ବାଲେଶ୍ଵର: ପ୍ରଶାନ୍ତଙ୍କ ପାଇଁ ସଭିଙ୍କ ଆଖିରେ ଲୁହ, ଈଷାଣୀ ଗାଁରେ ଶୋକାକୁଳ ପରିବେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି। ଏହି ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ...
ମୟୂରଭଞ୍ଜ ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳିତ ହୋଇଯାଇଛି।
ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ନିହାରିକା ମହାନ୍ତିଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ...
କ୍ୟାବିନେଟ୍ ବୈଠକ: ୬ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ହୋଇଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ଏଥିରେ ୬ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।
କ୍ୟାବିନେଟ୍...
ଓଡ଼ିଶା ସୋସାଇଟି ଅଫ୍ ଦି ଆମେରିକାସର ପୂର୍ବତନ ସଭାପତି ପ୍ରଫେସର ଡକ୍ଟର ଦିଗମ୍ବର ମିଶ୍ରଙ୍କ ପରଲୋକ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ଓଡ଼ିଶା ସୋସାଇଟି ଅଫ ଦି ଆମେରିକାସ୍ (ଓଏସ୍ଏ) ର ପୂର୍ବତନ ସଭାପତି ପ୍ରଫେସର ଡକ୍ଟର ଦିଗମ୍ବର ମିଶ୍ରଙ୍କର ୮୭ ବର୍ଷ ବୟସରେ ପରଲୋକ ଘଟିଛି। ଆମେରିକାର ବମିଂହାମରେ...
ଓଡ଼ିଶାରେ ନିଆଁ ବର୍ଷା: ୨୭ ଯାଏଁ ଅସମ୍ଭାଳ ଖରା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଟକ୍ ଟକ୍ ଖରାରେ ଜଳୁଛି ସାରା ଓଡ଼ିଶା। ଏପ୍ରିଲ ୨୭ ଯାଏଁ ତାପମାତ୍ରାରେ ଆହୁରି ବୃଦ୍ଧି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଏପ୍ରିଲ ୨୪ ତାରିଖ ବୌଦ୍ଧ,...
ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା: ଜାରି ହେଲା ସନ୍ଦିଗ୍ଧଙ୍କ ସ୍କେଚ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ସାରା ଦେଶକୁ ସ୍ତବ୍ଧ କରିଛି। ଆତଙ୍କୀଙ୍କ ଗୁଳିରେ ପ୍ରାଣ ହରାଇଛନ୍ତି ୨୮ ଜଣ ଭାରତୀୟ। ହସ ଖୁସିରେ ବୁଲିବାକୁ ଆସି ଶବ ହୋଇ...
ପହଲଗାମ ଆତଙ୍କବାଦୀ ଆକ୍ରମଣ: ୨୮ ଜଣଙ୍କ ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ କଶ୍ମୀରର ପହଲଗାମରେ ମଙ୍ଗଳବାର ହୋଇଥିବା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଭାରତର ବିଭିନ୍ନ ରାଜ୍ୟର ପର୍ଯ୍ୟଟକଙ୍କ ସମେତ କିଛି ସ୍ଥାନୀୟ ନାଗରିକ...
ବାଲେଶ୍ୱର: ଫକୀରମୋହନ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ମହାବିଦ୍ୟାଳୟଗୁଡ଼ିକର ଅଧ୍ୟକ୍ଷମାନଙ୍କ ସମ୍ମିଳନୀ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ସମସ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ମିଳନୀ ଆୟୋଜିତ ହୋଇଯାଇଛି।
ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...
ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ସମ୍ବଲପୁର): ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ, ସଙ୍ଗେ ସଙ୍ଗେ ସମାଧାନ କଲେ। ନିଜ ସ୍ତରରେ ଶୀଘ୍ର ସମସ୍ୟା ସମାଧାନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ପ୍ରଥମ ଥର...
ଜମ୍ମୁ କଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ମୃତ, ୧୨ ଜଣ ଆହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଗୁଳିମାଡ଼ କରିଛନ୍ତି ଆତଙ୍କବାଦୀ। ଏଥିରେ ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା...





















