Independence Day

RBI building

ରେପୋ ରେଟ୍‌ ୨୫ ବେସିସ୍ ପଏଣ୍ଟ ହ୍ରାସ କଲା ଭାରତୀୟ ରିଜର୍ଭ ବ୍ୟାଙ୍କ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ‘ରେପୋ’ ରେଟ୍‌ ହ୍ରାସ କରାଯାଇଛି। ଏଥିରେ ୨୫ ବେସିସ୍ ପଏଣ୍ଟ କମ କରାଯାଇଛି। ଫଳରେ ରେପୋ ରେଟ୍‌ ଏବେ ୬.୨୫ ପ୍ରତିଶତରୁ କମି ୬ ପ୍ରତିଶତ...

ବାୟୋଟେକ ଷ୍ଟାର୍ଟଅପ ଏଲମେଣ୍ଟୋଜ ରିସର୍ଚ୍ଚକୁ ଷ୍ଟାର୍ଟଅପ୍ ମହାକୁମ୍ଭ ଗ୍ରାଣ୍ଡ ଚ୍ୟାଲେଞ୍ଜ ଆୱାର୍ଡ ୨୦୨୫

ଓଡ଼ିଶାଲାଇଭ୍ ବ୍ୟୁରୋ ବାୟୋଟେକ୍ ଷ୍ଟାର୍ଟଅପ୍ ଏଲମେଣ୍ଟୋଜ ରିସର୍ଚ୍ଚକୁ ମିଳିଲା ସମ୍ମାନଜନକ ଷ୍ଟାର୍ଟଅପ୍ ମହାକୁମ୍ଭ ଗ୍ରାଣ୍ଡ ଚ୍ୟାଲେଞ୍ଜ ଆୱାର୍ଡ ୨୦୨୫। କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ଏହି ପୁରସ୍କାର ପ୍ରଦାନ କରିଥିଲେ।...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ନାମଲେଖା ଲାଗି ମେ’ ୩ ତାରିଖ ସୁଦ୍ଧା କରନ୍ତୁ ଅନଲାଇନ...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଦେଶ ବିଦେଶରେ ବିଭିନ୍ନ ଶିଳ୍ପ ସଂସ୍ଥା ଓ ସେବା କ୍ଷେତ୍ର ଲାଗି ଦକ୍ଷ ଯୁବପିଢ଼ିଙ୍କର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥାପିତ ବିଶ୍ୱ...

ବାଲେଶ୍ଵର: ଫକୀରମୋହନ ବିଶ୍ଵବିଦ୍ୟାଳୟରେ ସାହିତ୍ୟିକ ଚନ୍ଦ୍ରମୋହନ ମହାରଣାଙ୍କ ଜୟନ୍ତୀ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବିଶିଷ୍ଟ ଶିକ୍ଷାବିତ ତଥା ସାହିତ୍ୟିକ ଚନ୍ଦ୍ରମୋହନ ମହାରଣାଙ୍କ ୧୫୫ତମ ଜୟନ୍ତୀ ଉତ୍ସବ ଫକୀରମୋହନ ବିଶ୍ଵବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ : ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗ ଦେଲେ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ଦିଲ୍ଲୀରେ ଅନୁଷ୍ଠିତ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ, ଦକ୍ଷତା ବିକାଶ...

ଓଡ଼ିଶାରେ ୫,୨୪୮ଟି ‘ମେଡିକାଲ ଅଫିସର’ ପଦବୀରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ କେମିତି କରିବେ ଆବେଦନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅନେକ ଡାକ୍ତର (ମେଡିକାଲ ଅଫିସର) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ରାଜ୍ୟର ବିଭିନ୍ନ ଡାକ୍ତରଖାନା ପାଇଁ ୫...

ବାରାଣାସୀ: ବାରାଣସେୟ ଉତ୍କଳ ସମାଜ ପାଳନ କଲା ଉତ୍କଳ ଦିବସ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାରାଣାସୀ): ବାରାଣସେୟ ଉତ୍କଳ ସମାଜ ପକ୍ଷରୁ ବାରାଣାସୀର କାଶୀ ହିନ୍ଦୁ ବିଶ୍ୱବିଦ୍ୟାଳୟ ପରିସରରେ ଉତ୍କଳ ଦିବସ ପାଳନ କରାଯାଇଛି। କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଲିଖିତ ‘ବନ୍ଦେ ଉତ୍କଳ ଜନନୀ’ ଗାନରୁ ଆରମ୍ଭ...

ଅନନ୍ତ ବାସୁଦେବ ମନ୍ଦିରର ‘ଅବଢ଼ା’- କେମିତି ଆରମ୍ଭ ହେଲା?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=HXcRCf8Ty5g&t=126s ଭୁବନେଶ୍ୱରର ଅନ୍ୟତମ ପ୍ରାଚୀନ ମନ୍ଦିର ଅନନ୍ତ ବାସୁଦେବ ମନ୍ଦିର। ଲିଙ୍ଗରାଜ ମନ୍ଦିର ନିକଟସ୍ଥ ବିନ୍ଦୁସାଗର କୂଳରେ ଏହି ମନ୍ଦିର ରହିଛି। ଏହି ମନ୍ଦିରରେ ଭଗବାନ ଶ୍ରୀକୃଷ୍ଣ, ପ୍ରଭୁ ବଳରାମ ଓ ଦେବୀ...

ଓଡ଼ିଶାରେ ଏପ୍ରିଲ ୧୧ରୁ ଆୟୁଷ୍ମାନ ଭାରତ ଯୋଜନା, ଶୁଭାରମ୍ଭ କରିବେ ଜେପି ନଡ୍ଡା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏପ୍ରିଲ ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଯୋଜନା। କଟକ ବାଲିଯାତ୍ରା ପଡ଼ିଆରେ ଏହି ଯୋଜନାର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା। ଏନେଇ ଶନିବାର...

ବାଲେଶ୍ଵର ରାସ୍ତାରେ ସୁରକ୍ଷିତ ନୁହନ୍ତି ମହିଳା: ୪ ବର୍ଷରେ ୮୧ ଜଣ ଅସଦାଚରଣର ଶିକାର

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲାର ବିଭିନ୍ନ ରାସ୍ତାରେ ସୁରକ୍ଷିତ ନୁହନ୍ତି ମହିଳା। ଗତ ୪ ବର୍ଷ ମଧ୍ୟରେ ୮୧ ଜଣ ମହିଳା ଅସଦାଚରଣର ଶିକାର ହୋଇଛନ୍ତି। ଜିଲ୍ଲାର ବିଭିନ୍ନ...