ଜଳୁଛି ଓଡ଼ିଶା, ୨୬ ଯାଏଁ ତାତିରୁ ତ୍ରାହି ନାହିଁ!
ଓଡ଼ିଶାଲାଇଭ୍ ବ୍ୟୁରୋ
ଜଳୁଛି ସାରା ଓଡ଼ିଶା। ଏପ୍ରିଲ ୨୬ ଯାଏଁ ତାପମାତ୍ରାରେ ଆହୁରି ବୃଦ୍ଧି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ହିଟଓ୍ଵେଭ୍ ପାଇଁ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ...
ମୟୂରଭଞ୍ଜରେ ବଳାଙ୍ଗୀ ମହୋତ୍ସବ, ଝୁମର ନୃତ୍ୟରେ ଝୁମିଲେ ଦର୍ଶକ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବାରିପଦାଠାରେ ଆୟୋଜିତ ହୋଇଛି ମୟୂରଭଞ୍ଜ ଜିଲ୍ଲାର ଗଣପର୍ବ ବଳାଙ୍ଗୀ ମହୋତ୍ସବ। ପ୍ରତି ସନ୍ଧ୍ୟାରେ ଜମୁଛି ପାରମ୍ପରିକ ନୃତ୍ୟ ଗୀତର ଆସର।
ମହୋତ୍ସବ କମିଟିର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର...
ଝାଡ଼ଖଣ୍ଡର ବୋକାରୋ ଜିଲ୍ଲା ଜଙ୍ଗଲରେ ଏନକାଉଣ୍ଟର: ୮ ଜଣ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାଡ଼ଖଣ୍ଡର ବୋକାରୋ ଜିଲ୍ଲା ଜଙ୍ଗଲରେ ସୋମବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୮ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଜଣେ...
ଆଉ ନାହାନ୍ତି ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଉ ନାହାନ୍ତି ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଏନେଇ ଭାଟିକାନ ସିଟି...
ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି: ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ସୋମବାର ବୈଶାଖ କୃଷ୍ଣ ଅଷ୍ଟମୀରେ ଶ୍ରୀଜୀଉଙ୍କ ପଇତାଲାଗି ନୀତି ପାଇଁ...
ଉନ୍ମୋଚିତ ହେଲା ଗାଳ୍ପିକ ଗଙ୍ଗାଧର ବିଶ୍ୱାଳଙ୍କ ‘ଷୋଡ଼ଶ’ ଗଳ୍ପ ସଂକଳନ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ସହରର ଏସିପିଏଲ୍ ସମ୍ମିଳନୀ କକ୍ଷଠାରେ ଗାଳ୍ପିକ ଗଙ୍ଗାଧର ବିଶ୍ୱାଳଙ୍କ ଗଳ୍ପ ସଙ୍କଳନ ‘ଷୋଡ଼ଶ’ ଉନ୍ମୋଚିତ ହୋଇଯାଇଛି।
କବି ପ୍ରଶାନ୍ତ ଦାସଙ୍କ ସଭାପତିତ୍ୱରେ ଆୟୋଜିତ ଉନ୍ମୋଚନ କାର୍ଯ୍ୟକ୍ରମରେ...
ପରଲୋକରେ ବରିଷ୍ଠ ସାମ୍ବାଦିକ ଏସ୍ଏ କଲିମ
ଓଡ଼ିଶାଲାଇଭ୍ ବ୍ୟୁରୋ
ପରଲୋକରେ ବରିଷ୍ଠ ସାମ୍ବାଦିକ ଏସ୍ଏ କଲିମ। ଶୁକ୍ରବାର ରାତିରେ ହୃଦ୍ଘାତରେ ତାଙ୍କର ଦେହାନ୍ତ ହୋଇଛି। ମାତ୍ର ୫୭ ବର୍ଷ ବୟରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଓଡ଼ିଶାଲାଇଭ୍...
ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି। ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ଦିନ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୦...
ବିଜେଡି ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନବମ ଥର ପାଇଁ ସେ ଦଳର ସଭାପତି ହୋଇଛନ୍ତି।
ଏକମାତ୍ର ସଭାପତି ପ୍ରାର୍ଥୀ ଭାବେ ନବୀନ ପ୍ରାର୍ଥିପତ୍ର ଦାଖଲ କରିଥିବାରୁ ସେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ...
ବାଲେଶ୍ଵର: ଲଙ୍ଗଳେଶ୍ୱରଠାରେ ପାଳିତ ହେଲା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ ଲଙ୍ଗଳେଶ୍ଵରଠାରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି। ଏହି ଅବସରରେ ଦଳ...





















