Independence Day

କେନ୍ଦୁଝର ଜିଲ୍ଲା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଜିଲ୍ଲା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲକୁ ଉଦଘାଟନ କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ କେନ୍ଦୁଝର ଗସ୍ତରେ ଯାଇ ଏହି ମେଡିକାଲ କଲେଜର ଉଦଘାଟନ କରିଛନ୍ତି। ଏହାଛଡା...

କଂଗ୍ରେସ ଭବନରେ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ କଲେ ବିଜୟ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ କଂଗ୍ରେସରେ ଯୋଗ ଦେବା ପରେ ଦିଲ୍ଲୀରୁ ଓଡ଼ିଶା ଫେରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ବିଜୟଙ୍କୁ କଂଗ୍ରେସ କର୍ମୀମାନେ ବିପୁଳ ସ୍ୱାଗତ...

ସରିଲା ରିମାଣ୍ଡ ଅବଧି, ଜେଲ୍ ଗଲେ ଅଭିଯୁକ୍ତ ଗୋପାଳ ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ ଜେଲ ଗଲେ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ କୃଷ୍ଣ ଦାସ। ରିମାଣ୍ଡ ଅବଧି ଶେଷ ହେବା ପରେ ସୋମବାର ଦିନ କଡ଼ା ସୁରକ୍ଷା ମଧ୍ୟରେ ଗୋପାଳଙ୍କୁ ଝାରସୁଗୁଡ଼ା...

ବିଶ୍ଵଭୂଷଣ ହରିଚନ୍ଦନ ହେଲେ ଛତିଶଗଡ଼ର ନୂତନ ରାଜ୍ୟପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵଭୂଷଣ ହରିଚନ୍ଦନ ଛତିଶଗଡ଼ର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସେ ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ କାର୍ଯ୍ୟ କରୁଥିବାବେଳେ ତାଙ୍କୁ ଛତିଶଗଡ଼ର ରାଜ୍ୟପାଳ ନିଯୁକ୍ତ କରାଯାଇଛି। ବିଶ୍ଵଭୂଷଣ ହରିଚନ୍ଦନଙ୍କ ସ୍ଥାନରେ...

ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ଵକପ: ପାକିସ୍ତାନକୁ ହରାଇ ଦମଦାର ଅଭିଯାନ ଆରମ୍ଭ କଲା ଭାରତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ଵକପରେ ଦମଦାର ବିଜୟ ସହ ଅଭିଯାନ ଆରମ୍ଭ କରିଛି ଭାରତୀୟ ଦଳ। ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଏହି ବିଶ୍ଵକପର ଗ୍ରୁପ୍ ‘ବି’ ମ୍ୟାଚରେ ରବିବାର ଟିମ୍ ଇଣ୍ଡିଆ...

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୨୩: ଲୋକଙ୍କ ଆକର୍ଷଣ ସାଜିଛି ଶଢ଼େଇ କଳାକୃତି

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=Fz5pLsKQwi0] ରାଜଧାନୀରେ ଆୟୋଜିତ ହୋଇଯାଇଛି ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୨୩। ଭୁବନେଶ୍ୱର ଜନତା ମଇଦାନରେ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରୁ ହସ୍ତଶିଳ୍ପୀମାନେ ଆସି ଲଗାଇଛନ୍ତି ଅନେକ ହସ୍ତଶିଳ୍ପର...

ତୁର୍କୀ-ସିରିଆରେ ମୃତ୍ୟୁର ତାଣ୍ଡବ: ୨୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା, ଭଙ୍ଗା କୋଠା ତଳେ ଶଢ଼ିଲାଣି ଶବ

ଓଡ଼ିଶାଲାଇଭ୍ ବ୍ୟୁରୋ ତୁର୍କୀ ଏବଂ ସିରିଆରେ ଗତ ୬ ତାରିଖରେ ମୃତ୍ୟୁର ତାଣ୍ଡବ ରଚିଥିଲା ପ୍ରଳୟଙ୍କରୀ ଭୂମିକମ୍ପ। ଶନିବାର ଦିନ ମୃତ୍ୟୁ ସଂଖ୍ୟା ୨୬ ହଜାର ଟପି ଥିବାବେଳେ ଅନେକ ଜୀବନ ଏବେ ଭଙ୍ଗା...

ପାଇକମାଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ପାଇକମାଳ ଜନସାଧାରଣଙ୍କ ଦୀର୍ଘ ଦିନର ଦାବି ପୂରଣ ହେଲା। ବରଗଡ଼ ଜିଲ୍ଲା ପାଇକମାଳରେ ସ୍ଥାପନ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର। ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭବେ ଉନ୍ନିତ କରାଯାଇଛି। ପଦ୍ମପୁର...

ଦୁଇଦିନିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଶନିବାର ଅପରାହ୍ଣରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରି ଯାଇଛନ୍ତି। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର...

ବର୍ଡର-ଗାଭାସ୍କର ଟ୍ରଫି: ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆକୁ ହରାଇ ଟିମ୍ ଇଣ୍ଡିଆର ଇନିଂସ୍ ବିଜୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆକୁ ପରାସ୍ତକରି ବୃହତ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ। ଶନିବାର  ମ୍ୟାଚର ତୃତୀୟ ଦିନରେ ଅଷ୍ଟ୍ରେଲିଆକୁ ୯୧ ରନରେ ଅଲଆଉଟ କରି...