ବଢ଼ିଲା ରାହୁଲ ଗାନ୍ଧୀଙ୍କ ଜାମିନ ଅବଧି, ଏପ୍ରିଲ ୧୩ରେ ପରବର୍ତ୍ତୀ ଶୁଣାଣି
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଜାମିନ ଅବଧି ବୃଦ୍ଧି ପାଇଛି। ସୋମବାର ସୁରଟର ସେସନ୍ସ କୋର୍ଟ ରାହୁଲଙ୍କ ଜାମିନ ଅବଧିକୁ ଏପ୍ରିଲ ୧୩ ତାରିଖ ଯାଏଁ ବଢ଼ାଇଛନ୍ତି। ‘ମୋଦୀ ସରନେମ’ ମାମଲାରେ...
ଆଜିଠୁ ଆରମ୍ଭ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଇଁ ନାମଲେଖା, ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର କ୍ଲାସ ଆରମ୍ଭ ହୋଇଛି। ଆଜିଠାରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ନିମନ୍ତେ ନାମଲେଖା ମଧ୍ୟ ଆରମ୍ଭ ହୋଇଛି। ଏପ୍ରିଲ ୮ ନାମ ଲେଖାର ଶେଷ...
ଆଜିଠାରୁ ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ହେବ ଅଲୋଚନା
ଓଡ଼ିଶାଲାଇଭ୍ ବ୍ୟୁରୋ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜାପାନ ଗସ୍ତରେ ଯାଉଛନ୍ତି। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଟୋକିଓରେ ଆୟୋଜିତ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗ ଦେବେ। ଏହାସହ ସେ ଓସକା ଓ କ୍ୟୋଟୋ...
ଚଣ୍ଡୀଗଡ଼ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଉତ୍କଳ ଦିବସ ପାଳନ କଲେ ଶତାଧିକ ଓଡ଼ିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଚଣ୍ଡୀଗଡ଼): ଚଣ୍ଡୀଗଡ଼ ସେକ୍ଟର ୩୧-ଡି ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଉତ୍କଳ ଦିବସ ପାଳନ କରାଯାଇଛି। ଉତ୍କଳ ଦିବସ ପାଳନ କରିବାକୁ ପଞ୍ଚକୁଲା, ମୋହାଲି ଏବଂ ଚଣ୍ଡୀଗଡ଼ ତ୍ରୈନଗରୀ ଓ ଏହାର...
ଢେଙ୍କାନାଳ: ହିନ୍ଦୋଳରେ ଏନଏସି ନିର୍ବାଚନ ପାଇଁ ଜାରି ରହିଛି ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ଚାଲିଛି। ଏହି ନିର୍ବାଚନ ଲାଗି ସକାଳ ୮ ଟାରୁ ମତଦାନ ଆରମ୍ଭ ହୋଇଛି। ସନ୍ଧ୍ୟା...
ବନାରସ: କାଶୀ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ପାଳନ ହେଲା ଉତ୍କଳ ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବନାରସ): ଉତ୍ତରପ୍ରଦେଶ ବନାରସ ସ୍ଥିତ କାଶୀ ହିନ୍ଦୁ ବିଶ୍ଵବିଦ୍ୟାଳୟରେ ଉତ୍କଳ ସମାଜ ତରଫରୁ ବହୁ ଆଡ଼ମ୍ବରରେ ଉତ୍କଳ ଦିବସ ପାଳନ କରାଯାଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ମହାମନା ମଦନ ମୋହନ...
ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା ଖାତାଦେଖା
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୨୩ ମାଟ୍ରିକ ପରୀକ୍ଷା ପାଇଁ ସୋମବାରଠାରୁ ଖାତାଦେଖା ଆରମ୍ଭ ହୋଇଛି। ଏଥିରେ ୧୩ ହଜାରରୁ ଅଧିକ ଶିକ୍ଷକ, ଶିକ୍ଷୟିତ୍ରୀ ଖାତା ମୂଲ୍ୟାୟନ ପାଇଁ ନିୟୋଜିତ ହୋଇଛନ୍ତି। ଚଳିତବର୍ଷ ୫୬ଟି କେନ୍ଦ୍ରରେ ମାଟ୍ରିକ...
ବରଗଡ଼: ଅତାବିରା ଏନଏସି ନିର୍ବାଚନ ପାଇଁ ଚାଲିଛି ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବରଗଡ଼): ବରଗଡ଼ ଜିଲ୍ଲା ଅତାବିରା ଏନଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ଟାରୁ ଆରମ୍ଭ ହୋଇଛି ମତଦାନ। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ପ୍ରକ୍ରିୟା ଚାଲିବ। ଆଜି ସକାଳୁ ସକାଳୁ ବିଭିନ୍ନ...
ଭୁବନେଶ୍ୱରରେ ବିଶ୍ୱ ଅଟିଜିମ୍ ସଚେତନତା ଦିବସ – ‘‘ଅଟିଜିମ୍ ଏକ ଭିନ୍ନତା, ସମାଜ ପାଇଁ ବୋଝ ନୁହେଁ’’
ଓଡ଼ିଶାଲାଇଭ୍ ବ୍ୟୁରୋ
[youtube https://www.youtube.com/watch?v=UluwI0bYF80]
ଭୁବନେଶ୍ୱରଠାରେ ବିଶ୍ଵ ଅଟିଜିମ ସଚେତନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ଦିନ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।...
ଇଗ୍ନୋ ପକ୍ଷରୁ ‘ଜୁନିୟର ଆସିଷ୍ଟାଣ୍ଟ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ଏପ୍ରିଲ ୨୦
ଓଡ଼ିଶାଲାଇଭ୍ ବ୍ୟୁରୋ
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ଵବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଜୁନିୟର ଆସିଷ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଇଗ୍ନୋର ବିଭିନ୍ନ ଶାଖାରେ ଖାଲିଥିବା ୨୦୦ଟି ଜୁନିୟର ଆସିଷ୍ଟାଣ୍ଟ ତଥା...





















