ଓଡ଼ିଶାରେ କାଳବୈଶାଖୀ ବର୍ଷା: ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏବେ କାଳବୈଶାଖୀ ପ୍ରଭାବରେ ପାଗ ପରିବର୍ତ୍ତନ ହୋଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ଝଡ଼ ବର୍ଷା ହେଉଥିବା ଦେଖିବାକୁ ମିଳିଛି। ଶୁକ୍ରବାର ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ପାଇଁ ରାଜ୍ୟର...
ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ୱ ଦକ୍ଷତା କେନ୍ଦ୍ରର ଅତ୍ୟାଧୁନିକ ଭିତ୍ତିଭୂମିକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ
(ଭୁବନେଶ୍ୱର): ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା...
ବାଲେଶ୍ଵର: ବଲାଙ୍ଗିରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଘଟଣା ପ୍ରତିବାଦରେ ବସ୍ତାରେ ବିଜେଡିର ଗଣଧାରଣା
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଘଟଣାର ପ୍ରତିବାଦ କରିବା ସହ ତୁରନ୍ତ ଦୋଷୀ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ବାଲେଶ୍ଵର ଜିଲ୍ଲା...
ଓଡ଼ିଶାରେ ୨୨ ଯାଏଁ କାଳବୈଶାଖୀ, ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଜାରି ରହିଛି। ଏପ୍ରିଲ ୨୨ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବ ଜାରି ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪...
ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ, ଜାଣନ୍ତୁ ତାଙ୍କ ଜୀବନ ଯାତ୍ରା କିପରି ଥିଲା
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=zwF5uykPmjQ&list=PLKig8_kZBmDMfG-u4H8FxOn6E4ieyJpxU&index=1
ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ଓ କର୍ମମୟ ଜୀବନର ପରିସୀମା ଥିଲା ଅନେକ ବ୍ୟାପକ। ଓଡ଼ିଶା ପ୍ରତି ଥିବା ତାଙ୍କ ଅବଦାନ ଅତୁଳନୀୟ।
ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୭ତମ ଶ୍ରାଦ୍ଧ...
ଓଡ଼ିଶାରେ ୨୧ ଯାଏଁ କାଳବୈଶାଖୀ: ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୨୪ ଜିଲ୍ଲାକୁ ଚେତାବନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଜାରି ରହିଛି। ଏପ୍ରିଲ ୨୧ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବ ଜାରି ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪...
ଛତିଶଗଡ଼ର କୋଣ୍ଡାଗାଁଓ ଜିଲ୍ଲା ଜଙ୍ଗଲରେ ଏନକାଉଣ୍ଟର: ୨ ଜଣ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଛତିଶଗଡ଼ର କୋଣ୍ଡାଗାଁଓ ଜିଲ୍ଲା ଜଙ୍ଗଲରେ ବୁଧବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବନ୍ଧୁକ ଓ...
ବାଲେଶ୍ଵର: ଦୈନିକ ସମ୍ବାଦପତ୍ର ‘ସେଇଠୁ ଆରମ୍ଭ’ ପକ୍ଷରୁ ସାମ୍ବାଦିକ ସମାବେଶ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ଚାନ୍ଦିପୁରଠାରେ ଦୈନିକ ସମ୍ବାଦପତ୍ର ‘ସେଇଠୁ ଆରମ୍ଭ’ ପକ୍ଷରୁ ରାଜ୍ୟସ୍ତରୀୟ ସାମ୍ବାଦିକ ସମାବେଶ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବନ୍ଧୁ ମିଳନ...
‘ଟାଇମ୍ପାସ୍’ ପକ୍ଷରୁ ଆୟୋଜିତ ‘ବହିବିଷୁବ’ ଉତ୍ସବରେ ଉନ୍ମୋଚିତ ହେଲା ନୂଆ ଲେଖିକାଙ୍କ ୮ ନୂଆ ବହି
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ଭୁବନେଶ୍ଵରସ୍ଥିତ ବୁଦ୍ଧମନ୍ଦିର ପରିସରରେ ପ୍ରକାଶନ ସଂସ୍ଥା ‘ଟାଇମପାସ’ ପକ୍ଷରୁ ‘ବହିବିଷୁବ’ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ନୂଆ ଲେଖିକାମାନଙ୍କର ୮ଟି...
ଓଡ଼ିଶାରେ ଆସନ୍ତା ୭ ଦିନ କାଳବୈଶାଖୀ ବର୍ଷା: ଆଜି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରବଳ ଖରା ପରେ ଏବେ ପାଗ ପରିବର୍ତ୍ତନ ହୋଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଯୋଗୁଁ ତାପମାତ୍ରା କମିଛି। ମଙ୍ଗଳବାର ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ପାଇଁ...





















