ଆସନ୍ତା ଶିକ୍ଷାବର୍ଷରୁ ଏକକାଳୀନ ଦୁଇଟି ବିଷୟରେ ହୋଇପାରିବ ଡିଗ୍ରୀ ନାମଲେଖା
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟର ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ବିଭିନ୍ନ ବିଶ୍ୱବିଦ୍ୟାଳୟରେ ବିଦ୍ୟାର୍ଥୀଙ୍କୁ ଆସନ୍ତା ଶିକ୍ଷା ବର୍ଷରୁ ଏକକାଳୀନ ଦ୍ୱୈତ ଡିଗ୍ରୀ କରିବାର ସୁଯୋଗ ମିଳିବ। ଉଚ୍ଚଶିକ୍ଷା ବିଭାଗ ଏନେଇ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହିତ...
କୋଭିଡ ନିୟମ କଡ଼ାକଡ଼ି: ଅସ୍କିଜେନ ସିଲିଣ୍ଡର ମହଜୁଦ ରଖିବାକୁ ସବୁ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ସରକାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଚୀନ, ଜାପାନ ଏବଂ ଆମେରିକା ଆଦି ୫ଟି ଦେଶରେ କୋଭିଡ ସ୍ଥିତି ଅଣାୟତ ହେବାରେ ଲାଗିଛି। କୋଭିଡର ନୂଆ ଭେରିଏଣ୍ଟ ବିଏଫ .୭କୁ ନେଇ ଏବେ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିଛି।...
ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚର ଓ ତାଙ୍କ ସ୍ଵାମୀ ଦୀପକ କୋଚରଙ୍କୁ ଗିରଫ କଲା ସିବିଆଇ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚର ଏବଂ ତାଙ୍କ ସ୍ଵାମୀ ଦୀପକ କୋଚରଙ୍କୁ ସିବିଆଇ ଶୁକ୍ରବାର ଗିରଫ କରିଛି। ଭିଡିଓକନ୍ ଗ୍ରୁପ୍ ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ସେମାନେ ଗିରଫ...
ଗୋବିନ୍ଦ ସାହୁ ହାଜତ ମୃତ୍ୟୁ ମାମଲା: ଚାଲିଛି କ୍ରାଇମବ୍ରାଞ୍ଚ ତଦନ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କର ହାଜତ ମୃତ୍ୟୁ ମାମଲାକୁ ନେଇ ସସପେନ୍ସ ବଢ଼ିବାରେ ଲାଗିଛି। ଗୋବିନ୍ଦଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତିରେ ଝଡ଼ ମଧ୍ୟ ଉଠିଛି।...
କୋଭିଡ୍ ବୁଷ୍ଟର ଡୋଜ୍ ପଠାଇବାକୁ କେନ୍ଦ୍ରକୁ ଚିଠି ଲେଖିଲା ଓଡ଼ିଶା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସରକାର କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ତରଫରୁ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯାଇ, କୋଭିଡ୍ ବୁଷ୍ଟର...
ଦିଲ୍ଲୀରେ ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ଯାତ୍ରା’, କଂଗ୍ରେସ କରିବ ମେଗା ସୋ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀରେ ପ୍ରବେଶ କଲା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ଯାତ୍ରା’ । ବଦଲପୁର ବର୍ଡର ଦେଇ ଦିଲ୍ଲୀରେ ପଶିଛି ପଦଯାତ୍ରା। ୩ହଜାର କିଲୋମିଟର ଯାତ୍ରା ସାରି ୧୦୮ ଦିନରେ...
କୋଣାର୍କ ଓ କାକଟପୁରରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶନିବାର ଭୋରୁ ପୁରୀ ଗସ୍ତରେ ଯାଇଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ଚତୁପାର୍ଶ୍ଵରେ ପରିକ୍ରମା ମାର୍ଗ ବୁଲି ଦେଖିଛନ୍ତି। ଉତ୍ତରଦ୍ଵାରରୁ ପଶ୍ଚିମଦ୍ଵାର ଓ ଦକ୍ଷିଣ...
କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତି: ହିତାଧିକାରୀଙ୍କୁ ଆଉ ବର୍ଷେ ଯାଏଁ ମିଳିବ ମାଗଣା ରାସନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଭାରତର ଗରିବ ଲୋକଙ୍କୁ ମିଳୁଥିବା ମାଗଣା ରାସନକୁ ଆଉ ବର୍ଷେ ଯାଏଁ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର।...
ଜୟପୁର: ଟଙ୍କା ଲୁଟ ଅଭିଯୋଗରେ ୨ ଗିରଫ, ୩ ଲକ୍ଷ ଟଙ୍କା ସହ ବାଇକ ଜବତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଜୟପୁର): ଟଙ୍କା ଲୁଟ ଅଭିଯୋଗରେ ଜୟପୁର ସଦର ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୩ ଲକ୍ଷ ଟଙ୍କା ଏବଂ ଗୋଟିଏ ବାଇକ୍ ଜବତ କରାଯାଇଛି। ଗିରଫ ଦୁଇ...
କୋଭିଡ ପାଇଁ ରାଜ୍ୟରେ ଜାରି ହେଲା ନୂଆ ଆଡଭାଇଜରି
ଓଡ଼ିଶାଲାଇଭ୍ ବ୍ୟୁରୋ
ଚୀନ, ଜାପାନ ଏବଂ ଆମେରିକା ଭଳି ୫ଟି ଦେଶରେ କୋଭିଡ ସ୍ଥିତି ବିଗିଡ଼ିବାରେ ଲାଗିଛି। କୋଭିଡର ନୂଆ ଭେରିଏଣ୍ଟ ବିଏଫ.୭କୁ ନେଇ ଏବେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଛି।...





















