ଓଡ଼ିଶାରେ ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ଏପ୍ରିଲ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ୩ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା। ଏଥିପାଇଁ ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ବିଭାଗର ‘ସାମ୍ସ’ ୱେବସାଇଟରେ ଆବେଦନ କରିପାରିବେ। ଚଳିତ ବର୍ଷ ଜୁଲାଇ ୧୦...
ମହାବିଷୁବ ସଂକ୍ରାନ୍ତିରେ କାହିଁକି ପାଳନ ହୁଏ ଓଡ଼ିଆ ନବ ବର୍ଷ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି। ମହାବିଷୁବ ସଂକ୍ରାନ୍ତିରେ ପାଳନ ହୁଏ ଓଡ଼ିଆ ନବ ବର୍ଷ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ।...
ରେଳବାଇରେ ୯୯୭୦ଟି ‘ଆସିଷ୍ଟାଣ୍ଟ ଲୋକୋ ପାଇଲଟ’ ପଦବୀରେ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ମେ’ ୧୧
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ରେଳବାଇରେ ଅନେକ ‘ଆସିଷ୍ଟାଣ୍ଟ ଲୋକୋ ପାଇଲଟ’ (ଏଏଲପି) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ରେଳବାଇର ସବୁ ଜୋନ ପାଇଁ ୯,୯୭୦ଟି ଏଏଲପି ପଦବୀ ପୂରଣ ହେବ।
ଏହି ପଦବୀ...
ଓଡ଼ିଆ ପକ୍ଷ ପାଳନ ଅବସରରେ ‘ବିଦ୍ୟାଭାରତୀ’ ଓ ‘ବହିଘର’ ପକ୍ଷରୁ ‘ଆସ ବହିଟିଏ କିଣିବା’ ଶୀର୍ଷକ ଆଲୋଚନାଚକ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଆ ପକ୍ଷ ପାଳନ ଅବସରରେ ‘ବିଦ୍ୟାଭାରତୀ’ ଓ ‘ବହିଘର’ ପକ୍ଷରୁ ‘ଆସ ବହିଟିଏ କିଣିବା’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।
“ବହି ପରି ବନ୍ଧୁ ନାହିଁ କି...
ମୟୂରଭଞ୍ଜ: ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା ଉଦଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା ଉଦଘାଟିତ ହୋଇଯାଇଛି। ଉଦଘାଟନୀ ପୂର୍ବରୁ ଶୁକ୍ରବାର ଅପରାହ୍ଣରେ ବାରିପଦାର ଅଧିଷ୍ଠାତ୍ରୀ ଦେବୀ ମା’ ଅମ୍ବିକାଙ୍କ ମନ୍ଦିର ସମ୍ମୁଖରେ...
ଗୋଆ ଆନ୍ତର୍ଜାତିକ ସମ୍ମିଳନୀରେ ଚମକିଲା ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୋଆ ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୃଷି ଏବଂ ଶିକ୍ଷା ଉପରେ ଦୁଇଦିନିଆ ଆନ୍ତର୍ଜାତିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଚମତ୍କାର ପ୍ରଦର୍ଶନ କରି ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ଅନେକ ସମ୍ମାନରେ ସମ୍ମାନିତ...
ବାଲେଶ୍ୱର: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଆ ପକ୍ଷ ପାଳନ ଅବସରରେ ବାଲେଶ୍ଵରର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଜାତୀୟ ସେବା...
ଭାରତରେ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର
ଓଡ଼ିଶାଲାଇଭ୍ ବ୍ୟୁରୋ
୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣା ଭାରତରେ ପହଞ୍ଚିସାରିଛି। ଗୁରୁବାର ଆମେରିକାରୁ ତହୱୁରକୁ ସ୍ଵତନ୍ତ୍ର ବିମାନ ଯୋଗେ ଭାରତ ଆଣିଛି ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ)। ଦିଲ୍ଲୀ ବାୟୁସେନାର...
ବାଲେଶ୍ଵର: ଶାନ୍ତିକାନନରେ ଉନ୍ମୋଚିତ ହେଲା ଶାଶୂ-ବୋହୂ ସମ୍ପର୍କକୁ ନେଇ ପୁସ୍ତକ ‘ସୁବର୍ଣ୍ଣ ସେତୁ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ଫକୀରମୋହନ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ଶାନ୍ତିକାନନଠାରେ ମମତା ମହାପାତ୍ର ଓ ବିଜୟିନୀ ସିଂହଦେଓଙ୍କ ମିଳିତ ସମ୍ପାଦନାରେ ଶାଶୂ-ବୋହୂ ସମ୍ପର୍କକୁ ନେଇ ଲିଖିତ ପୁସ୍ତକ...
ନୂଆଦିଲ୍ଲୀରେ ଇନଭେଷ୍ଟ ଓଡ଼ିଶା ସମ୍ମିଳନୀ: ଆସିଲା ୧ ଲକ୍ଷ ୩ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ
ଓଡ଼ିଶାଲାଇଭ୍ ବ୍ୟୁରୋ
ନୂଆଦିଲ୍ଲୀରେ ଆୟୋଜିତ ଇନଭେଷ୍ଟ ଓଡ଼ିଶା ସମ୍ମିଳନୀରେ ଯୋଗଦେଇ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ସମ୍ମିଳନୀରେ ଏକାଧିକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ଦିଲ୍ଲୀରେ ଏହି...





















