ବଦଳିଲା ନାଁ: ‘ରାଜ ଭବନ’ ହେଲା ‘ଲୋକ ଭବନ’
ଓଡ଼ିଶାଲାଇଭ୍ ବ୍ୟୁରୋ
ବଦଳିଲା ରାଜ ଭବନର ନାଁ। କେନ୍ଦ୍ର ସରକାର ରାଜ ଭବନର ନାଁ ପରିବର୍ତ୍ତନ କରି ଏହାକୁ ଲୋକ ଭବନ କରିଛନ୍ତି। ରାଜ ଭବନ ଏବେ ଲୋକ ଭବନ ଭାବେ ଜଣାଯିବ। ଏନେଇ...
ଶେଷ ହେଲା ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୫: ବିକଶିତ ଭାରତ ଗଠନରେ ଯୁବ ଗବେଷକମାନେ ନେତୃତ୍ଵ ନେବାକୁ ଆହ୍ଵାନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭଞ୍ଜବିହାର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ତିନିଦିନ ଧରି ଚାଲିଥିବା ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୫ ଶନିବାର ଦିନ ଶେଷ ହୋଇଛି। କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ସଭାପତିତ୍ଵରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ...
ଡିସେମ୍ବର ପହିଲାରୁ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର, ସରିନି ମରାମତି କାମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଡିସେମ୍ବର ପହିଲାରୁ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର। ମରାମତି କାମ ପୂର୍ଣ୍ଣ ହୋଇନଥିବାରୁ ଡିସେମ୍ବର ୧ ତାରିଖରୁ ମନ୍ଦିର ଖୋଲିବା ନିଷ୍ପତ୍ତିକୁ ସ୍ଥାଗିତ ରଖାଯାଇଛି।
ଶ୍ରୀଗୁଣ୍ଡିଚା ମନ୍ଦିରର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ଜାରି...
ଓଡ଼ିଶା ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ଓଡ଼ିଶା ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ। ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇଥିବା ଶୀତ ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ। ଏଥିରେ ମୋଟ ୨୯ଟି...
ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୫: “ଗବେଷଣା ପାରମ୍ପରିକ ଓ ପ୍ରଯୁକ୍ତିର ସମନ୍ୱୟ ଅଭିମୁଖୀ ହେବା ଆବଶ୍ୟକ”
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭଞ୍ଜବିହାର): “ପାରମ୍ପରିକ ଓ ପ୍ରଯୁକ୍ତିର ସମନ୍ୱୟ ରକ୍ଷା କରିବା ସହ ଗବେଷଣା ସ୍ଥାନୀୟ ବିଶେଷତ୍ୱକୁ ବିଶ୍ୱସ୍ତରରେ ପହଞ୍ଚାଇବା ଲାଗି ଆଭିମୁଖ୍ୟ ହେବା ଉଚିତ। ଏହା ସହ ସ୍ଥାନୀୟ ଗବେଷଣାକୁ ପ୍ରୋତ୍ସାହନ ଦେବା...
ଓଡ଼ିଶା ବିଧାନସଭା ଶୀତ ଅଧିବେଶନର ଦ୍ଵିତୀୟ ଦିନ: ଉପସ୍ଥାପନ ହେବ ଅତିରିକ୍ତ ବଜେଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନର ଦ୍ଵିତୀୟ ଦିନରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିଛି। ଆଜି ବିଧାନସଭାରେ ଆଗତ ହେବ ଅତିରିକ୍ତ ବଜେଟ। ଅପରାହ୍ଣ ୪ଟାରେ ଗୃହରେ ପ୍ରାୟ ୧୦ ହଜାର କୋଟି ଟଙ୍କାର...
ଓଡ଼ିଶାକୁ ଗୋଲ୍ଡ ମେଡାଲ: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପ୍ରଥମ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୫ରେ ପ୍ରଥମ ସ୍ଥାନ ଅଧିକାର କରି ଗୋଲ୍ଡ ମେଡାଲ ହାସଲ କରିଛି ଓଡ଼ିଶା। ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେଲା ରାଜ୍ୟ ଗବେଷଣାର ମହାକୁମ୍ଭ ‘ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୫’
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭଞ୍ଜବିହାର): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଆରମ୍ଭ ହୋଇଛି ରାଜ୍ୟ ଗବେଷଣାର ମହାକୁମ୍ଭ ଓଡ଼ିଶା ଗବେଷଣା ସମ୍ମିଳନୀ-୨୦୨୫। ରାଜ୍ୟ ଉଚ୍ଚ ଶିକ୍ଷା ପରିଷଦ ଓ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ମିଳିତ ସହଯୋଗରେ ଆୟୋଜିତ ଏହି ସମ୍ମିଳନୀରେ...
ଓଡ଼ିଶା ବିଧାନସଭାରେ ଐତିହାସିକ ଦୃଶ୍ୟ: କ’ଣ କହିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାରେ ଦେଖିବାକୁ ମିଳିଛି ଐତିହାସିକ ଦୃଶ୍ୟ। ପ୍ରଥମଥର ପାଇଁ ବିଧାନସଭା ଗୃହକୁ ସମ୍ବୋଧନ କରିଛନ୍ତି ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
“ମା’ ଟି ମୋର କେଡ଼େ ନିଜର, ତା’ ସରି କିଛି...
ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ। ଏହି ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ...




















