Independence Day

ଆଗୁଆ ନିର୍ବାଚନ ପାଇଁ ଆମେ ପ୍ରସ୍ତୁତ ଅଛୁ – ତାରା ବାହିନୀପତି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ୨୦୨୪ ପୂର୍ବରୁ ସାଧାରଣ ନିର୍ବାଚନ ହେବ ବୋଲି ଏବେ ଚର୍ଚ୍ଚା ଚାଲିଛି। ଏହି ନିର୍ବାଚନ ପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବେଳେ କଂଗ୍ରେସ ବିଧାୟକ ତାରା ପ୍ରସାଦ...

ଭାରତରେ ପହଁଞ୍ଚିଲା ଶେଷ ରାଫେଲ ଯୁଦ୍ଧ ବିମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଗୁରୁବାର ଭାରତରେ ପହଁଞ୍ଚିଛି ୩୬ତମ ରାଫେଲ ଯୁଦ୍ଧ ବିମାନ। ଭାରତୀୟ ବାୟୁସେନାର ପାଇଲଟ ସିଧାସଳଖ ଫ୍ରାନ୍ସରୁ ଏହି ଲଢୁଆ ବିମାନକୁ ଉଡ଼ାଇ ଭାରତରେ ଅବତରଣ କରାଇଛନ୍ତି। ଯାତ୍ରା ସମୟରେ ୟୁଏଇ ବାୟୁସେନା...

ନବୀନ ନିବାସରେ ଚାଲିଛି ପଦ୍ମପୁର ସମୀକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ ପଦ୍ମପୁର ବିଧାନସଭା ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ପରେ ଫଳାଫଳକୁ ନେଇ ଗୁରୁବାର ଦିନ ନବୀନ ନିବାସରେ ଚାଲିଛି ସମୀକ୍ଷା। ପଦ୍ମପୁର ଉପନିର୍ବାଚନ ଦାୟିତ୍ୱରେ ଥିବା ନେତାମାନେ ଏହି ସମୀକ୍ଷା ବୈଠକରେ...

ବିବାହ ପାଇଁ ବାଧ୍ୟ କରିବାରୁ ପ୍ରେମିକାକୁ ହତ୍ୟା କଲା ପ୍ରେମିକ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ଶ୍ରଦ୍ଧା ଓ୍ଵାକରଙ୍କ ହତ୍ୟାକାଣ୍ଡ ମନରୁ ନଲିଭୁଣୁ ପୁଣି ସମାନ ଅପରାଧ ସୁରତରେ ଘଟିଛି। ପ୍ରେମିକା ବିବାହ ପାଇଁ ବାଧ୍ୟ କରିବାରୁ ପ୍ରେମିକ ଅତି ନିର୍ମମ ଭାବେ ତାକୁ ହତ୍ୟା କରିଥିବା ଅଭିଯୋଗ...

ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ଆନନ୍ଦଙ୍କ ସହ ଫେସବୁକରୁ ଚିହ୍ନା ହୋଇଥିବା କହିଲେ ମନଜିତ ଟେଟେ

ଓଡ଼ିଶାଲାଇଭ୍ ବ୍ୟୁରୋ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଇନଫୋସିଟି ଥାନାରେ ବୁଧବାର ଦିନ ହାଜର ହୋଇଥିବା ଆନନ୍ଦଙ୍କ ବାନ୍ଧବୀ ମନଜିତ ଟେଟେଙ୍କୁ ୩ ଘଣ୍ଟାରୁ ଅଧିକ ସମୟ...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସଆଇଙ୍କ ଘରେ ଭିଜିଲାନ୍ସ ରେଡ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଭୁବନେଶ୍ୱରର ୩ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ। ପାଇକନଗରର ୪ ତାଲା ବିଲଡିଂ,...

ଭିଜିଲାନ୍ସ ଜାଲରେ ବେଗୁନିଆ ତହସିଲଦାର

ଓଡ଼ିଶାଲାଇଭ୍ ବ୍ୟୁରୋ ବେଗୁନିଆ ତହସିଲଦାର ତଥା ଭାରପ୍ରାପ୍ତ ଉପନିବନ୍ଧକ ପୃଥ୍ଵୀରାଜ ମଣ୍ଡଳ ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୪୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭୁବନେଶ୍ଵର ଭିଜିଲାନ୍ସ ଟିମ୍...

କୃଷକମାନଙ୍କୁ ସଚେତନ କରିବା ପାଇଁ ୧୦ଟି ଗ୍ରାମରେ ପ୍ରଶିକ୍ଷଣ ଶିବିର ଆୟୋଜନ କଲେ କୃଷି ମହାବିଦ୍ୟାଳୟ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ୍ ସାଇନ୍ସର ଚତୁର୍ଥ ବର୍ଷ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଭୁବନେଶ୍ୱର ଉପକଣ୍ଠସ୍ଥିତ ୧୦ ଟି ଗ୍ରାମରେ ଗ୍ରାମ ସଂଯୋଗୀକରଣ କର୍ମଶାଳା...

କୋରାପୁଟ: ହାଟପଦା ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଲୋକାର୍ପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): ଜୟପୁର ସହର ହାଟପଦାଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଲୋକାର୍ପିତ ହୋଇଛି। ବୁଧବାର ଦିନ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ...

କୋରାପୁଟ: ଠେଲାପେଲାରୁ ଚାଲିଗଲା ମହିଳାଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ (ଜୟପୁର): କଳି ତୁଟାଇବାକୁ ଯାଇ ଠେଲାପେଲା ଯୋଗୁଁ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଜୟପୁର ଥାନା ଅନ୍ତର୍ଗତ ବାରିଣିପୁଟ ଗାଁରେ। ମୃତ ମହିଳା...