Independence Day

ଆଇପିଏଲ୍ ୨୦୨୩: ପ୍ରଥମ ଦିନରେ ଗୁଜରାଟ-ଚେନ୍ନାଇ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵର ସବୁଠାରୁ ଧନୀ କ୍ରିକେଟ ଲିଗ୍ ଆଇପିଏଲ୍। ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି ଆଇପିଏଲର ୨୦୨୩ ସଂସ୍କରଣ। ପ୍ରଥମ ଦିନରେ ଏକ ଦମ୍‌ଦାର ମୁକାବିଲାରେ ମୁହାଁମୁହିଁ ହେବେ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ...

ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ: ଦୀପାଳି ଦାସଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀପାଳି ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା ବିଜୁ ଜନତା ଦଳ (ବିଜେଡି)। ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ଶୁକ୍ରବାର ଦିନ ସର୍ବପ୍ରଥମେ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦୀପାଳି ଦାସ ହେଉଛନ୍ତି...

ସମ୍ବଲପୁର: କେନାଲକୁ ଖସିଗଲା ବରଯାତ୍ରୀ ଗାଡ଼ି, ୭ ଜଣଙ୍କର ମୃତ୍ୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ କେନାଲ ଭିତରକୁ ବରଯାତ୍ରୀ ଗାଡ଼ି ଖସି ପଡ଼ିବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ପରମାଣପୁର ବିଶାଳଖିଣ୍ଡା ଗାଁ ନିକଟରେ।...

ଆସିଲା ଓଡ଼ିଶା ଅବକାରୀ ନୀତି ୨୦୨୩-୨୪, ଏଣିକି ରାଜ୍ୟରେ ଖୋଲିବନି ନୂଆ ମଦ ଦୋକାନ  

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଜାରି ହୋଇଛି ଅବକାରୀ ନୀତି ୨୦୨୩-୨୪। ଏହି ନୂଆ ନୀତି ଏପ୍ରିଲ ପହିଲାରୁ ଲାଗୁ ହେବାକୁ ଯାଉଛି। ଏହା ପ୍ରଭାବରେ ରାଜ୍ୟରେ ବିଦେଶୀ ମଦ ଦର ୫ରୁ ୧୦ ପ୍ରତିଶତ...

ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରୀରାମ ନବମୀ ଉତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ (ନୟାଗଡ଼ରୁ ନିଶିକାନ୍ତ ରଥ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପାବନ କ୍ଷେତ୍ରରେ ଗୁରୁବାର ଦିନ ଧୁମଧାମରେ ପାଳନ ହୋଇଯାଇଛି ଶ୍ରୀରାମ ନବମୀ ଉତ୍ସବ। ୯ ଦିନ ଧରି ଚାଲିବ ପ୍ରଭୁ ଶ୍ରୀରାମଙ୍କ...

ପଶ୍ଚିମା ଝଡ଼ ପ୍ରଭାବରେ ଭିଜିବ ଉତ୍ତର ଓ ଉପକୂଳ ଓଡ଼ିଶା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଜାରି ରହିଛି ପଶ୍ଚିମା ଝଡ଼ର ପ୍ରଭାବ। ଏହା ଦ୍ଵାରା ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଛି। ଶୁକ୍ରବାର ମଧ୍ୟ ଓଡ଼ିଶାର ଉତ୍ତର ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି...

ଓପିଏସସି ପକ୍ଷରୁ ଆସିଷ୍ଟାଣ୍ଟ ଏକ୍ସିକ୍ୟୁଟିଭ ଇଞ୍ଜିନିୟର ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ଏପ୍ରିଲ ୨୮

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ଆସିଷ୍ଟାଣ୍ଟ ଏକ୍ସିକ୍ୟୁଟିଭ ଇଞ୍ଜିନିୟର ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଏନେଇ ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ହୋଇଛି।...

ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନାରେ ଆଇନଗତ ଶୃଙ୍ଖଳା ପାଇଁ ‘ଓଡ଼ିଶା ଆପାର୍ଟମେଣ୍ଟ ବିଲ୍ ୨୦୨୩’

ନୀଳାମ୍ବର ରଥ ଓଡ଼ିଶାରେ ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ବ୍ୟବସ୍ଥାକୁ ଆଇନତଃ ଶୃଙ୍ଖଳିତ କରିବା ଲାଗି ରାଜ୍ୟ ସରକାର ଆଣିଛନ୍ତି ‘ଓଡ଼ିଶା ଆପାର୍ଟମେଣ୍ଟ ବିଲ୍‌ ୨୦୨୩’। ତେବେ ଏହି ଆଇନ ରିୟଲ୍ ଇଷ୍ଟେଟ୍ ବା...

ଆରମ୍ଭ ହେଲା ଭଦ୍ରକ – ନୟାଗଡ଼ ମେମୁ ଟ୍ରେନ୍ ଚଳାଚଳ

ଓଡ଼ିଶାଲାଇଭ୍ ବ୍ୟୁରୋ ରାମ ନବମୀରେ ଭଦ୍ରକ ଓ ନୟାଗଡ଼ ମଧ୍ୟରେ ଆରମ୍ଭ ହୋଇଛି ମେମୁ ଟ୍ରେନ୍ ଚଳାଚଳ। ଗୁରୁବାର କଟକ ରେଳ ଷ୍ଟେସନରୁ ଏହି ପାସେଞ୍ଜର ଟ୍ରେନ୍ ସେବାର ଶୁଭାରମ୍ଭ ହୋଇଛି। କେନ୍ଦ୍ର ରେଳ...

୨ ମିନିଟ୍ ୧୧ ସେକେଣ୍ଡରେ ସଠିକ୍ ଢଙ୍ଗରେ ଶୁଣନ୍ତୁ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=TjX1nyg4Ixc] ଓଡ଼ିଶାର ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’। ପ୍ରତିଟି ଓଡ଼ିଆଙ୍କ ଭାବନା ସହ ଜଡ଼ିତ ଏହି ଗୀତ। ବ୍ରିଟିଶ ଭାରତରେ ବିଖଣ୍ଡିତ ଓଡ଼ିଶାକୁ ଏକଜୁଟ କରିବାରେ ଏହି ଗୀତ ପ୍ରମୁଖ...