୍ରଭାବରେ ତାପମାତ୍ରା ଆହୁରି ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ...

ପ୍ରବାସୀ ଓଡ଼ିଆଙ୍କ ପାଇଁ ‘ଓଡ଼ିଶା ପରିବାର’ ନିର୍ଦ୍ଦେଶାଳୟ ଗଠନକୁ କ୍ୟାବିନେଟ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରବିବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନର କ୍ୟୋଟୋ ସହରରୁ ଏହି ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକରେ ପ୍ରଥମଥର ପାଇଁ ‘ଓଡ଼ିଶା ପରିବାର’...

ଭୁବନେଶ୍ଵରସ୍ଥିତ ୱାର୍ଲ୍ଡ ସ୍କିଲ ସେଣ୍ଟରଠାରେ ଆଇଟିଆଇ ଓ ଡିପ୍ଲୋମା ପାସ୍ କରିଥିବା ପ୍ରାର୍ଥୀଙ୍କ ପାଇଁ ଦକ୍ଷତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ:...

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ଯୁବକ ଯୁବତୀଙ୍କର ଦକ୍ଷତା ବିକାଶ ନିମନ୍ତେ ରାଜ୍ୟ ସରକାର ଆଣିଛନ୍ତି ନୂଆ ସୁଯୋଗ। ଆଇଟିଆଇ ଓ ଡିପ୍ଲୋମା ପାସ୍ କରିଥିବା ପ୍ରାର୍ଥୀଙ୍କ ପାଇଁ ଓଡ଼ିଶା ଦକ୍ଷତା ବିକାଶ ଓ ବୈଷୟିକ...