ବାଲେଶ୍ଵର: ‘ମୁଠାଏ ସ୍ଵପ୍ନ’ ଓ ‘ସାଗରିକା’ର ବିଷୁବ ସଂଖ୍ୟା ଉନ୍ମୋଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଔପନ୍ୟାସିକ ସୃଷ୍ଟିଧର ପରିଡ଼ାଙ୍କ ଗଳ୍ପ ସଙ୍କଳନ ‘ମୁଠାଏ ସ୍ଵପ୍ନ’ ଓ ସାହିତ୍ୟର ଭିନ୍ନ ସ୍ଵର ‘ସାଗରିକା’ର ବିଷୁବ ସଂଖ୍ୟା ଉନ୍ମୋଚିତ ହୋଇଯାଇଛି।
ବାଲେଶ୍ୱର ଷ୍ଟେସନ କ୍ଲବଠାରେ ଆୟୋଜିତ...
“ନୂତନ ପିଢ଼ିର ସାମ୍ବାଦିକଙ୍କ ପାଇଁ ପ୍ରେରଣା ଥିଲେ ଏସ୍ ଏ କଲିମ”
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଦୈନିକ ସମ୍ବାଦପତ୍ର 'ସମ୍ବାଦ କଳିକା'ର ଦିବଙ୍ଗତ ବାର୍ତ୍ତା ସମ୍ପାଦକ, ବରିଷ୍ଠ ସାମ୍ବାଦିକ ଏସ୍ ଏ କଲିମ ଜଣେ ଅନନ୍ୟ ବ୍ୟକ୍ତିତ୍ଵର ଅଧିକାରୀ ଥିଲେ। ନୂତନ ପିଢ଼ିର ସାମ୍ବାଦିକଙ୍କ ପାଇଁ ସେ...
ଉତ୍କଳ ଗୌରବ ମଧୁସୂଦନ ଦାସ – ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ବରେଣ୍ୟ କର୍ଣ୍ଣଧାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଓଡ଼ିଶାଲାଇଭ୍ର ଗଭୀର ଶ୍ରଦ୍ଧାଞ୍ଜଳି। ଏହି ଅବସରରେ ମଧୁ ବାବୁଙ୍କ ଜୀବନୀ ଓ ଦର୍ଶନ ସହିତ ଲୋକଙ୍କୁ ଯୋଡ଼ିବା ପାଇଁ ଓଡ଼ିଶାଲାଇଭ୍ର ଏକ ପ୍ରୟାସ।
ଉତ୍କଳ...
ରେଳବାଇରେ ୯୯୭୦ଟି ‘ଆସିଷ୍ଟାଣ୍ଟ ଲୋକୋ ପାଇଲଟ’ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ମେ’ ୧୧
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରେଳବାଇରେ ଅନେକ ‘ଆସିଷ୍ଟାଣ୍ଟ ଲୋକୋ ପାଇଲଟ’ (ଏଏଲପି) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ରେଳବାଇର ସବୁ ଜୋନ ପାଇଁ ୯,୯୭୦ଟି ଏଏଲପି ପଦବୀ ପୂରଣ ହେବ।
ଏହି ପଦବୀ...
ଏପ୍ରିଲ ୨୯ରୁ ଜୁନ ୨୭ ଯାଏଁ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଯାଏଁ ସରିନି ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାମ। ଏପ୍ରିଲ ୨୯ରୁ ଆସନ୍ତା ଜୁନ ୨୭ ତାରିଖ ଯାଏଁ ପୁଣି ମରାମତି କାମ ବନ୍ଦ ରହିବ। ଜୁନ ୨୮ ତାରିଖରୁ ମରାମତି...
ବାଲେଶ୍ଵର: ‘ବହିଘର’ ଓ ‘ବିଦ୍ୟାଭାରତୀ’ ପକ୍ଷରୁ ବିଶ୍ଵ ପୁସ୍ତକ ଦିବସ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): “ପୁସ୍ତକ ସମାଜ ଓ ମଣିଷକୁ ସମୃଦ୍ଧ କରିଥାଏ। ପ୍ରତ୍ୟେକ ଲୋକ ବହି ପଢ଼ି ଜ୍ଞାନ ଅର୍ଜନ କରିବା ଆବଶ୍ୟକ। ଯେଉଁଠି ଯେତିକି ପୁସ୍ତକ ଓ ପୁସ୍ତକାଳୟର...
ବାଲେଶ୍ୱର: ଫକୀରମୋହନ ବିଶ୍ୱବିଦ୍ୟାଳୟରେ ପାଳିତ ହେଲା ବିଶ୍ୱ ପୃଥିବୀ ଦିବସ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱର କୃଷ୍ଣ କୁମାର ମହାନ୍ତି): ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ଉତ୍ତର ଓଡ଼ିଶା ବାଣିଜ୍ୟ ଓ ଶିଳ୍ପ ଚ୍ୟାମ୍ବର ସହଯୋଗରେ ବିଶ୍ୱ ପୃଥିବୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ‘ଆମର ଶକ୍ତି,...
ସବୁ ଖୋଲି କହିଦେଲେ ପ୍ରଦୀପ ମାଝୀ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=603oe0rBtZU&t=432s
ଜନଜାତି ସମୁଦାୟଙ୍କ ଉନ୍ନତି ପାଇଁ ସ୍ୱର ଉଠାଉଥିବା ନେତା ହେଉଛନ୍ତି ପ୍ରଦୀପ ମାଝୀ। ୨୦୦୯ ଲୋକସଭା ନିର୍ବାଚନରେ ସେ ନବରଙ୍ଗପୁର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। କଂଗ୍ରେସରୁ ନିଜର ରାଜନୈତିକ କ୍ୟାରିୟର...
ବାଲେଶ୍ଵର: ପ୍ରଶାନ୍ତଙ୍କ ପାଇଁ ସଭିଙ୍କ ଆଖିରେ ଲୁହ, ଈଷାଣୀ ଗାଁରେ ଶୋକାକୁଳ ପରିବେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି। ଏହି ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ମଧ୍ୟରେ...
ମୟୂରଭଞ୍ଜ ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳିତ ହୋଇଯାଇଛି।
ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ନିହାରିକା ମହାନ୍ତିଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ...





















