Independence Day

ଜଗବନ୍ଧୁ ଚାନ୍ଦଙ୍କୁ ୯ ଦିନ ପାଇଁ ରିମାଣ୍ଡରେ ନେବ ଇଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଜଗବନ୍ଧୁ ଚାନ୍ଦଙ୍କୁ ୯ ଦିନିଆ ରିମାଣ୍ଡରେ ନେବ ଇଡି। ଏଥିପାଇଁ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି କୋର୍ଟ। ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ମଙ୍ଗଳବାର ଦିନ ଭୁବନେଶ୍ଵର କୋର୍ଟରେ ହାଜର ହୋଇଥିଲେ...

କିଷନ ବିର୍ତ୍ତିଆ ହେବେ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ବଳରାମ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବଳରାମ ଭୂମିକାରେ ଅଭିନୟ କରିବେ କିଷନ ବିର୍ତ୍ତିଆ। ଗୋପପୁର ସାଜୁଥିବା ଅମ୍ବାପାଲି ଗ୍ରାମରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଚଳିତ ବର୍ଷ ଧନୁଯାତ୍ରା ମଞ୍ଚରେ...

ବାରିପଦା: ପିଆରଏମ୍ ଡାକ୍ତରଖାନାରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ ମାମଲା, ଡାକ୍ତର ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ହଷ୍ଟେଲ ଛାତ୍ରୀଙ୍କୁ ପିଆରଏମ୍ ହସ୍ପିଟାଲରେ ଅସଦାଚରଣ ମାମଲାରେ ଡାକ୍ତର ଗିରଫ। ଏନେଇ ବାରିପଦା ଏସଡିପିଓ ସୂଚନା ଦେଇଛନ୍ତି। ସ୍ଥାନୀୟ ପିଆରଏମ୍ ମେଡିକାଲ କଲେଜ ଓ ହସ୍ପିଟାଲର ଶିଶୁ ବିଭାଗରେ...

ଅର୍ଚ୍ଚନା ନାଗଙ୍କୁ ଗିରଫ କଲା ଇଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାର ଦିନ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ୭ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ଆଜି ଭୁବନେଶ୍ଵର କୋର୍ଟରେ ଅର୍ଚ୍ଚନାଙ୍କୁ ହାଜର କରାଯାଇଥିଲା। ରିମାଣ୍ଡ...

ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲା: ଭୁବନେଶ୍ଵର କୋର୍ଟରେ ହାଜର ହେଲେ ଜଗବନ୍ଧୁ ଚାନ୍ଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ମଙ୍ଗଳବାର ଦିନ ଭୁବନେଶ୍ଵର କୋର୍ଟରେ ହାଜର ହୋଇଛନ୍ତି ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁ ଚାନ୍ଦ। ଅର୍ଚ୍ଚନାଙ୍କୁ ମଧ୍ୟ କୋର୍ଟରେ ହାଜର କରାଯାଇଛି। କଡ଼ା ସୁରକ୍ଷା ମଧ୍ୟରେ...

ଚିତ୍ରଶିଳ୍ପୀଙ୍କ ନିଆରା ପ୍ରୟାସ: ବ୍ୟବହାର ଅନୁପଯୋଗୀ ଔଷଧ ବଟିକାରେ ତିଆରି କଲେ ‘ଦମନ’ ପୋଷ୍ଟର୍‍

ଓଡ଼ିଶାଲାଇଭ୍ ବ୍ୟୁରୋ ପେନସିଲ୍ ବା ରଙ୍ଗତୂଳୀରେ ଚିତ୍ର ଆଙ୍କିବା କଥା ତ ସମସ୍ତେ ଶୁଣିଥିବେ। କିନ୍ତୁ ଔଷଧ ବଟିକାରେ ଚିତ୍ର ଆଙ୍କିବା କଥା ଶୁଣିଲେ ଟିକେ ଅଜବ ଲାଗିବ ନିଶ୍ଚୟ। ଏକ୍ସପାରୀ ହୋଇଯାଇଥିବା ଔଷଧକୁ...

ଖୁବ ଶୀଘ୍ର ଆସିବ ଛତୁ ମିଶନ, ରାଜ୍ୟରେ ବଢ଼ିବ ନିଯୁକ୍ତି ସୁଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଖୁବ୍ ଶୀଘ୍ର ଆସିବ ଛତୁ ମିଶନ। ରାଜ୍ୟରେ ଛତୁ ଉତ୍ପାଦନ ବୃଦ୍ଧି କରିବା ସହ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆରମ୍ଭ ହେବ ଛତୁ ମିଶନ। ଏ ନେଇ ସୂଚନା...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବା କଂଗ୍ରେସର ବରିଷ୍ଠ ନେତା ରାଜା ପଟେରିଆ ଗିରଫ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିବା କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମନ୍ତ୍ରୀ ରାଜା ପଟେରିୟାଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ସକାଳେ ତାଙ୍କୁ ଗିରଫ କରିଛି...

ଜ୍ୟାକଲିନଙ୍କ ବିରୋଧରେ ମାନହାନୀ ମକଦ୍ଦମା କଲେ ନୋରା, କହିଲେ ସୁକେଶ ସହ ଜବରଦସ୍ତି ଯୋଡ଼ିଛନ୍ତି ମୋ ନାମ

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆ ମୋଡ଼ ନେଉଛି ବହୁଚର୍ଚ୍ଚିତ ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ମାମଲା। ବଲିଉଡର ଦୁଇ ଅଭିନେତ୍ରୀ ଏହି କାରଣରୁ ଏବେ ମୁହାଁମୁହିଁ ହୋଇଛନ୍ତି। ଏହି ମାମଲାରେ ଅଭିଯୁକ୍ତ ଥିବା ଅଭିନେତ୍ରୀ...

ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ

ଓଡ଼ିଶାଲାଇଭ୍ ବ୍ୟୁରୋ ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କର ସୋମବାର ଦିନ ଦେହାନ୍ତ ହୋଇଛି। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ୬୫ ବର୍ଷ ବୟସରେ ସେ ପ୍ରାଣ...