ମୟୂରଭଞ୍ଜ: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ଜଣେ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମୟୂରଭଞ୍ଜ ଜିଲ୍ଲା କୁଳିଅଣା ଛକ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍। ଚିକିତ୍ସା ଅବସ୍ଥାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲାବେଳେ ୩୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।
ବାରିପଦା ପଣ୍ଡିତ ରଘୁନାଥ...
ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଂଗକୁ ନେଇ ଘନଉଛି ରାଜନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ସମ୍ବଲପୁରରେ ଓକିଲଙ୍କ ଆନ୍ଦୋଳନ ବେଳେ ହିଂସା ଏବଂ ଗିରଫଦାରୀ ଆଦି ମାମଲାକୁ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ହୋଇଛି। ଏଥିପାଇଁ ବିଜେପି ରାଜ୍ୟ ସରକାରଙ୍କୁ ଦାୟୀ କରୁଥିବାବେଳେ ଏହାର ପାଲଟା...
ମଧ୍ୟପ୍ରଦେଶରେ ୪ଟି ଗୋଡ଼ ଥିବା ଶିଶୁ କନ୍ୟା ଜନ୍ମ, ଉଭୟ ମାଆ ଓ ଶିଶୁ ସୁସ୍ଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ମଧ୍ୟପ୍ରଦେଶର ଗ୍ୱାଲିୟର ଅଞ୍ଚଳରେ ଆରତୀ କୁଶୱା ନାମକ ଜଣେ ମହିଳା ୪ଟି ଗୋଡ଼ ଥିବା ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ସିକନ୍ଦର କାମ୍ପୋ ଅଞ୍ଚଳର ଆରତୀ ସ୍ଥାନୀୟ କମଲ ରାଜା...
ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ତଥ୍ୟ ପାଇଁ ଖଣ୍ଡଗିରି ଥାନାରେ ପହଞ୍ଚିଲା ଇଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଅର୍ଚ୍ଚନା ନାଗ ବ୍ଲାକମେଲିଂ ଏବଂ ଅର୍ଥ ହେରଫେର ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ କରିବାକୁ ଶୁକ୍ରବାର ଦିନ ଖଣ୍ଡଗିରି ଥାନାରେ ପହଞ୍ଚିଥିଲା ଇଡିର ତଦନ୍ତକାରୀ ଟିମ୍। ଖଣ୍ଡିଗିରି ଥାନାରୁ ଗୋଟିଏ ଫାଇଲ...
ବୌଦ୍ଧରେ ଆରମ୍ଭ ହେଲା ଗଡ଼ଜାତ ଲୋକ ମହୋତ୍ସବ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧରେ ଆରମ୍ଭ ହୋଇଛି ଷଷ୍ଠ ଗଡ଼ଜାତ ଲୋକ ମହୋତ୍ସବ ଏବଂ ପଲ୍ଲୀଶ୍ରୀ ମେଳା। ବୌଦ୍ଧ ଜିଲ୍ଲା ବୀରନରସିଂହପୁର ହାଇସ୍କୁଲ ପଡ଼ିଆଠାରେ ଗଡ଼ଜାତ ସାଂସ୍କୃତିକ ପରିଷଦ ପକ୍ଷରୁ ଏହି...
ଦିଲ୍ଲୀ: ଅନ୍ଲାଇନ୍ରୁ ଏସିଡ୍ ଅର୍ଡର କରି ଛାତ୍ରୀଙ୍କ ଉପରକୁ ଫିଙ୍ଗିଥିଲେ ଯୁବକ, ଫ୍ଲିପକାର୍ଟ, ଆମାଜନକୁ ନୋଟିସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀରେ ନାବାଳିକା ଉପରେ ଏସିଡ ଫିଙ୍ଗିବା ଘଟଣା ସମସ୍ତଙ୍କୁ ଆଚମ୍ବିତ କରିଛି। ସ୍ପଷ୍ଟ ଦିବାଲୋକରେ ଏଭଳି ଛାତି ଥରାଇଲା ଭଳି ଘଟଣା ପରେ ଲୋକଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୋଲିସର ତଦନ୍ତ ପରେ...
ବୋରିଗୁମ୍ମାରେ ବଢ଼ୁଛି ଚିନ୍ତା: ୧୬ ଦିନରେ ପ୍ରାଣ ହରାଇଲେଣି ୧୦ ନବଜାତ ଶିଶୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାପା ମା’ଙ୍କ ଆଖି ଆଗରେ ଚାହୁଁ ଚାହୁଁ ଚାଲିଯାଛି କଅଁଳ ଶିଶୁର ଜୀବନ। ଜନ୍ମ ହେବାର ଦୁଇ ତିନି ଦିନ ମଧ୍ୟରେ ଶୂନ୍ୟ ହୋଇଯାଉଛି ମା’ର କୋଳ। ମାତ୍ର ୧୬ ଦିନରେ...
ରାଜ୍ୟରେ ୩ ଦିନ ଭିତରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଖସିବାରେ ଲାଗିଛି ତାପମାତ୍ରା। ଉତ୍ତରରୁ ଉପକୂଳ, ପୂର୍ବରୁ ପଶ୍ଚିମ ସବୁଠି ଥଣ୍ଡାର ପ୍ରକୋପ। ଆଗାମୀ ୨୪ ଘଣ୍ଟା ଭିତରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପାଣିପାଗ ବିଭାଗ...
ଆଜି ବିଜୟ ଦିବସ: ୧୯୭୧ରେ ହୋଇଥିଲା ପାକିସ୍ତାନ ଉପରେ ଭାରତର ବଡ଼ ବିଜୟ
ଓଡ଼ିଶାଲାଇଭ୍ ବ୍ୟୁରୋ
୧୯୭୧ ମସିହାରେ ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିଲା ଘମାଘୋଟ ଯୁଦ୍ଧ। ଡିସେମ୍ଵର ୧୬ ତାରିଖରେ ଏହି ଯୁଦ୍ଧରେ ପାକିସ୍ତାନ ଉପରେ ବଡ଼ ବିଜୟ ହାସଲ କରିଥିଲା ଭାରତ। ପରେ ଭାରତ ସହାୟତାରେ ସୃଷ୍ଟି...
ଜେଇଇ ମେନ ପରୀକ୍ଷା ପାଇଁ ବିଜ୍ଞପ୍ତି ଜାରି କଲା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି
ଓଡ଼ିଶାଲାଇଭ୍ ବ୍ୟୁରୋ
ଶିକ୍ଷାବର୍ଷ ୨୦୨୩-୨୪ ପାଇଁ ଜେଇଇ ମେନ ପରୀକ୍ଷା ପାଇଁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଗୁରୁବାର ଏନଟିଏ ଜାରି କରିଥିବା ବିଜ୍ଞପ୍ତି ଅନୁସାରେ, ୨୦୨୩-୨୪ ଶିକ୍ଷାବର୍ଷରେ ମେଡିକାଲ...





















